ଆମ ଜିଲା ଖବର

ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି

ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ...

ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ...

ହୁଗୁଳା ଉନ୍ନୟନ

ଜନମଙ୍ଗଳ ରାଷ୍ଟ୍ରରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ । ଏହାକୁ ହିଁ ଉନ୍ନୟନ ବୋଲି କୁହାଯାଏ । ଏଥିରେ ଖିଲାପ ହେଲେ ପ୍ରଶାସନ ବାଟ ହୁଡୁଛି ବୋଲି ସମାଲୋଚନା କରାଯାଏ । ବିଶେଷ...

ଯୁବକଙ୍କୁ ହାଜତରେ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: କଙ୍କଡ଼ାହାଡ଼ ଥାନା ଏଏସ୍ଆଇ ନିଲମ୍ବିତ

ଢେଙ୍କାନାଳ ଅଫିସ/କାମାକ୍ଷାନଗର(ଡି.ଏନ୍‌.ଏ.) ୧୧।୧ – ଆକ୍ରମଣର ଶିକାର ହୋଇଥିବା ଜଣେ ମହିଳାଙ୍କ ଏତଲା ନ ରଖିବା ଏବଂ ଏହାର ପ୍ରତିବାଦ କରିବାରୁ ଜଣେ ଯୁବକଙ୍କୁ ଥାନା ହାଜତରେ ଉଲଗ୍ନ କରି ନିସ୍ତୁକ ମାଡ଼ ମରାଯିବା ଅଭିଯୋଗ ଘଟଣାରେ କଙ୍କଡ଼ାହାଡ଼ ପୋଲିସ...

କଣିହଁ। ଏନ୍ଟିପିସିରେ ପହଞ୍ଚିଲା ଦୁଲଙ୍ଗ କୋଇଲା

ତାଳଚେର,୧୧ା୧(ନି.ପ୍ର.) – ଅନୁଗୋଳ ଜିଲା କଣିହଁ।ସ୍ଥିତ ଏନ୍‌ଟିପିସି ପ୍ଲାଣ୍ଟର ଇନ୍ଧନ ଆବଶ୍ୟକତା ପୂରଣ ପାଇଁ ଚୁକ୍ତିମୁତାବକ ଝାରସୁଗୁଡ଼ାସ୍ଥିତ ଏନ୍‌ଟିପିସିର ଦୁଲଙ୍ଗ ମାଇନ୍ସରୁ କୋଇଲା ଅଣାଯାଇଛି। ଟ୍ରେନ୍‌ ଯୋଗେ ୫୭ ୱାଗନରେ ୩୩୫୦ ମେଟ୍ରିକ ଟନ୍‌ କୋଇଲା କଣିହଁ। ପ୍ଲାଣ୍ଟରେ ପହଞ୍ଚିଛି।...

ଥାନାରେ ହେଲା ସମାଧାନ: ସ୍ଥାନାନ୍ତର ହେବ ଶିଶୁମନ୍ଦିର

ବନ୍ତଳା,୧୧।୧(ଡି.ଏନ.ଏ.) – ବନ୍ତଳା ଥାନା ପୋକତୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଦେଖାଦେଇଥିବା ଅସନ୍ତୋଷର ସମାଧାନ ଶୁକ୍ରବାର ବନ୍ତଳା ଥାନାରେ ହୋଇଛି। ଆସନ୍ତା ଜୁନ ୩୦ ମଧ୍ୟରେ ଶିଶୁମନ୍ଦିର ସେଠାରୁ ଅନ୍ୟତ୍ର ସ୍ଥାନାନ୍ତର ହେବ ବୋଲି ଶିଶୁ...

ଅନୁଗୋଳ ପୌରପାଳିକାରେ ଲାଗୁହେଲା ଏଫଏସ୍ଏମ୍ ନିୟମ: ଘରୋଇ ସଂସ୍ଥା ପଞ୍ଜୀକରଣ ନ କଲେ ଜରିମାନା

ଅନୁଗୋଳ ଅଫିସ, ୧୧।୧ – ଅନୁଗୋଳ ପୌରପାଳିକାରେ ଶୁକ୍ରବାର ଠାରୁ ଏଫ୍‌ଏସ୍‌ଏମ୍‌ ନିୟମ ଲାଗୁ ହୋଇଛି। ଏଥିସହ ଅନୁଗୋଳ ଜିଲାରେ ଥିବା ତାଳଚେର ପୌରପାଳିକା ଓ ଆଠମଲ୍ଲିକ ଏନ୍‌ଏସିରେ ମଧ୍ୟ ଏହା ଲାଗୁ କରାଯାଇଛି। ଏ ନେଇ ଶୁକ୍ରବାର ଅନୁଗୋଳ...

ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦାବି: ପିଆଇସିଟି ବର୍ଥ ଟର୍ମିନାଲ ସମ୍ମୁଖରେ ଧାରଣା

ପାରାଦୀପ,୧୧ା୧(ସ୍ବ.ପ୍ର.): ପାରାଦୀପ ବନ୍ଦରର ପିଆଇସିଟି ବର୍ଥ ଟର୍ମିନାଲ ସମ୍ମୁଖରେ ଶୁକ୍ରବାର ପାରାଦୀପ ପୋର୍ଟ ଆଣ୍ଡ ଡକ୍‌ ମଜଦୁର ୟୁନିୟନ ପକ୍ଷରୁ ଧାରଣା ଦିଆଯାଇଛି। ଉକ୍ତ ପ୍ରକଳ୍ପରେ କାମ କରୁଥିବା ୬ ଜଣ ଶ୍ରମିକଙ୍କୁ ଛଟେଇ କରାଯାଇଛି। ସେମାନଙ୍କୁ ପୁନଃ ନିଯୁକ୍ତି...

ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ଜେଏସ୍‌ଡବ୍ଲ୍ୟୁର ପ୍ରୟାସ

ପାରାଦୀପ, ୧୧ା୧ (ସ୍ବ.ପ୍ର.): ପାରାଦୀପଠାରେ ହେବାକୁ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପକ୍ଷରୁ ଶୁକ୍ରବାର ଶିଳ୍ପ ପ୍ରଭାବିତ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ପାଇଁ ରୋଜଗାର ଯୋଗାଇବା ବ୍ୟବସ୍ଥା କରାଯାଇଛି। କମ୍ପାନୀ ପକ୍ଷରୁ ଢିଙ୍କିଆ, ଗଡ଼କୁଜଙ୍ଗ, ନୂଆଗଁ।...

ଉନ୍ନତି, ଉପକୃତଙ୍କ ସମ୍ପର୍କରେ ମାଗିଲେ ରିପୋର୍ଟ

ଅନୁଗୋଳ ଅଫିସ/କଣିହଁ।, ୧୧।୧ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଅନୁଗୋଳ ଗସ୍ତର ଦ୍ୱିତୀୟ ଦିନରେ ନିଜ ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କ ଅଗ୍ରାଧିକାର ଯୋଜନା ଗୁଡ଼ିକର ସମୀକ୍ଷା କରିଛନ୍ତି।...

ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ – ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ଅଧ୍ୟକ୍ଷତା କରିବା ସହ...

ରଣପୁର ଥାନାରେ ଦଲାଲ ସର୍ବେସର୍ବା, ଥାନାକୁ ଯିବାକୁ ଡରୁଛନ୍ତି ଲୋକେ: ଅଧିକାଂଶ ଘଟଣାରେ ରଖାଯାଉନି ଏତଲା

ରଣପୁର,୧୧ା୧ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଚାଲିଛି ଦଲାଲଙ୍କ ରାଜ୍‌। ସେମାନଙ୍କ ବିନା ସହଯୋଗରେ ନ୍ୟାୟ ମିଳୁନି। ଏ ନେଇ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଅଭିଯୋଗ କଲେ ନ୍ୟାୟ ମିଳିବା ବଦଳରେ ରୋଷର ଶିକାର ହେବାକୁ ପଡୁଛି। ଆମ ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri