ଆମ ଜିଲା ଖବର

କାନ୍ଥରେ ଝୁଲିଲା ଫଟୋ, ମିଳିଲା ଗିଫ୍ଟ : ମାଷ୍ଟର୍ସ ସେଫ୍‌ରେ କାକରା କରି ସ୍ମୃତିଶ୍ରୀ ପ୍ରଶଂସିତ

ଅନୁଗୋଳ ଅଫିସ, ୫।୧ – ଷ୍ଟାର ପ୍ଲସ୍‌ର ରିୟଲିଟି ଶୋ’ ମାଷ୍ଟର୍ସ ସେଫ୍‌ରେ ଶନିବାର ଶ୍ରେଷ୍ଠ ଡିସ୍‌ ବନାଇ ବିଚାରକଙ୍କ ମନ ଜିଣିଛନ୍ତି ଅନୁଗୋଳର ଝିଅ ସ୍ମୃତିଶ୍ରୀ ସିଂହ। ବିଶ୍ୱ ଗ୍ରାଣ୍ଡ ଡିସ୍‌ କାନ୍ଥରେ ସ୍ମୃତିଙ୍କ ଫଟୋ ଲଗାଯିବା ସହ...

ଅସହାୟ ଅବସ୍ଥାରେ ମା’,ପୁଅ: ବିଛଣାରେ ବିତିଲାଣି ୨୦ ଦିନ

ବନ୍ତଳା,୫।୧(ଡି.ଏନ.ଏ.) – ପୁଅ ମାନସିକ ରୋଗୀ। ୫୦ ବର୍ଷ ହେଲା ପୁଅର ସେବା କରୁଥିବା ମା’ ବି ଏବେ ଶଯ୍ୟାଶାୟୀ। ଶରୀରର ଗୋଟିଏ ପାର୍ଶ୍ୱ ଅଚଳ ହୋଇଯାଇଥିବାରୁ ୨୦ ଦିନ ହେଲା ସେ ବିଛଣାରୁ ଉଠିପାରୁନାହାନ୍ତି। ସେବା କରିବାକୁ କେହି...

ଇଞ୍ଜିନରେ ତ୍ରୁଟି, ୫ ଘଣ୍ଟା ଅଟକିଲା ତପସ୍ବିନୀ: ପାଣି ନ ପାଇ ଯାତ୍ରୀ ହନ୍ତସନ୍ତ

ବଇଣ୍ଡା,୫।୧(ଡି.ଏନ.ଏ.) – ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ ନଂ.୧୮୪୫୨ ଇଞ୍ଜିନରେ ତ୍ରୁଟି ଯୋଗୁ ଶନିବାର ଅନୁଗୋଳ ଓ ବାମୁର ଷ୍ଟେଶନରେ ଦୀର୍ଘ ୫ ଘଣ୍ଟା ଅଟକି ରହିଥିଲା। ଫଳରେ ପିଇବା ପାଣି ପାଇଁ ଯାତ୍ରୀଙ୍କୁ ବଡ଼ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା।...

ଘରୁ ତରକାରି ଆଣି ପିଲା ଖାଇଲେ ମଧ୍ୟାହ୍ନଭୋଜନ

ପଦ୍ମପୁର,୫ା୧(ଡି.ଏନ୍‌.ଏ.)- ପିଲାଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। ହେଲେ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନି। ମଧ୍ୟାହ୍ନଭୋଜନରେ ପିଲାଙ୍କୁ ତରକାରି ବଦଳରେ ଦିଆଯାଇଛି ସିଝା ଅଣ୍ଡା। ଏମିତି କି କେତେ ଜଣ ପିଲା ଘରୁ...

୨୨ରେ ନିଯୁକ୍ତି ମେଳା: ବ୍ୟାପକ ପ୍ରଚାର ଉପରେ ଫୋକସ୍‌

ଢେଙ୍କାନାଳ ଅଫିସ, ୫।୧ – ଢେଙ୍କାନାଳ ମିନି ଷ୍ଟାଡିୟମଠାରେ ଆସନ୍ତା ୨୨ ତାରିଖରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହେବ। ଏହି ଉପଲକ୍ଷେ ଶନିବାର ପୂର୍ବାହ୍ନ ୧୧ଟାରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।...

କଳାକାରଙ୍କ ସରଳତା, ନିଷ୍ଠା ଶିକ୍ଷଣୀୟ

ବଲାଙ୍ଗୀର ଅଫିସ, ୫ା୧: ବଲାଙ୍ଗୀର କୋଶଳ କଳାମଣ୍ଡଳ ପଡିଆରେ ଅନୁଷ୍ଠିତ ବିଂଶତିତମ ଲୋକଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ କଳାକାରମାନେ ଦର୍ଶକଙ୍କ ମନ ମୋହିଛନ୍ତି। ଅତିରିକ୍ତ ଜିଲାପାଳ ପରୀକ୍ଷିତ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାନ୍ଧ୍ୟ ଅଧିବେଶନରେ ମୁଖ୍ୟଅତିଥି ଭାବେ ପଶ୍ଚିମ ଓଡିଶା ବିକାଶ...

ଦିନରେ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ: ୬ ଲକ୍ଷ ଟଙ୍କାର ଗହଣା ଚୋରି

ଅନୁଗୋଳ ଅଫିସ, ୫।୧ – ସ୍ପଷ୍ଟ ଦିବାଲୋକରେ ଶନିବାର ଅନୁଗୋଳ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ। ଅନୁଗୋଳ ଇଣ୍ଡଷ୍ଟ୍ରିଆଲଷ୍ଟ୍ରିଟରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗହଣା ଚୋରାଇ ନେଇଛନ୍ତି। ଏ...

ସୋସିଆଲ ମିଡ଼ିଆରେ ବନ୍ଧୁତ୍ୱ: ବନ୍ଧୁଙ୍କୁ ଭେଟିବା ଲାଗି କୋରିଆରୁ ସୁନ୍ଦରଗଡ଼

ସୁନ୍ଦରଗଡ଼, ୫।୧(ଡି.ଏନ୍‌.ଏ.) -ସବୁ ସମ୍ପର୍କ ମଧ୍ୟରେ ବନ୍ଧୁତ୍ୱ ଭାବ ନିଆରା । କେତେବେଳେ କାହା ସହିତ ଅନ୍ତରଙ୍ଗ ବନ୍ଧୁତ୍ୱ ସୃଷ୍ଟି ହୁଏ ତାହାର କୌଣସି ନିର୍ଦ୍ଦିଷ୍ଟ ସୀମା ନ ଥାଏ। ସେହିପରି ଏକ ନିଆରା ବନ୍ଧୁତ୍ୱ ସୋସିଆଲ ମିଡିଆ ଫେସ୍‌ବୁକର...

ସହରରେ ମାତିଲେ ଡକାୟତ: ଆକ୍ରମଣରେ ୪ ଫାଇନାନ୍ସ କର୍ମଚାରୀ ଗୁରୁତର

ଢେଙ୍କାନାଳ ଅଫିସ, ୫।୧ – ଢେଙ୍କାନାଳ ସହରର ଅନ୍ୟତମ ଜନବହୁଳପୂର୍ଣ୍ଣ ଅଞ୍ଚଳ ଭାବେ ପରିଚିତ କୁଞ୍ଜକାନ୍ତ ଲଳିତ ନଗରରେ ଶନିବାର ରାତି ୯ଟାରେ ସଶସ୍ତ୍ର ଡକାୟତି ହୋଇଛି। କଳାମୁଖା ଏବଂ ହେଲ୍‌ମେଟ ପିନ୍ଧିଥିବା ୭ଜଣ ଦୁର୍ବୃତ୍ତ ସେଣ୍ଟ୍ରମ୍‌ ମାଇକ୍ରୋ କ୍ରେଡିଟ୍‌...

ସମ୍ବଲପୁର ଲୋକ ମହୋତ୍ସବ ଉଦ୍‌ଘାଟିତ

ସମ୍ବଲପୁର,୫।୧(ବ୍ୟୁରୋ): ଆମର୍‌ ସଂସ୍କୃତି ଆରମ୍‌ ଟେକ୍‌ ଅଟେ । ସଂସ୍କୃତି, ପରମ୍ପରାକୁ ବଞ୍ଚାଇ ରଖିଲେ, ଜାତିର ସମ୍ମାନ ବୃଦ୍ଧି ହୋଇଥାଏ। ତେଣୁ ପ୍ରତ୍ୟେକସ୍ତରରୁ ଲୋକ ସଂସ୍କୃତିକୁ ବଞ୍ଚାଇବା ପାଇଁ ପ୍ରୟାସ କରିବା ଆବଶ୍ୟକତା ରହିଛି। ନଚେତ ଅବଲୁପ୍ତ ପ୍ରାୟ କଳା...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ

ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟାୟ ନ ମିଳିଲେ ପୀଡ଼ିତା...

ପୁରାତନ ଛାତ୍ରୀଛାତ୍ରଙ୍କ ବନ୍ଧୁମିଳନ

ଶଙ୍କରାଖୋଲ,୫ା୧(ଡି.ଏନ୍‌.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ଶାଳବଣଠାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରିଥିବା ୧୯୯୦ ମାଟ୍ରିକ ବ୍ୟାଚର ଛାତ୍ରୀଛତ୍ରଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ, ଜିଲା ତଥା ରାଜ୍ୟ ବାହାରେ ରହୁଥିବା ପୁରାତନ ଛାତ୍ରୀଛାତ୍ର ଯୋଗଦେଇଥିଲେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri