ଆମ ଜିଲା ଖବର

ଟ୍ରକ ଚ଼ଢିଯିବାରୁ ନାବାଳିକାଙ୍କ ମୃତ୍ୟୁ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

କେନ୍ଦୁଝର,୨।୧ (ସ୍ବ.ପ୍ର.)-ସଦର ଥାନା ଅନ୍ତର୍ଗତ ବଡପଶି ଗ୍ରାମ ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ ବୁଧବାର ସନ୍ଧ୍ୟାରେ ଏକ ଟ୍ରକ ଚ଼ଢିଯିବାରୁ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ ହରିଚନ୍ଦନପୁର ବ୍ଲକ କଉତିପଦା ଗ୍ରାମର ଶ୍ରାବଣୀ ନାୟକ(୭) ବଡ଼ପୋଶିରେ...

ଶ୍ରୀମନ୍ଦିର ହୁଣ୍ଡିରେ ନୂଆବର୍ଷ ଭିଡ଼ର ପ୍ରଭାବ: ବାହାରିଲା ୧୧ଲକ୍ଷ ୪୬ ହଜାର ଟଙ୍କା

ପୁରୀ ଅଫିସ, ୨ା୧: ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଛି। ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ କାମନା କରିଛନ୍ତି। ଏହାର ପ୍ରଭାବ ଶ୍ରୀମନ୍ଦିର ହୁଣ୍ଡିରେ ବି...

ଚାହିଦା ଥାଇ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର,୨ା୧(ସ୍ବ.ପ୍ର.)-କେନ୍ଦୁଝର ଜିଲାର ବଣପାହାଡରୁ ମିଳୁଥିବା ଖାଦ୍ୟଶସ୍ୟ ଫଳମୂଳ, ପନିପରିବା ଆଦିର ଚାହିଦା ସହରାଞ୍ଚଳରେ ଅଧିକ ରହିଛି । କିନ୍ତୁ ଉପଯୁକ୍ତ ସହାୟତା ଓ ବଜାରର ଅଭାବ ଯୋଗୁ ବନବାସୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି । ବିଶେଷ କରି ବେପାରୀମାନଙ୍କ ଦୌରାତ୍ମ୍ୟ ଯୋଗୁ...

ଦୃଷ୍ଟିହୀନ ଯୋଗୁ ଭିଡ଼ରେ ଶ୍ରୀମନ୍ଦିର ଯାଇପାରିଲେନି: ମାର୍କେଟ ଛକରେ ଶ୍ରୀଜୀଉଙ୍କୁ ଦୁଃଖ ଜଣାଇଲେ ପ୍ରକାଶ

ପୁରୀ ଅଫିସ, ୨ା୧ : ବହୁତ ଆଶା ନେଇ ଶ୍ରୀକ୍ଷେତ୍ର ଆସିଥିଲି। ପୂର୍ବରୁ ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି ଯେ, ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ଓ ଦିବ୍ୟାଙ୍ଗମାନଙ୍କ ଲାଗି ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ବୁଧବାର ସକାଳେ ମୁଁ ସ୍ତ୍ରୀଙ୍କ...

ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଉଦଳା,୨ା୧(ଡି.ଏନ୍‌.ଏ.)- ନୂଆ ବର୍ଷକୁ ସ୍ବାଗତ କରିବା ନିମନ୍ତେ ସମସ୍ତେ ମସଗୁଲ୍‌ ଥିବା ବେଳେ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଆମ୍ବଡିହା ଗ୍ରାମରେ ଏକ ଅଘଟଣ ଘଟିଛି। ଗାଧୋଇବା ପାଇଁ ନଦୀକୁ ଯାଇଥିବା ବେଳେ ପାଣିରେ ବୁଡି ଜଣେ ଯୁବକଙ୍କ...

ପୁରୀ ସେବା ସମିତିର ବସନ ସେବା: ବସ୍ତ୍ର ପାଇ ଖୁସିରେ ଫେରିଲେ ୨ ବନ୍ଧୁ

ପୁରୀ ଅଫିସ,୨ା୧: ନୂତନ ବର୍ଷ ଅବସରରେ ପୁରୀ ସେବା ସମିତି ପକ୍ଷରୁ ମରିଚିକୋଟ ସ୍ଥିତ କାର୍ଯ୍ୟାଳୟ ଆଗରେ ବସନ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବହୁ ଗରିବ, ଅସହାୟ ବ୍ୟକ୍ତିଙ୍କୁ ପ୍ୟାଣ୍ଟସାର୍ଟ, ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା। ତେବେ ସୁବର୍ଣ୍ଣପୁରରୁ ଆସିଥିବା...

ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି। ଅତିଥିମାନଙ୍କୁ ଗୋଟିଏ ଗୋଟିଏ ଚାରା ଗଛ ପ୍ରଦାନ କରି ଅନୁଷ୍ଠାନ ପରିବେଶ ସୁରକ୍ଷା...

ଧାନଗଦାରେ ନିଆଁ ଲଗାଇଲେ ଯୁବକ

ବଡ଼ସାହି,୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସୁହାଗପୁର ପଞ୍ଚାୟତ ଗୋଉଡମୁଣ୍ଡୁଳି ଗ୍ରାମର ଜଣେ ଯୁବକ ୩ ଏକର ଜମିରେ ଥିବା ଧାନଗଦାରେ ନିଆଁ ଲଗାଇ ଦେଇଛନ୍ତି। ଏ ସମ୍ପର୍କରେ ଚାଷୀ ବିଜୟ ଶଙ୍ଖୁଆଳ ଥାନାରେ ଅଭିଯୋଗ କରିବା ପରେ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଧାରଣା

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀର ମୋହନ ମେଡିକାଲ କଲେଜରେ ଅବ୍ୟବସ୍ଥା। ଡାକ୍ତରଖାନାରେ ରୋଗୀଙ୍କୁ ଅପରିଷ୍କାର ବେଡ୍‌ଶିଟ ଦେବା ଏବଂ ଡାକ୍ତର ଟଙ୍କା ମାଗୁଥିବା ଅଭିଯୋଗ କରି ବୁଧବାର ରାତିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଧାରଣାରେ...

ଯୁବକଙ୍କୁ ମାଡ଼ ପ୍ରତିବାଦରେ ରାସ୍ତାରୋକୋ

ବ୍ରହ୍ମଗିରି,୨ା୧(ଡି.ଏନ୍‌.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ରହ୍ମଗିରି ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଛି। ବ୍ରହ୍ମଗିରି ବେଣ୍ଟପୁର...

ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ

ସାକ୍ଷୀଗୋପାଳ,୨ା୧(ଡି.ଏନ୍‌.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ବେଳେ ଅଧିକାରୀ ଓ ସ୍ଥାନୀୟ ନେତୃ ମଣ୍ଡଳୀ ଉପସ୍ଥିତ ଥିଲେ। ଭୋର ୪ଟା...

ଘଟଗାଁରେ ନବବର୍ଷ ଲାଗି ୨ ଲକ୍ଷ ଶ୍ରଦ୍ଧାଳୁ

ଘଟଗାଁ, ୧ା୧: ଇଂରାଜୀ ନବବର୍ଷ ଲାଗି ପ୍ର ବୁଧବାର ଦିନ ଘଟଗାଁ ମା’ ତାରିଣୀ ପୀଠରେ ଦର୍ଶନ ପାଇଁ ୨ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଜଣାଯାଇଛି। ଏଥିସହିତ ସେମାନେ ମା’ ତାରିଣୀଙ୍କ ସୁନାବେଶ  ଦର୍ଶନ କରିଥିଲେ। ପ୍ରତ୍ୟୁଷରୁ ମା’ଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri