ଆମ ଜିଲା ଖବର

କନ୍ୟାଶ୍ରମରେ ନିର୍ଯାତନା ଅଭିଯୋଗର ତଦନ୍ତ ଆରମ୍ଭ:ଦୁଇ ସ୍କୁଲରେ ୧୩ ଛାତ୍ରୀଙ୍କ ହେଲା ନାମଲେଖା

ଅନୁଗୋଳ ଅଫିସ, ୭।୧ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା। ଦୁଇଜଣିଆ...

ଗଁ। ଚଳଣିରୁ ବାସନ୍ଦ ଅଭିଯୋଗ:ଗ୍ରାମ ସଭାପତିଙ୍କ ସମେତ ୫ ଗିରଫ

ବଇଣ୍ଡା,୭।୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ଥାନା ଚୁଡାଖାଇ ଗ୍ରାମର ଏକ ଦଳିତ ପରିବାରକୁ ବାସନ୍ଦ ଅଭିଯୋଗରେ ପୋଲିସ ସୋମବାର ୫ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଗ୍ରାମ ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ସୁରେଶ କୁମାର ପ୍ରଧାନ, କୋଷାଧ୍ୟକ୍ଷ...

ଓଏଏସ୍‌ ପରୀକ୍ଷା: ଶାରଦାପ୍ରସନ୍ନଙ୍କୁ ୧୫ ର଼୍ୟାଙ୍କ

ଓଡ଼ାପଡ଼ା,୭।୧(ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅଧୀନ ଓଡ଼ାପଡ଼ା ଗ୍ରାମର ଶାରଦା ପ୍ରସନ୍ନ ପଣ୍ଡା ସମଗ୍ର ରାଜ୍ୟରେ ୧୫ନଂ. ର଼୍ୟାଙ୍କରେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବାପରେ...

ଢେଙ୍କାନାଳରୁ ବାହୁଡ଼ିଲେ ୧୧୦ ହାତୀ

ଢେଙ୍କାନାଳ ଅଫିସ, ୭।୧ ପଡ଼ୋଶୀ ଜିଲାରୁ ଢେଙ୍କାନାଳକୁ ଚାଲିଆସିଥିବା ହାତୀପଲ ବାହୁଡ଼ିବା ଆରମ୍ଭ କରିଛନ୍ତି। ଗତ ଅଗଷ୍ଟରୁ ଚଳିତ ୫ ତାରିଖ ସୁଦ୍ଧା ୧୧୦ ହାତୀ ଅନ୍ୟ ଜିଲାକୁ ପଳାଇଛନ୍ତି। ପୂର୍ବ ବାସସ୍ଥାନକୁ ହାତୀ ଫେରିବା ପରେ ଜିଲା ବନ...

୪୦ ବର୍ଷରେ ପାଦ ଥାପିଲା ନାଲ୍‌କୋ:ପ୍ରତିଷ୍ଠା ଦିବସ ପାଳନ ଆଜି

ବଅଁରପାଳ,୭।୧ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍‌ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର...

ଜାତୀୟ ଥ୍ରୋବଲ ଟୁର୍ନାମେଣ୍ଟ:ଭିଏସ୍‌ ବିଦ୍ୟାଳୟ ଛାତ୍ରୀ ମନୋନୀତ

ସୁନାବେଡା,୭।୧ଛତିଶଗଡର ଦୁର୍ଗଠାରେ ଜାତୀୟ ଥ୍ରୋବଲ ପ୍ରତିଯୋଗିତା ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ ା ଏଥିରେ ସୁନାବେଡା ମିଗନଗରୀସ୍ଥିତ ଭିଏସ ବିଦ୍ୟାଳୟର ଏକାଦଶ ଶ୍ରେଣୀ ଛାତ୍ରୀ ଜଳ୍ପନା ମହାନ୍ତି ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଗତ ନଭେମ୍ବର ୬...

ଭରୁନି ତିତ୍‌ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) – ତିତ୍‌ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା ଓ ଏହା ପରବର୍ତ୍ତି ବର୍ଷାରେ ଘର ନଷ୍ଟ ହୋଇଥିବାବେଳେ ବାତ୍ୟା ସହାୟତା କେବଳ...

ସମସିଆ ଘେରରେ ୫୦ ବଛର ପୁରନା ସ୍କୁଲ

ବିନିକା, ୭ା୧(ଡି.ଏନ୍‌.ଏ.)- ସରକାର ପ୍ରାଥମିକ ଶିକ୍ଷାକେ ଗୁରୁତ୍‌ ଦେଇ ଅନେକ ଯୋଜନା ଜରିଆରେ କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀମାନକର ଉଦାସିନତା ଲାଗି ଅନେକ ଜାଗାରେ ପ୍ରାଥମିକ ସ୍କୁଲମାନ ନାନା ସମସିଆ ଘେରରେ...

ଘରଖଁଡ଼େ ଲାଗି ପରଶାସନକେ ଗୁହାରି କରି ନିରାଶ: ପୋଲିଥିନ୍‌ ତଲେ ୪ ପରାନୀ କୁଟୁମ୍‌

  ପର୍ଲା, ୭ା୧(ଡି.ଏନ୍‌.ଏ.)- ଗରିବ୍‌ ଦୁଖିକର ଲାଗି ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଖାଏଦ୍‌ ସୁରକ୍ଷା, ଆବାସ ଯୋଜନା ଲେଖେଁ ଅନେକ ମହତ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଥାନୀଅ ରାଜନେତା, ପରଶାସନିକ ଅଧ୍‌କାରୀ, କରମଚାରୀକଁର...

ଶେଷ୍‌ ନିଶାସ୍‌ ଗନୁଛେ ଶୀତଲଭଣ୍ଡାର

  ବରପାଲି, ୭।୧ (ଡି.ଏନ.ଏ)- ବରଗଡ଼ ଜିଲା ବରପାଲିରେ ୧୯୬୨ରୁ ୧୯୬୬ ସାଲ ଭିତରେ ସେବେଲର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକକଁର ଚେଷ୍‌ଟାରେ ଇଠାନେ ବହୁତ୍‌ କଲକାରଖାନା ତିଆର ହେଇଥିଲା। ସେ ଭିତରେ ତେଲକଲ୍‌, ଚିନିକଲ୍‌, ଲୁହା କାରଖାନା, ବାଲ୍‌ଟି କାରଖାନା...

ଦାଦନ ଶ୍ରମିକ ଚାଲାନ ବେଲେ ଚଢ଼ଉ: ଦୁଇ ଶ୍ରମିକ ଉଧାର, ୧୩ ବ୍ୟାଗ୍‌ ଜବତ

  ଲାଠୋର, ୭ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଲ ଷ୍ଟେଶନରୁ ସୋମବାର ସଖାଲେ ଜୁନାଗଡ଼-ରାୟପୁର ପାସେଞ୍ଜର ଟ୍ରେନ୍‌ରେ ଦାଦନ ଶ୍ରମିକ ଚାଲନ ହେଉଥିବାର ଖବର ପାଇ ଖପ୍ରାଖୋଲ ଶ୍ରମ ନିରୀକ୍ଷକ ଚଢ଼ଉ କରିଥିଲେ। ହେଲେ ବିଭାଗୀୟ କରମ୍‌ଚାରୀ ଅଭାବ...

ଡ୍ୟାମ୍‌ରେ ଡଙ୍ଗା ବୁଡ଼ି ଯୁବତୀ ନିଖୋଜ ଘଟଣା ୪ ଦିନ ପରେ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ/ବଲସକୁମ୍ପା, ୭ା୧-ନୂଆବର୍ଷ ଉପଲକ୍ଷେ ଗତ ୨ ତାରିଖରେ ପିଲା ସାଲୁଙ୍କି ଡ୍ୟାମକୁ ଭୋଜି କରିବାକୁ ଯାଇଥିବା ବେଳେ ଡଙ୍ଗା ବୁଡ଼ି ନିଖୋଜ ହୋଇଥିବା ସୁନୀତା ଝାଙ୍କରଙ୍କ ଗଳିତ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ଯେଉଁ ସ୍ଥାନରେ ଡଙ୍ଗା ବୁଡ଼ିଥିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri