ଆମ ଜିଲା ଖବର

ମହାନଦୀରେ ପ୍ରଶିକ୍ଷଣ ନେବେ ଏନଡିଆର୍‌ଏଫ୍‌ କର୍ମଚାରୀ :ଏମଓୟୁ ସ୍ବାକ୍ଷରିତ

କଟକ ଅଫିସ,୭ା୧- ନ୍ୟାଶନାଲ ଡିଜାଷ୍ଟର ରେସପନ୍ସ ଫୋର୍ସ(ଏନ୍‌ଡିଆର୍‌ଏଫ)ର କର୍ମଚାରୀ ଆସି କଟକରେ ପ୍ରଶିକ୍ଷଣ ନେବେ। ପର୍ଯ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ ରାଜ୍ୟର ଏନଡିଆର୍‌ଏଫ୍‌ କର୍ମଚାରୀମାନେ ମହାନଦୀରେ ପ୍ରଶିକ୍ଷଣ ହାସଲ କରିବେ। ମହାନଦୀର ବିପଦପୂର୍ଣ୍ଣ ସ୍ଥାନ ସମେତ ଧବଳେଶ୍ୱର ସେତୁ ନିକଟରେ...

ଚିଙ୍ଗୁଡି ଘେରି ଉଚ୍ଛେଦ ମାମଲା: ପକ୍ଷଭୁକ୍ତ ହେଲା ମତ୍ସ୍ୟଜୀବୀ ସମବାୟ ସମିତି

କଟକ ଅଫିସ, ୭ା୧- ଚିଙ୍ଗୁଡ଼ି ଘେରି ଉଚ୍ଛେଦ ମାମଲାରେ ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ଜିଲାପାଳମାନଙ୍କୁ ଆଦେଶ ହୋଇଛି। ଆସନ୍ତା ୨୭ ତାରିଖ ମଧ୍ୟରେ ଏହି ରିପୋର୍ଟ ଦାଖଲ କରିବା ପାଇଁ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ...

ଭିତ୍ତିଭୂମି ଅଛି, ମିଳୁନି ପ୍ରୋତ୍ସାହନ: ଆଦିବାସୀ ହଳଦୀ ଚାଷୀ ଅବହେଳିତ

କେନ୍ଦୁଝର ୭|୧ – ବହୁ ବର୍ଷ ହେଲା ହଳଦୀ ଚାଷ କରି ଆସୁଛୁ। ଅଳ୍ପ ଜମିରେ ଏହି ଚାଷ କରୁଛୁ। ଏଥିପାଇଁ କିଏ ଆମକୁ ସହାୟତା ଦେଇ ନାହିଁ କିମ୍ବା ପ୍ରୋତ୍ସାହନ ଦେଉନାହାନ୍ତି। ଆଉ ଟିକେ ସୁବିଧା ମିଳିଲେ ଏବଂ...

ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ମାଡ଼।...

ବଦଳିଲେ ଟାଉନ ଥାନା ଅଧିକାରୀ

ବାରିପଦା ଅଫିସ,୭ା୧- ଦୀର୍ଘ ଦିନର ଦାବି ପରେ ବାରିପଦା ଟାଉନ ଥାନା ଅଧିକାରୀ ଅଶୋକ କୁମାର ନାୟକ ବଦଳିଛନ୍ତି। ତାଙ୍କ ସ୍ଥାନରେ ବହଳଦା ଥାନା ଇନ୍ସପେକ୍ଟର ବୀରେନ୍ଦ୍ର ସେନାପତି ସୋମବାର ଟାଉନଥାନାର ନୂତନ ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି।...

ଦନ୍ତା ଉତ୍ପାତ, ସନ୍ଧ୍ୟା ହେଲେ ରାସ୍ତା ଶୂନଶାନ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ବାଟବଣା ହୋଇ ଘୁରି ବୁଲୁଥିବା ଦନ୍ତା ଉତ୍ପାତ ଆରମ୍ଭ କରିଛି। ଗୋପବନ୍ଧୁ ନଗର ଓ ବଡସାହି ବ୍ଲକ ସୀମା କାହ୍ନୁପୁରା ଜଙ୍ଗଲରେ ୫ ଦିନ ହେବ ଦନ୍ତାଟି ରହୁଛି। ରାତି ହେଲେ ଆଖପାଖ ଗ୍ରାମରେ ଉତ୍ପାତ କରୁଛି। ଫଳରେ...

କପ୍ତିପଦା ତହସିଲ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୭ା୧(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ କିଷାନ୍‌ କ୍ଷେତ ମଜଦୁର ସଂଗଠନ (ଏଆଇକେକେଏମ୍‌ଏସ୍‌) ପକ୍ଷରୁ କପ୍ତିପଦା ତହସିଲଦାରଙ୍କ ଅଫିସ୍‌ ସମ୍ମୁଖରେ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହଜାର ହଜାର ସଂଖ୍ୟାରେ ଆଦିବାସୀ ମହିଳା, ପୁରୁଷ, ଛୋଟଛୋଟ ପିଲାମାନେ ବିକ୍ଷୋଭରେ ସାମିଲ ହୋଇଥିଲେ। ବିକ୍ଷୋଭ...

କରଞ୍ଜିଆ ଆଇଟିଡିଏ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଠାକୁରମୁଣ୍ଡା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ରେ ସୋମବାର ବାରିପଦା ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଉପଖଣ୍ଡର ବିଭିନ୍ନ ସ୍ଥାନରେ ରବର ଚାଷ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଏହି ଚଢାଉ କରାଯାଇଛି। ଭିଜିଲାନ୍ସ ଡିଏସପି...

ସମସ୍ୟାରେ କୁଆମରା ମ.ଇ. ବିଦ୍ୟାଳୟ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ କୁଆମରା ମ.ଇ ବିଦ୍ୟାଳୟ ପ୍ରଶାସନିକ ଅବହେଳାର ଶିକାର ହୋଇଛି। ରାଜରାଜୁଡା ଅମଳରୁ ୧୮୯୨ ମସିହାରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟରେ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ...

ଧାନକିଣା ବେଳେ କଟନୀଛଟନୀ ବିବାଦ

ବାହାନଗା,୭ା୧(ଡି.ଏନ.ଏ.)-ବିଭିନ୍ନ ମଣ୍ଡିରେ ଧାନକିଣା ବେଳେ କଟନୀଛଟନୀ କରାଯାଉ ଥିବାରୁ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବାଲେଶ୍ୱର ଜିଲା ବାହାନଗା ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିକୁ ଧାନ ବିକିବାକୁ ଆସୁଥିବା ଚାଷୀ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

ରେଳ ଷ୍ଟେଶନର ତରବରିଆ ସୌନ୍ଦର୍ଯ୍ୟକରଣ

ବସ୍ତା,୭।୧(ଡି.ଏନ.ଏ.)- ଦକ୍ଷିଣପୂର୍ବ ରେଳବାଇର ବିଭାଗୀୟ ଜିଏମ ଆସନ୍ତା ୧୦ ତାରିଖରେ ରୂପସାରୁ ବାଙ୍ଗିରିପୋଷି ପର୍ଯ୍ୟନ୍ତ ପରିଦର୍ଶନ କରିବା ପରେ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ବସ୍ତା ଷ୍ଟେଶନ ବୁଲି ସମସ୍ୟା ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବସ୍ତା ଷ୍ଟେଶନରେ...

ବେଧଡ଼କ ଚାଲିଛି ବେଆଇନ କରତକଳ

ରୂପ୍‌ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଜଙ୍ଗଲରୁ ଗଛକଟା ଯାଇ କରତକଳରେ ଚିରାଯିବାପରେ ଅନ୍ୟତ୍ର ଚାଲାଣ କରାଯାଉଛି। ଏଭଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri