ଆମ ଜିଲା ଖବର

୧୭ତମ ସର୍ବଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତାର ଦ୍ୱିତୀୟ ସନ୍ଧ୍ୟା: ସମ୍ବଲପୁରୀ ନାଟକ‘ନାଇଟ୍‌ ହସ୍‌ପିଟାଲ୍‌ ଓ ‘ବାଗଡି’ମଞ୍ଚସ୍ଥ

ଦେବଗଡ଼,୧୨ା୧(ଡି.ଏନ.ଏ)-ଦେବଗଡ଼ର ଅଗ୍ରଣୀ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍‌ନ୍ୟାସନାଲ୍‌ ପକ୍ଷରୁ ସ୍ଥାନୀୟ ଟାଉନହଲ୍‌ ଠାରେ ଆରମ୍ଭ ହୋଇଥିବା ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତାର ଦ୍ୱିତୀୟ ସନ୍ଧ୍ୟାରେ ଶନିବାର ୨ଟି ନାଟକ ମଞ୍ଚସ୍ଥ ହୋଇଛି। ଏହି...

ଧରିତ୍ରୀ ଖବରଦାତାଙ୍କୁ ହତ୍ୟା ଧମକ

ଫୁଲବାଣୀ ଅଫିସ, ୧୨ା୧-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ଧରିତ୍ରୀ ଖବରଦାତାଙ୍କୁ ମିଳିଛି ହତ୍ୟା ଧମକ। କୌଣସି ଅପରାଧ ଶ୍ରେଣୀର ଲୋକ ନୁହନ୍ତି, ଖଜୁରିପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ବନଶ୍ରୀ ନାୟକ ଏବଂ ଶିକ୍ଷକ ସ୍ବାମୀ ବିନୋଦ କୁମାର...

କର୍ମଚାରୀ, ଶିକ୍ଷକ ବିକାଶ ମଞ୍ଚର ଅଭିଯୋଗ: ପ୍ରତିଶ୍ରୁତି ପାଳନ କରୁନାହାନ୍ତି ରାଜ୍ୟ ସରକାର

ବ୍ରହ୍ମପୁର ଅଫିସ,୧୨ା୧-ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଏବଂ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦିଆଯାଉଛି। ତେବେ ପାଳନ କରା ନ ଯାଇ ସରକାର ପ୍ରତାରଣା କରୁଥିବା ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ...

ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ କାରିଗରୀ କୌଶଳ ସାଧାରଣ ଉଦ୍ୟୋଗ ତଥା ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର...

ଅନିୟମିତତାରେ ଚାଲିଛି ଆର୍‌ଡବ୍ଲୁଏସ୍‌ଏସ୍‌ କାର୍ଯ୍ୟାଳୟ: ଇଛା ଅନୁସାରେ ଅଫିସ ଆସୁଛନ୍ତି କର୍ମଚାରୀ, ଜାଣିଶୁଣି କାର୍ଯ୍ୟାଳୟର ସିସି ଟିଭି କେମେରା ଅଚଳ

ଦେବଗଡ଼, ୧୨ା୧(ଡି.ଏନ.ଏ.) -ଦେବଗଡ଼ ସହର ପୁରୁଣାଗଡ କଲେଜ ରୋଡସ୍ଥିତ ଆର୍‌ଡବ୍ଲୁଏସ୍‌ଏସ୍‌ (ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ) ବିଭାଗର କାର୍ଯ୍ୟାଳୟ ଅନିୟମିତତାରେ ଚାଲିଛି। ଇଛା ଅନୁସାରେ ଅଫିସ ଆସୁଛନ୍ତି କର୍ମଚାରୀ। ଫଳରେ ପାନୀୟଜଳ ଯୋଗାଣ ସମସ୍ୟା ନେଇ ଲୋକେ ଆପତ୍ତି...

ବାର୍‌ହା ମାଂସ ଜବତ, ଶିକାରୀ ଗିରଫ

ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍‌ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଜିଲିବା ଗ୍ରାମର କୁନା ସ୍ବାଇଁ। ତାଙ୍କ ନିକଟରୁ ୫ କେଜି ବାର୍‌ହା...

କାର୍ଯ୍ୟରତ କନଷ୍ଟେବଳଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟ କରୁଥିବା କନଷ୍ଟେବଳ ଶଶିକାନ୍ତ ପାଣିଗ୍ରାହୀ (୫୨) ଶନିବାର ଅପରାହ୍ନରେ ଡ୍ୟୁଟିରେ ଥିବାବେଳେ ହଠାତ୍‌ ମୃତ୍ୟୁବରଣ କରିଛନ୍ତି। ତାଙ୍କ ମୃତ୍ୟୁରେ ଜିଲା ପୋଲିସ ପ୍ରଶାସନରେ ଶୋକର ଛାୟା ଖେଳିଯାଇଛି। ଶଶିକାନ୍ତ ଡ୍ୟୁଟିରେ ଥିବାବେଳେ ଅପରାହ୍ନରେ...

ବସ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଅଫିସ,୧୧।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ୬ନଂ. ଜାତୀୟ ରାଜପଥ ପଦ୍ମପୁର ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶତାଧିକ ଯାତ୍ରୀ ନେଇ ଯାଉଥିବାବେଳେ ଶନିବାର ସନ୍ଧ୍ୟାରେ ହଠାତ୍‌ ନିଆଁ ଲାଗିଯାଇଥିଲା। ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ବସ୍‌ ବାହାରି ବାରିପଦା ଅଭିମୁଖେ...

ତିହିଡ଼ିରେ କୋର୍ଟ ପ୍ରତିଷ୍ଠାରେ ବିଳମ୍ବ

ତିହିଡ଼ି,୧୧ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ିରେ ସିଭିଲ ଜଜ୍‌ ଜୁନିୟର ଡିଭିଜନ ଓ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ନେଇ ପ୍ରଶାସନ ପକ୍ଷରୁ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଶନିବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପରିସରରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ...

ଜଳିଗଲା ୯ ବଖରା: ଖୋଲା ଆକାଶ ତଳେ ବିପନ୍ନ ପରିବାର

ସିଂହପୁର,୧୧।୧(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରି ଓ ବାଙ୍ଗରାରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ବଖରା ଜଳି ପାଉଁଶ ହୋଇଯାଇଛି। ବାଙ୍ଗରା ପଞ୍ଚାୟତ ବିଲସାହିରେ ଶନିବାର ସକାଳେ ଅଗ୍ନିକାଣ୍ଡରେ ସଖୀ ଜେନା, ଶିଶିର ଜେନା, ଅରୁଣ...

ବେଆଇନ ନିଯୁକ୍ତି ଘଟଣା: ଲ୍ୟାମ୍ପ୍ସ ସଭାପତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୧୧।୧(ସ୍ବ.ପ୍ର.) : ଓଡ଼ିଶା ସମବାୟ ସମିତିର ନୀତିନିୟମକୁ ବେଖାତିର କରି ବେଆଇନ ଭାବେ ପରିଚାଳନା ନିର୍ଦ୍ଦେଶକ ପଦବୀରେ ଜଣଙ୍କୁ ନିଯୁକ୍ତି ଦେବା ଓ ଏନେଇ ବାରମ୍ବାର ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଥିଲେ ହେଁ ଆଦେଶକୁ ଅବମାନନା କରିବା ଅଭିଯୋଗରେ ପଳାଶପଙ୍ଗା...

ସର୍ପାଘାତରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଛତ୍ରକଣା ଗ୍ରାମର ଜଣେ ଯୁବକଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ମୁନା ନାୟକ। ମୁନା ସାଇକେଲରେ ଯାଉଥିବା ସମୟରେ ଖଡିପାଳ ପୋଲ ନିକଟରେ କୌଣସି କାରଣରୁ ଓହ୍ଲାଇ ଥିଲେ। ସେହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri