ଆମ ଜିଲା ଖବର

ତଳେ ବସି ପ୍ରବେଶିକା ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ତେଲକୋଇ, ୧୨।୧(ଡି.ଏନ.ଏ.)-ତେଲକୋଇ ଉଚ୍ଚ ବିଦ୍ୟାଳୟରେ ଶନିବାର ବ୍ଲକସ୍ତରୀୟ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରବେଶିକା ପରୀକ୍ଷା ହୋଇଛି। ଏଥିରେ ବ୍ଲକର ୪୭୯ ଜଣ ଛାତ୍ରୀଛାତ୍ର ସାମିଲ ହୋଇଥିଲେ ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅବ୍ୟବସ୍ଥାରେ ପରୀକ୍ଷା ଦେଇଛନ୍ତି। ଶ୍ରେଣୀ ଗୃହ ଅଭାବ, ଡେସ୍କ...

ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ ଦୁଇ ଦିନ ଧରି ପୁରୀ ଜିଲା ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ...

କାକର ସାଙ୍ଗକୁ ଘନ କୁହୁଡ଼ି

ଉଦଳା, ୧୨।୧ (ଡି.ଏନ.ଏ.) – ଶିମିଳିପାଳ ପାଦଦେଶରେ ଅବସ୍ଥିତ ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡରେ ଏବେ ରାତିରେ ପ୍ରବଳ କାକର ପଡୁଥିବା ବେଳେ ସକାଳେ ଘନ କୁହୁଡିର ଚାଦର ସବୁ ଅଞ୍ଚଳକୁ ଢାଙ୍କି ରଖିଛି। ଦୁଇ ଦିନ ପୂର୍ବରୁ ବର୍ଷା...

ଜାଳ ସଂଗ୍ରହ ବେଳେ ମିଳିଲା ଶିବଲିଙ୍ଗ

ଖଇରା, ୧୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସାଦିକପୁର ଗ୍ରାମର ମୋହନ ମହାନ୍ତି ଜାଳ ଉଦ୍ଦେଶ୍ୟରେ ମାଉସୀ ବାଡି ମନ୍ଦିର ନିକଟରେ ଥିବା ପୋଲ କଡରେ କିଛି ଅମରିଗଛ କାଟି ଶୁଖାଇଥିଲେ। ଇତିମଧ୍ୟରେ ମୋହନ ମହାନ୍ତିଙ୍କ ପରଲୋକ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ବୋଲେରୋ ସହ ବିଭିନ୍ନ ମାରଣାସ୍ତ୍ର ଜବତ

ସଜନାଗଡ, ୧୨ା୧(ଡି.ଏନ.ଏ.)-ନୀଳଗିରି ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ହାଇସ୍କୁଲ୍‌ ପଡ଼ିଆ ସମ୍ମୁଖରେ ଯୋଜନାବଦ୍ଧ ଭାବେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଈଶ୍ୱରପୁର ମେଡ଼ିକାଲ ପରେ ବାଲେଶ୍ୱର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ...

ଓଏଏସ୍‌ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌:ଗୀତୁ ବଢ଼ାଇଲେ ଗୌରବ

ଢେଙ୍କାନାଳ ଅଫିସ, ୧୨।୧ ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର ସାହି ଅଞ୍ଚଳର ଗୀତୁ ବେହେରା। ପ୍ରଥମ ଥର ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବାରୁ ବେଶ୍‌...

ବନ୍ତଳା ଜଙ୍ଗଲରେ ସନ୍ଦିଗ୍ଧଙ୍କ କ୍ୟାମ୍ପ

ବନ୍ତଳା,୧୨ା୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ଫରେଷ୍ଟ ରେଞ୍ଜ ଅଧୀନରେ ଥିବା ବାରଗୌଣିଆ ପଞ୍ଚାୟତ ମାଗୁରାଖାଲ ଗ୍ରାମ ଜଙ୍ଗଲ ଭିତରେ ହୋଇଥିବା ସନ୍ଦିଗ୍ଧଙ୍କ କ୍ୟାମ୍ପକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଗତ ୩ରୁ ୪ ଦିନ ହେଲା ୧୦ରୁ ଅଧିକ...

ଅସ୍ଥାୟୀ କର୍ମଚାରୀଙ୍କୁ ପିଏଚ୍‌ଡି ଦେଉଛି ଦୈନିକ ୭୪ ଟଙ୍କା ମଜୁରି : ଚାକିରି ୧୭ ବର୍ଷ, ଦରମା ୨ ହଜାର

ତାଳଚେର,୧୨ା୧(ମନୋଜ ନନ୍ଦ) ସରକାର ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ୨୯୮ ଟଙ୍କା ଧାର୍ଯ୍ୟ କରିଛନ୍ତି। ହେଲେ ତାଳଚେର ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡି) ନିଜ ଅସ୍ଥାୟୀ କର୍ମଚାରୀଙ୍କୁ ଦୈନିକ ମାତ୍ର ୭୪ ଟଙ୍କା ମଜୁରି ଦେଉଛି। ଆଶ୍ଚର୍ଯ୍ୟର କଥା, କାର୍ଯ୍ୟରତ ୧୬...

୪ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ

ତେନ୍ତୁଳିଖୁଣ୍ଟି,୧୨।୧(ଡି.ଏନ.ଏ)- ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡା ପଞ୍ଚାୟତର ଦୁର୍ଗମ ଅଞ୍ଚଳ କାଦମାଳି ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। କେବଳ ପଡିଛି ପାଦଚଲା ରାସ୍ତା। ତଥାପି ଲୋକଙ୍କ ସମସ୍ୟା ବୁଝିବା ପାଇଁ ଶନିବାର ଦୀର୍ଘ ୪ କି.ମି ଚାଲି...

ରାସ୍ତା ଜାମ ନେଲା ଗର୍ଭବତୀଙ୍କ ଜୀବନ

ଲହୁଣୀପଡା, ୧୨।୧ (ଡି.ଏନ.ଏ)- କଲେଇପୋଷ- ବରସୁଆଁ ରାସ୍ତା ନିର୍ମାଣ ଚାଲିଥିବା ବେଳେ ସକାଳ ୭ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ନୋ ଏଣ୍ଟ୍ରି ଚାଲିଛି। ଯାହାକି ଭାରିଯାନ ରାସ୍ତାରେ ରହି ଜାମ ଥାଏ। ବଉରକେଲା ଗ୍ରାମର ବୁଧୁଆ ମୁଣ୍ଡାଙ୍କ ସ୍ତ୍ରୀ ପାର୍ବତୀ...

କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉ

ରାଉରକେଲା ଅଫିସ,୧୨। ୧-କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନର ଆସିକ ଜମାଲଙ୍କ ଘରେ ଶନିବାର ସିବିଆଇ ଚଢାଉ କରିଥିବା ସୂଚନା ମିଳିଛି। ରାଉରକେଲା ସେକ୍ଟର ୬ ସି/ ୮୧ କ୍ୱାର୍ଟର୍ସରେ ଝାଡ଼ଖଣ୍ଡରୁ ଆସିଥିବା ସିବିଆଇ (କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ) ଟିମ୍‌...

ପୁଣି ତେଜିଲା ଆଦିବାସୀ ମାନ୍ୟତା ଦାବି : ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଦୋରା ସମ୍ପ୍ରଦାୟ

  ପଟ୍ଟାଙ୍ଗି,୧୨ା୧(ଡି.ଏନ୍‌.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ ଏହି ମାନ୍ୟତା ଦେବାରେ ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବାରୁ ପୁଣିଥରେ ସେହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri