ଆମ ଜିଲା ଖବର

ପାଗ ବିଗାଡ଼ିଦେଲା ବିଜ୍ଞାନ କେନ୍ଦ୍ରର ସବୁ ଆୟୋଜନ: ସୂର୍ଯ୍ୟୋପରାଗ ଦେଖିବାରୁ ଛାତ୍ରୀଛାତ୍ର ବଞ୍ଚିତ

ଢେଙ୍କାନାଳ ଅଫିସ,୨୭ା୧୨- ଢେଙ୍କାନାଳ ଜିଲା ବିଜ୍ଞାନକେନ୍ଦ୍ରରେ ସମସ୍ତ ବ୍ୟବସ୍ଥା ସତ୍ତ୍ୱେ ଗୁରୁବାର ମେଘୁଆପାଗ ଯୋଗୁ ଆସିଥିବା ସ୍କୁଲ, କଲେଜ ଛାତ୍ରୀଛାତ୍ର ଟେଲିସ୍କୋପ୍‌ ଯୋଗେ ସୂର୍ଯ୍ୟୋପରାଗ ଦେଖିବାରୁ ବଞ୍ଚିତ ହୋଇଛନ୍ତି। ପ୍ରାୟ ଦେଢଘଣ୍ଟା ଧରି ଲମ୍ବା ଧାଡିରେ ଛିଡାହୋଇ ଥିଲେ ବି...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ: ଟର୍ଚ୍ଚ ଲାଇଟ୍‌ରେ ଚିକିତ୍ସା ଅଭିଯୋଗ

କାମାକ୍ଷାନଗର,୨୭ା୧୨ (ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା କିପରି ଚାଲିଛି ତାହାର ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଏହି ଚିକିତ୍ସାଳୟରେ ଜେନେରେଟର ଓ ଇନଭର୍ଟର ବ୍ୟବସ୍ଥା ରହିଥିଲେ ବି କର୍ତ୍ତୃପକ୍ଷଙ୍କ ଉଦାସୀନତା କାରଣରୁ ରାତିରେ ବିଦ୍ୟୁତ୍‌ ବିଚ୍ଛିନ୍ନ...

କପିଳାସ ନାଟ୍ୟ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା: ସୁଖଦ ବନ୍ଧନର କାହାଣୀ ‘ମାଟି ମା’

ଢେଙ୍କାନାଳ ଅଫିସ,୨୭ା୧୨-ଢେଙ୍କାନାଳ କଳାପରିଷଦ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଚାଲିଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବର ଗୁରୁବାର ଦ୍ୱିତୀୟ ସନ୍ଧ୍ୟାରେ ଅନୁଗୋଳର ନାଟ୍ୟମ୍‌ ଅନୁଷ୍ଠାନ ପକ୍ଷରୁ ନାଟକ ‘ମାଟି ମା’ ମଞ୍ଚସ୍ଥ ହୋଇଥିଲା। ନାଟ୍ୟକାର ସୁଧାଂଶୁ...

ବଟ୍‌ଲିଂ ପ୍ଲାଣ୍ଟ, ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ଉଦ୍‌ଘାଟନ ଆଜି: ଯୋଗଦେବେ ଉପରାଷ୍ଟ୍ରପତି

ବଲାଙ୍ଗୀର ଅଫିସ, ୨୭-୧୨:ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହ ଶୁକ୍ରବାର ଅନୁଷ୍ଠିତ ହେବ। ଉଭୟ କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ ଯୋଗଦେବେ ଭାରତର ଉପରାଷ୍ଟ୍ରପତି ଏମ୍‌.ଭେଙ୍କିୟା ନାଇଡୁ। ସକାଳ ୮ଟା...

ହୋଟେଲରୁ ବନ୍ଧୁକଧାରୀ ଯୁବକ ଅଟକ

ଫୁଲବାଣୀ ଅଫିସ, ୨୭ା୧୨: ଶାନ୍ତିପୂର୍ଣ୍ଣ ସହର ଫୁଲବାଣୀ ଧୀରେ ଧୀରେ କ୍ରାଇମ ସିଟି ହେବାରେ ଲାଗିଛି। କିଛି ଦିନ ହେବ ଲୁଟତ୍‌ରାଜକୁ ନେଇ ପୋଲିସ ଚାପରେ ଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଏକ ନାମୀ ହୋଟେଲରୁ ୨ଜଣ ବନ୍ଧୁକଧାରୀ ଯୁବକଙ୍କୁ...

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ହତ୍ୟାକାରୀଙ୍କ ନିକଟତର ପୋଲିସ

ଫୁଲବାଣୀ ଅଫିସ, ୨୭ା୧୨: କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳିକରି ହତ୍ୟା କରିବା ଘଟଣାରେ ପୋଲିସ ହତ୍ୟାକାରୀଙ୍କ ନିକଟତର ହେଲାଣି ା ଖୁବ୍‌ କମ ସମୟ ମଧ୍ୟରେ ଘଟଣାର...

ଦୁର୍ଘଟଣାରେ ମା’ ମୃତ, ଝିଅ ଗୁରୁତର

ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍‌.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ କୁନି ଝିଅର...

ଶାନ୍ତ, ଭଦ୍ର, ନମ୍ର ଭାବନା ଉତ୍ତମ ପରିବେଶ ଦିଏ: ଗଜପତି

ସୋରଡ଼ା,୨୭ା୧୨(ଡି.ଏନ୍‌.ଏ.) -ସମାଜରେ ସବୁବର୍ଗର ଜନସାଧାରଣ ଶାନ୍ତ, ଭଦ୍ର, ନମ୍ରତା ଭାବ ରଖିବା ସହ ପ୍ରତିଟି ସମୟରେ ସକାରାତ୍ମକ ଚିନ୍ତାଧାରା ରଖିଲେ ସମାଜକୁ ଉତ୍ତମ ପରିବେଶ କରିହେବ। ସଂସ୍କୃତି, ପରମ୍ପରାକୁ ବଜାୟ ରଖିବା ଗୁରୁଜନ ପ୍ରତି ଭକ୍ତିଭାବ ରଖିବା, ପ୍ରତିଟି ବିଚାର...

ଟେଲିସ୍କୋପ୍‌ରେ ସୂର୍ଯ୍ୟୋପରାଗ ଦେଖିଲେ

ବ୍ରହ୍ମପୁର ଅଫିସ,୨୭ା୧୨-ବ୍ରହ୍ମପୁରରେ ସୂର୍ଯ୍ୟୋପରାଗର ପ୍ରଭାବ ଭୟକୁ ଦୂରେଇବା ପାଇଁ ବିଜ୍ଞାନ ଚେତନା ମଞ୍ଚ ବ୍ରହ୍ମପୁର ଶାଖା ପକ୍ଷରୁ ଟେଲିସ୍କୋପ ମାଧ୍ୟମରେ ସୂର୍ଯ୍ୟୋପରାଗ ଦେଖିବା ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଖଲ୍ଲିକୋଟ କଲେଜ ଖେଳପଡିଆରେ ସୂର୍ଯ୍ୟୋପରାଗ ପ୍ରଭାବକୁ ଖାତିର...

ଦୁଇ ଦିନ ଧରି ଲାଗି ରହିଛି ଉତ୍ତେଜନା: ମଦ ଦୋକାନ ଜାଳିଦେଲେ ଲୋକେ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ବୁଧବାର ଓ ଗୁରୁବାର ଉତ୍ତ୍ୟକ୍ତ ଲୋକେ ଏ.ବରିଡ଼ା, କୁଶପଲ୍ଲୀରେ ମଦଭାଟି ଓ ମଦ ବ୍ୟବସାୟୀଙ୍କ ୪ ଘର ଜାଳି ଦେଇଛନ୍ତି। ଗୁରୁବାର ଉତ୍ତ୍ୟକ୍ତ ଲୋକେ...

ଗଣବଳାତ୍କାର ଭିଡିଓ ଭାଇରାଲ, ୩ ଅଟକ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ ପୁଣି ଲଜ୍ଜା। ୩ ଜଣ ସାଙ୍ଗ ମିଶି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ୩ ଅଭିଯୁକ୍ତଙ୍କୁ ଗୁରୁବାର ଥାନାକୁ ଆଣି ପଚରାଉଚରା କରୁଥିବା ଥାନା ଅଧିକାରୀ...

ଧାନ ଅମଳ ସମୟରେ ଝିପିଝିପି ବର୍ଷା: ଚାଷୀ ମନରେ ଛନକା

ବନ୍ତ,୨୭।୧୨(ସ୍ବ.ପ୍ର.)-ଏବେ ଚଳିତବର୍ଷ ଖରିଫ୍‌ ଧାନ ଅମଳ ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ଚାଷୀ ମନରେ ଛନକା ପଶିଛି। ବର୍ଷାର ପରିମାଣ ବଢ଼ିଲେ ବିଲ ଓ ଖଳାରେ ରଖିଥିବା ଅମଳ ହେବା ପାଇଁ ଥିବା ପାଚିଲା ଧାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri