ଆମ ଜିଲା ଖବର

୧୫ ଗ୍ରାମ୍‌ ବ୍ରାଉନ ସୁଗାର ଜବତ: ଜଣେ ଗିରଫ

ସିମୁଳିଆ,୧୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରୁ ୧୫ ଗ୍ରାମ ୭୦୦ ମିଲିଗ୍ରାମ ବ୍ରାଉନ ସୁଗାରକୁ ପୋଲିସ ଜବତ କରିଛି। ଉକ୍ତ ଅଞ୍ଚଳର ଉପେନ୍ଦ୍ର ସୂତାର ଓରଫ ପେଟୁ (୫୦) ନାମକ ଜଣେ ପରିବା ଦୋକାନୀଙ୍କ ନିକଟରୁ ଏହି...

ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ

ଛତ୍ରପୁର,୧୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ପ୍ରତ୍ୟେକ ଦିନ...

ଆତ୍ମହତ୍ୟା ପୂର୍ବରୁ ଭିଡିଓ ଶୁଟିଂ କଲେ ଯୁବକ, ପ୍ରେମିକାଙ୍କ ପ୍ରତାରଣା ସହି ନ ପାରି ଏଭଳି କରିଥିବା କହିଲେ

କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ ଶୁଟିଂ କରିଛନ୍ତି। ତାଳଦଣ୍ଡା କେନାଲ ମାତୃଭବନ ନିକଟ ରେଳଧାରଣାରୁ ଜିଆର୍‌ପି ପୋଲିସ ସମ୍ପୃକ୍ତ...

ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ

ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ପରଲୋକ ଘଟିଛି। ସେ କିଛିଦିନ ହେଲା ଅସୁସ୍ଥ ଥିଲେ।...

ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଆନନ୍ଦପୁର ଅଗ୍ନିଶମ ବିଭାଗ...

ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅନୁଷ୍ଠାନ ଦ୍ୱାରା ପରିଚାଳିତ ବିଭିନ୍ନ ବିଭାଗର ସୁବିଧା...

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଘାଟିତ

ଭଦ୍ରକ ଅଫିସ,୧୧।୧: ଭଦ୍ରକ ବସ୍‌ ସିଣ୍ଡିକେଟ ପକ୍ଷରୁ ୩୧ତମ ସଡ଼କ ସୁରକ୍ଷା ସଚେତନତା ସପ୍ତାହ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟକ ଭାବେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ଆର୍‌ଟିଓ ବିରଞ୍ଚି ନାରାୟଣ ଅଧିକାରୀ, ଶ୍ରୀନିବାସ ପତି ପ୍ରମୁଖ...

୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ: ଗୋଲାପ, ଚକୋଲେଟ୍‌ ଦେଇ ସଚେତନ

ବ୍ରହ୍ମପୁର ଅଫିସ,୧୧।୧: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଅନୁଷ୍ଠିତ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମକୁ ଟ୍ରାଫିକ୍‌ ଡିଏସ୍‌ପି ସାର୍ଥକ ରାୟ ଶନିବାର ଉଦ୍‌ଘାଟନ କରିଛନ୍ତି। ଖଲ୍ଲିକୋଟ କଲେଜର ଏନ୍‌ସିସି କ୍ୟାଡେଟ୍‌ମାନଙ୍କ ସହାୟତାରେ ଟ୍ରାଫିକ୍‌ ପୋଲିସ ଟାଟା ବେଞ୍ଜ୍‌ ଛକରେ...

ଭାରସାମ୍ୟ ହରାଇ ୨୦ ଫୁଟ ରାସ୍ତା ତଳକୁ ଓଲଟିଲା ବସ୍‌

କେନ୍ଦୁଝର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବିଞ୍ଝବାହାଲ ଗ୍ରାମ ନିକଟ ୪୯ନଂ. ଜାତୀୟ ରାଜପଥରେ ଶନିବାର ୨୦ ଫୁଟ ରାସ୍ତା ତଳକୁ ଏକ ଘରୋଇ ବସ୍‌ ଓଲଟି ପଡିଛି। ଏଥିରେ ଜଣେ ଶିଶୁଙ୍କ ସହ ୪ ଜଣ ଗୁରୁତର...

ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ

ସୁନ୍ଦରଗଡ଼,୧୧।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଧୀନ ଆଇଟି କଲୋନୀର ଏକ କ୍ୱାର୍ଟର୍ସରୁ ଶନିବାର ଗୋଟିଏ ପରିବାରର ୪ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ରଞ୍ଜିତ ପ୍ରସାଦ, ତାଙ୍କ ସ୍ତ୍ରୀ କଳ୍ପନା ଏବଂ ଦୁଇ ପୁଅ ଝିଅ।...

ଜଙ୍ଗଲରୁ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନ ବିଭାଗ ତତ୍ପର

ଦାରିଙ୍ଗବାଡ଼ି,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଗଦଡ଼ି ସଂରକ୍ଷିତ ଜଙ୍ଗଲରୁ କେହି ଦୁର୍ବୃତ୍ତ ଗଛ କାଟି ନେବା ଘଟଣାରେ ବନ ବିଭାଗର ତପତ୍ରତା ପ୍ରକାଶ ପାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ଘଟଣାସ୍ଥଳରେ ପହଞ୍ଚି...

ପ୍ରାୟଶ୍ଚିତ୍ତ ପାଇଁ ପୁରୀରେ ବରଗଡ଼ କଂସ

ପୁରୀ ଅଫିସ,୧୧।୧: ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ପ୍ରାୟଶ୍ଚିତ୍ତ ପାଇଁ ଶନିବାର ପୁରୀରେ ଆସି ପହଞ୍ଚିଛନ୍ତି। ଭଗବାନ୍‌ କୃଷ୍ଣ ଏବଂ ବଳରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦାସୂଚକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri