ଆମ ଜିଲା ଖବର

କାମରେ ଆସୁନି ପାନୀୟଜଳ ପ୍ରକଳ୍ପ

ବାହାନଗା, ୪ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ଔପଦା ବ୍ଲକର ଚଷାଖଣ୍ଡ ପଞ୍ଚାୟତରେ ଥିବା ପାନୀୟଜଳ ପ୍ରକଳ୍ପ ଲୋକଙ୍କ କାମରେ ଆସୁନି। ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ବର୍ଷେ ହେଲା ବନ୍ଦ ହୋଇପଡିଛି। ଫଳରେ ପଞ୍ଚାୟତବାସୀ ଶୁଦ୍ଧ...

ବିଦ୍ୟୁତ୍‌ ତାର ଛିଡ଼ି ମା’ଝି’ର ମୁ୍‌ର୍‌ତୁ ଘଟନା: ପରିବାରକେ ମିଲ୍‌ଲା ୫ ଲାଖ୍‌ କ୍ଷତିପୂରନ

  ନୂଆପଡା ଅଫିସ/ସିନାପାଲି/ବରଗାଁ,୪ା୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ସିନାପାଲି ଥାନା ଅଧୀନ ମଖାପଦର ଗଁାରେ ୧୧ କେଭି ବିଦ୍ୟୁତ୍‌ ତାର ଛିଡ଼ି ଗୁଟେ ପରିବାରର ମା’ଝି’ର ମୁର୍‌ତୁ ହେଇଥିଲା। ଘଟନାର ୪୮ ଘଁଟା ଉତାରୁ ବିଦ୍ୟୁତ୍‌ ବିଭାଗ୍‌ ପୀଡ଼ିତ ପରିବାରକେ ସାହାଯ୍‌...

ଅନ୍‌ଦେଖା କରୁଛେ ପର୍ଯ୍ୟଟନ ବିଭାଗ: ଅବହେଲିତ ଅବସ୍‌ତାରେ କରକ ଜଲପ୍ରପାତ

କୋକସରା, ୪।୧ (ଡି.ଏନ୍‌.ଏ.)- ପାହାଡ଼ ଜଂଗଲ ଘେରା ପ୍ରାକୃତିକ ସୁଁଦରତାରେ ଭରପୁର କଳାହାଣ୍ଡି ଜିଲାରେ ରହିଛେ ଅନେକ ମନ୍‌ଲୁଭା ପର୍ଯ୍ୟଟନ ଥଲ। ଇଥ୍‌ରୁ କେତେ ରାଏଜ୍‌ ସରକାରକଁର ତରଫୁ ପର୍ଯ୍ୟଟନ ଥଲର ମାଏନ୍‌ତା ପାଇଥିଲାବେଲେ ଆରକେତେ ଆଏଜ୍‌ ବି ମାଏନ୍‌ତା...

ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ନିଷ୍ପତି : ଫେବୃୟାରୀ ଦ୍ୱିତୀୟ ସପ୍ତାହରେ ଉସତ୍ବ ପ୍ରଧାନପାଟ

ଦେବଗଡ,୪।୧(ଡି.ଏନ.ଏ)-ଆସନ୍ତା ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲା ମହୋତ୍ସବ ‘ଉତ୍ସବ ପ୍ରଧାନପାଟ’ ଆୟୋଜନ କରାଯିବା। ଶୁକ୍ରବାର ଅନୁଷ୍ଠିତ ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ...

ବେଧଡ଼କ ଚାଲିଛେ ବାଲି ଚୁରାଚାଲାନ

ଦେଓଗାଁ, ୪।୧(ଡି.ଏନ୍‌.ଏ.)- ଦେଓଗଁ। ତହସିଲ ଜରାସିଂହା ଆର୍‌ଆଇ ଅଧୀନ ଚନ୍ଦ୍ରପୁର ପାସର ସୋନଗଡ଼ ନଦୀରୁ ବେଆଇନ ଭାବେ ଫିଦିନ ଶହ ଶହ ଟ୍ରାକ୍ଟର ବାଲି ଚୁରାଚାଲାନ ହେଉଥିବାର ଦେଖ୍‌ବାକେ ମିଲୁଛେ। ତହସିଲ ଅଫିସ୍‌ରୁ ଅଧ୍‌ କି.ମି. ଦୂରେ ରହିଛେ ଚନ୍ଦ୍ରପୁର...

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା ଆରମ୍ଭ ହୋଇଥିଲା। ମାତ୍ର ୫/୬ ଜଣ ଚାଷୀଙ୍କ ଧାନକିଣା ପରେ ସମବାୟ କର୍ତ୍ତୃପକ୍ଷ...

ବ୍ଲକସ୍ତରୀୟ ଜନଶୁଣାଣି ଶିବିର: ୩୮ ପରିବାର କଲେ ଶହେ ଦିନର କାମ

ବିଜେପୁର, ୩।୧ (ଡି.ଏନ.ଏ): ବରଗଡ ଜିଲା ବିଜେପୁର ବ୍ଲକ ସଭା କକ୍ଷରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଅତିରିକ୍ତ ପ୍ରକଳ୍ପ ଅଧିକାରୀ ଦୌଲତ ଚନ୍ଦ୍ରକାର...

୩୪ତମ ଜାତୀୟ ସଂହତି ଶିବିର ଉଦ୍‌ଘାଟିତ: ଭାଗନେଲେ ୫୯୮ ଶିବିରାର୍ଥୀ

କାମାକ୍ଷାନଗର, ୩।୧(ଡି.ଏନ.ଏ): କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜିଲାସ୍ତରୀୟ ୩୪ତମ ଜାତୀୟ ସଂହତି ଶିବିର ଉଦ୍‌ଘାଟିତ ହୋଇଯାଇଛି। ଭାରତ ସ୍କାଉଟ୍ସ, ଗାଇଡ୍ସ ଢେଙ୍କାନାଳ ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ୫୯୮ ଶିବିରାର୍ଥୀ, ୩୨୭ଜଣ ସ୍କାଉଟ୍ସ ମାଷ୍ଟର...

ବିଦ୍ୟୁତ ଆଘାତରେ ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୩ା୧: ବିଦ୍ୟୁତ୍‌ ଆଘାତରେ ଗୁରୁତର ଜଣେ ଶ୍ରମିକଙ୍କ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସମରଝୋଳ ଗ୍ରାମର ନିରାକାର ସାହୁ। ନିରାକାର ବ୍ରହ୍ମପୁରରେ ଏକ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ...

ଆକ୍ରମଣ ମାମଲା, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ପାଟପୁର,୩ା୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ ନ୍ୟାୟଳୟର ମାଜିଷ୍ଟେଟ ବିଷ୍ଣୁ ପ୍ରସାଦ ଦେବତା ଏକ ଆକ୍ରମଣ ମାମଲାର ଶୁଣାଣି କରି ପାଟପୁର ଥାନା ଜିଉରା ଗ୍ରାମର ଅଭିଯୁକ୍ତ ନାରାୟଣ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ପ୍ରଥମ ଥର ଦୋଷୀ ସାବ୍ୟସ୍ତ...

ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ଯୋଡ଼ା, ୩ା୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ତଥା ୫୨୦ ନଂ. ଜାତୀୟ ରାଜପଥ କଣ୍ଡରା ଛକଠାରେ ନିର୍ମାଣ ହେଉଥିବା ଟୋଲଗେଟ୍‌ ନିକଟରେ ଏକ ବାଇକକୁ ଅଜଣା ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ...

ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତାଙ୍କ ପରିଚୟ ମିଳିପାରିନାହିଁ। ଟ୍ରେନ୍‌ ଶୌଚାଳୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri