ଆମ ଜିଲା ଖବର

ଚିତ୍ରକୋଣ୍ଡାରେ ଧର୍ମଘଟ ଆରମ୍ଭ

ଚିତ୍ରକୋଣ୍ଡା, ୮।୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସହରରେ ଭାରତ ବନ୍ଦ ଡାକରାର ପ୍ରଭାବ ପଡିଛି। ସ୍ଥାନୀୟ ଚିତ୍ରକୋଣ୍ଡା ସ୍ପିଲବାଇ, ଡାଲଖାଇ ଛକ ପାଖରେ ବିଭିନ୍ନ ସଂଗଠନ ପକ୍ଷରୁ ଶତାଧିକ କର୍ମକର୍ତ୍ତା ରାସ୍ତା ଅବରୋଧ କରିଛନ୍ତି। ଏହାସହ ଏଠାରେ ଗାଡି ଚଳାଚଳ...

ବାଲେଶ୍ୱରରେ ଭାରତ ବନ୍ଦ ପ୍ରଭାବ: ସରକାରୀ ଅଫିସ ଘେରିଲେ

ବାଲେଶ୍ୱର ଅଫିସ୍‌, ୮।୧୨: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବାଲେଶ୍ୱରରେ ଏହାର ପ୍ରଭାବ ପଡିଛି। କଂଗ୍ରେସ ଏବଂ ବାମଦଳର କର୍ମକର୍ତ୍ତାମାନେ ସମ୍ପୂର୍ଣ୍ଣ ସମର୍ଥନ ଜଣାଇ ବୁଧବାର ସକାଳ...

୭.୫ ଡିଗ୍ରୀରେ ଦାରିଙ୍ଗବାଡ଼ି

ଭୁବନେଶ୍ୱର, ୮।୧(ବ୍ୟୁରୋ): ବର୍ଷା କମିଯିବା ପରେ ଶୀତ ପୁଣି ଫେରିଛି। ମଙ୍ଗଳବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଟିଟିଲାଗଡ଼ରେ ୭.୬, ଅନୁଗୋଳ ୮, ଫୁଲବାଣୀ ୮.୫, ସୋନପୁର ୯ ଓ କେନ୍ଦୁଝର ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ...

ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ

ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ ଭକ୍ତମାନେ ଏହାକୁ ପାଇବା ପାଇଁ ଚାହିଁ ରହିଥାନ୍ତି। କିନ୍ତୁ ପ୍ରତ୍ୟେକ ଭକ୍ତ...

ବଦଳିବ ହୀରାକୁଦ ଡ୍ୟାମ୍‌ର ପୁରୁଣା ଯନ୍ତ୍ରାଂଶ

ସମ୍ବଲପୁର,୮।୧(ବ୍ୟୁରୋ):ହୀରକୁଦ ଡ୍ୟାମ୍‌ର ସୁରକ୍ଷାକୁ ନେଇ ଏକ ବିଶେଷଜ୍ଞ ଦଳ ମଙ୍ଗଳବାର ପରିଦର୍ଶନ କରିଛନ୍ତି। ସେମାନେ ଅତିରିକ୍ତ ସ୍ପିଲୱେ, ଗେଟ୍‌, ନଦୀବନ୍ଧ ମରାମତି କାମ, ଗେଟ୍‌ ମରାମତି କାମ ତଦାରଖ କରିବା ସହ ବନ୍ଧର ସୁରକ୍ଷା ନେଇ ଆଲୋଚନା କରିଛନ୍ତି। ଡ୍ୟାମରେ...

ଭାରତ ବନ୍ଦ ଡାକରା: ଟ୍ରେନ ସେବା ପ୍ରଭାବିତ

ଭଦ୍ରକ ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ସକାଳୁ ଏହି ବନ୍ଦ ପ୍ରଭାବ ଭଦ୍ରକରେ ଦେଖିବାକୁ ମିଳିଛି। ଭଦ୍ରକ-ପଲାସା ଡ଼ିଏମୟୁ ଟ୍ରେନକୁ ଷ୍ଟେଶନରେ...

ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି...

ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫-ଟି’ ସଚିବ:ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଝାରସୁଗୁଡ଼ା ଅଫିସ/ ଲଖନପୁର,୮।୧(ଡି.ଏନ୍‌.ଏ.):‘୫-ଟି’ ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଉତ୍ତମ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଭୁବନେଶ୍ୱରରୁ ସ୍ବତନ୍ତ୍ର ଏକ ବିମାନ ଯୋଗେ...

ତନ୍ତ୍ର ସାଧନା ପଛର ରହସ୍ୟ ଖୋଲିଲା ପୋଲିସ:ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ ଭାଇ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ ବଙ୍ଗୋମୁଣ୍ଡା, ୮।୧(ଡି.ଏନ୍‌.ଏ.):ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ତନ୍ତ୍ରସାଧକ ଶୋଭାବନ ରଣା ଜେଲରୁ ଜାମିନରେ ଆସି ସମାନ ଢଙ୍ଗରେ ନିଜ ସାନ ଭଉଣୀଙ୍କୁ ଅପହରଣ କରି ତଣ୍ଟି...

ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଛୁଟି

ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା...

ଦୁଇ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କେନ୍ଦୁଝର, ୮।୧(ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ନରଣପୁର ଓଭରବ୍ରିଜ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁସାରେ, ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଚିଲଦା ଗ୍ରାମରେ ରାଜମିସ୍ତ୍ରୀ କାମକରୁଥିବା...

ଓଡ଼ିଶାର ଗାଁ, ଆନ୍ଧ୍ରର ଜଣଙ୍କ ନାମରେ ୧୦୦ରୁ ଊର୍ଦ୍ଧ୍ୱ ପଟ୍ଟା

ପାତ୍ରପୁର,୮ା୧(ଡି.ଏନ୍‌.ଏ.): ପ୍ରାୟ ୨୦୦ ବର୍ଷ ତଳର ଗାଁ। ଏଠାରେ ପୁରାତନ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର, ପୋଖରୀ, ପକ୍କା ରାସ୍ତା, ପକ୍କା ଘର ଅଛି। ଓଡ଼ିଶା ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟ ଚାଲିଛି ା ହେଲେ ସ୍କୁଲ, ଗ୍ରାମ୍ୟ ରାସ୍ତା ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri