ଆମ ଜିଲା ଖବର

‘ସୌଭାଗ୍ୟ’ ପାଲଟିଛି ଦୁର୍ଭାଗ୍ୟ

ଭଦ୍ରକ ଅଫିସ, ୨୮।୧୨- ଭଦ୍ରକ ଜିଲାରେ ସୌଭାଗ୍ୟ ଯୋଜନା ଏବେ ଗରିବ ଲୋକଙ୍କ ପାଇଁ ଦୁର୍ଭାଗ୍ୟ ଅବସ୍ଥା ଆଣିଦେଇଛି। ବିଦ୍ୟୁତ୍‌ ବିଭାଗର ଅଜବ ନିୟମ କାରଣରୁ ଗରିବ ହିତାଧିକାରୀ ମୁଣ୍ଡରେ ହାତଦେଇ ବସିଛନ୍ତି। ଦୁଇ ପରିବାର ବକେୟା ଦେୟ ପୈଠ...

ସାଇକେଲରେ ପରିବେଶ ସୁରକ୍ଷା ବାଣ୍ଟୁଥିବା ଅମରେଶଙ୍କୁ ସ୍ବାଗତ

ନୟାଗଡ଼ ଅଫିସ,୨୮।୧୨: ବୃକ୍ଷ ଓ ପରିବେଶ ସୁରକ୍ଷା ବାର୍ତ୍ତା ନେଇ ପାରାଦୀପରୁ ସାଇକେଲରେ ବ୍ରହ୍ମପୁର ଅଭିୁମୁଖେ ବାହାରିଥିବା ପରିବେଶବିତ ଅମରେଶ ନରେଶ ସାମନ୍ତଙ୍କୁ ଶୁକ୍ରବାର ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ବାଗତ କରାଯାଇଥିଲା। ପ୍ରଥମେ ନୟାଗଡ଼ ଠାରେ ପହଞ୍ଚିବା ପରେ...

ଶରଣକୁଳ ଅଞ୍ଚଳରେ ଗୋମଡ଼କ

ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳରେ ଅଜଣା ରୋଗ ବ୍ୟାପୀ ଗୋମଡକ ଦେଖାଦେଇଛି। ଅଜଣା ରୋଗରେ ଆକ୍ରାନ୍ତ ହୋଇ ଗୋରୁଙ୍କ ମୃତ୍ୟୁ ଘଟୁଛି। ସପ୍ତାହକ ମଧ୍ୟରେ ୫୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏତେ ସଂଖ୍ୟକ ଗୋରୁଙ୍କ...

ଖଣି ଶ୍ରମିକଙ୍କ ବିକ୍ଷୋଭ

ରାଇରଙ୍ଗପୁର,୨୮ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ସ୍ଥିତ ଲାଲ ଟ୍ରେର୍ଡ୍‌ସ ଲୁହାଖଣି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବକେୟା ଅର୍ଥ ଏବଂ ଦରମା ପ୍ରଦାନ ସମେତ ବିଭିନ୍ନ ଦାବି ନେଇ ଖଣି ଶ୍ରମିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାମନଘାଟି ମାଇନ୍ସ ଓ୍ବାର୍କର୍ସ ସଂଗଠନର ସାଧାରଣ...

ସାତକୋଶିଆରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଗଣିଆ, ୨୮।୧୨(ଡି.ଏନ.ଏ.): ନୂଆ ବର୍ଷ ପାଖେଇ ଅସୁଥିବା ବେଳେ ଧୀରେ ଧୀରେ ସାତକୋଶିଆରେ ପର୍ଯ୍ୟଟକଙ୍କ ଭିଡ ଜମିବାରେ ଲାଗିଛି। ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ସାଉଥ୍‌ ବଡମୂଳ ଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଭରପୂର ମଜା ଉଠାଇବା ପାଇଁ ପ୍ରତିଦିନ ଶହ...

ଚାଷୀଙ୍କୁ ଦାଉ ସାଧିଲା ଅଦିନିଆ ବର୍ଷା

ବଡ଼ସାହି,୨୮ା୧୨(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଅଦିନିଆ ବର୍ଷା ଦାଉ ସାଧିଛି। ଅମଳ ହୋଇ ବିଲରେ ଗଦା ହୋଇ ରହିଥିବା ପାଚିଲା ଧାନ ବର୍ଷାରେ ଓଦା ହୋଇ ଯାଇଛି ା ଚାଷ ଜମିଗୁଡିକରେ ପାଣି ଜମି ରହିଥିବାରୁ କଟା...

ସେଲ୍‌ଫି ନେଲା ବେଳେ ଯୁବକଙ୍କୁ କଚାଡ଼ିଲା ଦନ୍ତା

କୁଆମରା,୨୮ା୧୨(ଡି.ଏନ୍‌.ଏ.)- ହାତୀ ଦେଖିବାକୁ ଯାଇ ଜଣେ ଯୁବକ ମୋବାଇଲରେ ସେଲ୍‌ଫି ନେବା ବେଳେ ମାଡ଼ି ଆସିଲା ବିପଦ। ୫୦୦ ମିଟର ପର୍ଯ୍ୟନ୍ତ ଗୋଡାଇଲା ଦନ୍ତାହାତୀ। ଶୁଣ୍ଢରେ ତାଙ୍କୁ ଉଠାଇ ଫିଙ୍ଗିଦେଲା କିଛି ଦୂରକୁ । ସୌଭାଗ୍ୟବଶତଃ ହାତୀ ଆକ୍ରମଣରୁ ବର୍ତ୍ତି...

ଆଳୁ ୧୦, ପିଆଜ କିଲୋ ୫୦

କଟକ ସଦର,୨୮ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ ଆଳୁ କିଲୋ ୧୦ଟଙ୍କା ଓ ପିଆଜ କିଲୋ ୫୦ଟଙ୍କା ବିକ୍ରି କରୁଥିବା ଦେଖିବାକୁ...

ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା...

ସିଏଏ, ଏନ୍‌ଆର୍‌ସି ବିରୋଧରେ ମାନବ ଶୃଙ୍ଖଳ

କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍‌ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ...

ମାଲଗୋଦାମରେ ଜିଲା ଯୋଗାଣ ବିଭାଗର ଚଢ଼ାଉ: ପିଆଜ ୭୦, ଆଳୁ ୨୦ଟଙ୍କାରେ ବିକ୍ରି ପାଇଁ ତାଗିଦ

କଟକ ଅଫିସ,୨୮ା୧୨: କଟକ ଜିଲା ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଟକ ମାଲଗୋଦାମ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଜିଲା ଯୋଗାଣ ବିଭାଗ ଅଧିକାରୀ ଅମର କୁମାର ମହାପାତ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଏହି ସମୟରେ ହୋଲସେଲର ବ୍ୟବସାୟୀମାନଙ୍କୁ...

କପିଳାସ ନାଟ୍ୟ ମହୋତ୍ସବର ତୃତୀୟ ସନ୍ଧ୍ୟା:ପଥଭ୍ରଷ୍ଟ ପୁତ୍ରଙ୍କୁ ଶିକ୍ଷା ଦେବାକୁ ‘ପୁତ୍ରପୂଜା’

ଢେଙ୍କାନାଳ ଅଫିସ,୨୮ା୧୨ ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳାପରିଷଦ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଆୟୋଜିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ ନାଟକ ମହୋତ୍ସବର ଶୁକ୍ରବାର ତୃତୀୟ ସନ୍ଧ୍ୟାରେ ଭୁବନେଶ୍ୱରର ପଞ୍ଚମବେଦ ପକ୍ଷରୁ ଓଡ଼ିଆ ନାଟକ ‘ପୁତ୍ର ପୂଜା’...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri