ଆମ ଜିଲା ଖବର

ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ କାମପାଳ ନାୟକ ନିର୍ବାଚିତ

ହାଟଡିହୀ,୧୨।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ ବରିଷ୍ଠ କର୍ମୀ କାମପାଳ ନାୟକ ନିର୍ବାଚିତ ହୋଇଛନ୍ତି । ରବିବାର ବଞ୍ଚୋ ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ଏକ ବୈଠକରେ ବିଧାୟକ ଭାଗୀରଥି ସେଠୀ ଉପସ୍ଥିତ ରହି...

ଗଙ୍ଗା ସାଗରରେ ଲକ୍ଷାଧିକ ଶ୍ରଦ୍ଧାଳୁ: ୧୫ରେ ପୂର୍ଣ୍ଣସ୍ନାନ

ଭୋଗରାଇ,୧୨।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପରଗଣା ଜିଲା ସାଗରଦୀପର ଗଙ୍ଗାସାଗର ମେଳା ୧୦ ତାରିଖରୁ ଶୁଭାରମ୍ଭ ହୋଇଛି। ଏଥି ଲାଗି ଓଡ଼ିଶାରୁ ଅଦ୍ୟାବଧି ୨୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଓଡ଼ିଆ ତୀର୍ଥଯାତ୍ରୀମାନେ ହଳଦିଆ, କୁକୁଡାହାଟି, ଡାଇମଣ୍ଡ ହାର୍‌ବୋର,...

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା

ଭଦ୍ରକ ଅଫିସ, ୧୨।୧: ଭଦ୍ରକ ଜିଲା ଧାମନଗର ବ୍ଲକ ଇଚ୍ଛାପୁର ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦୁର୍ଯ୍ୟୋଧନ ରାଉତଙ୍କ ୪ ବଖରା ସମେତ ଘରର ସମସ୍ତ ଆସବାବପତ୍ର ଜଳିଯାଇଛି । ଖବର ପାଇ ଘଟଣାସ୍ଥଳରେ...

ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇରଙ୍ଗପୁର,୧୨।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ମଣଦା ଗ୍ରାମର ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ତାଙ୍କ ଘରୁ ପୋଲିସ ରବିବାର ଉଦ୍ଧାର କରିଛି। ମୃତକ ହେଲେ ଟିକାଚରଣ ନାୟକ। ସେ ଘରେ ଏକା ରହୁଥିବା ବେଳେ ସ୍ଥାନୀୟ...

ପୂର୍ବତନ ଏମ୍‌ପି ମୋରିସ କୁଜୁରଙ୍କ ପରଲୋକ

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍‌ପି ମୋରିସ କୁଜୁରଙ୍କ ରବିବାର ସକାଳେ ପରଲୋକ ଘଟିଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ...

ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ୍‌

ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ଘଟିଥିଲା। ପୁଞ୍ଜିଲାଲ ସମ୍ପ୍ରତି ଗିରଫ ହୋଇ ବଲାଙ୍ଗୀର ଜେଲରେ...

ପୁଣି ଶୀତରେ ଥରିଲା ସୋନପୁର: ତାପମାତ୍ରା ୪.୮ ଡିଗ୍ରୀ

ଭୁବନେଶ୍ୱର/ସୋନପୁର,୧୨।୧(ବ୍ୟୁରୋ/ନି.ପ୍ର.): ଅସହ୍ୟ ଶୀତରେ ପୁଣି ଥରିଛି ସୋନପୁର। ଏଠାରେ ରବିବାର ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରହିଥିବା ବେଳେ ଅନୁଗୋଳରେ ୬, ଟିଟିଲାଗଡ଼ରେ ୬.୫, ଦାରିଙ୍ଗବାଡ଼ିରେ ୭.୨, ଝାରସୁଗୁଡ଼ାରେ...

ଡମ୍ପର ଧକ୍କାରେ ବ୍ୟକ୍ତିଙ୍କ ଜୀବନଗଲା: କ୍ଷତିପୂରଣ ଦାବିରେ ମୃତଦେହ ରଖି ଗ୍ରାମବାସୀଙ୍କ ଧାରଣା

ରାଜନଗର,୧୨।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ପଟ୍ଟାମୁଣ୍ଡାଇ ବ୍ଲକ ବାଲିପାଟଣା ଗ୍ରାମର ବନମାଳୀ ଓଝାଙ୍କ ବଡ଼ପୁଅ ଶରତ (୪୫)ଙ୍କ ଉପରେ ରବିବାର ପୂର୍ବାହ୍ନରେ ଏକ ଡମ୍ପର ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇ ଡମ୍ପରଟି ଦ୍ରୁତଗତିରେ ଯିବା ସମୟରେ ଉତ୍ତ୍ୟେକ୍ତ ଗ୍ରାମବାସୀ...

ଜାତୀୟ ଯୁବ ଦିବସ: ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ପୁରୀ ଅଫିସ,୧୨।୧: ଜାତୀୟ ଯୁବ ଦିବସ ଅବସରରେ ଦିଗବାରେଣୀ ଖୁଣ୍ଟିଠାରେ ଥିବା ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ରବିବାର ପୂର୍ବାହ୍ନରେ ମାଲ୍ୟାର୍ପଣ କରାଯାଇଛି। ଭାରତ ବିକାଶ ପରିଷଦ, ପୁରୀ ସେବାସମିତି, ରାମକୃଷ୍ଣ ମିଶନ, ନେହେରୁ ଯୁବକେନ୍ଦ୍ର, ମିଶନ ଓଡ଼ିଶା, ପୂଜ୍ୟପୂଜା ସଂସଦ, ଭାରତୀୟ...

ଗ୍ୟାସ୍‌ ସିଲିଣ୍ଡର୍‌ ବିସ୍ଫୋରଣ: ଜଳିଗଲା ଫାଷ୍ଟଫୁଡ୍‌ ଦୋକାନ

ବ୍ରହ୍ମପୁର ଅଫିସ,୧୨।୧: ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ଏକ ଫାଷ୍ଟଫୁଡ୍‌ ଦୋକାନରେ ରବିବାର ପୂର୍ବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏଥିରେ ଦୋକାନ ସହ ସେଠାରେ ଥିବା ସମସ୍ତ ଆସବାବପତ୍ର ଜଳିଯାଇଛି। ସୌଭାଗ୍ୟବଶତଃ ଦୋକାନ ମାଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର...

ଦାରିଙ୍ଗବାଡ଼ିରେ ପୁଣି ତୁଷାରପାତ, ତାପମାତ୍ରା ୭ ଡିଗ୍ରୀ

ଦାରିଙ୍ଗବାଡ଼ି,୧୨।୧(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ରବିବାର ପୁଣି ତୁଷାରପାତ ହୋଇଛି। ଶନିବାର ତାପମାତ୍ରା ୯ ଡିଗ୍ରୀ ତଳେ ରହିଥିବା ବେଳେ ରବିବାର ସକାଳେ ୭ ଡିଗ୍ରୀ ହୋଇଛି। ଦାରିଙ୍ଗବାଡ଼ି ସମେତ ଦାସିଂବାଡ଼ି,କାଣ୍ଡାପା,ସିମନବାଡ଼ି, କିଲାବାଡି,ଲଦପଙ୍କା,ଗ୍ରୀନବାଡ଼ି,ଦାସିକେତା,ପ୍ଳିହେରୀ ଆଦି...

ଜେଡ୍‌ଏସ୍‌ଆଇ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ୍‌ଓୟୁ: ଉଚ୍ଚଶିକ୍ଷା ପାଇଁ ବାଟ ଫିଟିଲା

କଟକ ଅଫିସ,୧୨ା୧: ଭାରତର ଏକ ପୁରାତନ ତଥା ୧୦୩ ବର୍ଷର ସଂସ୍ଥା ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ର ବିଶିଷ୍ଟ ବୈଜ୍ଞାନିକମାନଙ୍କ ନିକଟରୁ ଶିକ୍ଷା ହାସଲ କରିବାର ସୁଯୋଗ ଏବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ପାଇବେ। ଏ ନେଇ ଜେଡ୍‌ଏସ୍‌ଆଇ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri