ଆମ ଜିଲା ଖବର

ଆଜିଠୁ ଭିତରକନିକା ବନ୍ଦ

ରାଜନଗର,୨୬ା୧୨ (ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏଥିପାଇଁ ପର୍ଯ୍ୟଟକମାନଙ୍କ ପରିଭ୍ରମଣକୁ ବନ୍ଦ କରାଯାଇଛି। ଏହି ସମୟରେ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ...

ମହାନଦୀ ଶଯ୍ୟାରେ ବିଦେଶାଗତ ପକ୍ଷୀଙ୍କ ଭିଡ଼: ଠାବହେଲା ବିରଳ ପକ୍ଷୀ କମନ୍‌ ମରଗାନସର

ସୋନପୁର,୨୬ା୧୨(ନି.ପ୍ର.): ବର୍ତ୍ତମାନ ଶୀତଦିନରେ ଦେଶ ତଥା ଦେଶ ବାହାରର ପକ୍ଷୀଙ୍କ ପାଇଁ ଚିରସ୍ରୋତା ମହାନଦୀ ପାଲଟିଛି ଜଳନିବାସ। ପ୍ରଚଣ୍ଡ ଶୀତରେ ସେଠାକାର ପରିବେଶରେ ବରଫ ପଡୁଥିବାରୁ ବିଦେଶରୁ ପକ୍ଷୀମାନେ ଏଠାକୁ ଚାଲି ଆସୁଛନ୍ତି ସ୍ବଚ୍ଛନ୍ଦରେ ରହିବାକୁ। ଦେଶ ତଥା ବିଦେଶର...

୧୫ ଫୁଟ ଖାଲରୁ ଭାଲୁ ଉଦ୍ଧାର

ଝରିଗାଁ,୨୬ା୧୨(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କାଦମଲ୍ଲୀ ଗ୍ରାମର ଏକ ଚାଷ ଜମିରେ ଖୋଳା ଯାଇଥିବା ୧୫ଫୁଟ ଖାଲରୁ ଏକ ଭାଲୁକୁ ବୁଧବାର ବନବିଭାଗ ଉଦ୍ଧାର କରିଛି। କାଦମଲ୍ଲୀ ଗ୍ରାମର ଅରକ୍ଷିତ ମାଝି ନିଜ ଚାଷଜମିରେ ପାଣି...

ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ

ପୁରୀ ଅଫିସ, ୨୬ା୧୨: ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ। ଗତ କିଛିଦିନ ହେଲା କୂଳଠାରୁ ପ୍ରାୟ ୫୦୦ ମିଟର ଦୂରରେ କିଛି ଡଲ୍‌ଫିନ ଖେଳୁଥିବା ଦେଖାଯାଉଛି। ତେବେ ପର୍ଯ୍ୟଟନ ଋତୁରେ ଡଲ୍‌ଫିନଙ୍କ ଉପସ୍ଥିତି ନିଶ୍ଚିତ ପର୍ଯ୍ୟଟକମାନଙ୍କ ପାଇଁ ଖୁସି ଖବର। ସବୁଠୁ...

ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୭ଜଣ...

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ ଭାବେ କରାଯାଇଛି ଗଞ୍ଜେଇ ଚାଷ। ପ୍ରତିବର୍ଷ ବନ ବିଭାଗ ଓ ପୋଲିସ ପକ୍ଷରୁ...

ଗୋଟିଏ ଫୋନକୁ ୭୨ ପରିବାର: ଗଛରେ ଓହଳାଇ କରୁଛନ୍ତି ଯୋଗାଯୋଗ

ବନ୍ତଳା,୨୬ା୧୨ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଏପରି ଏକ ଗଁ। ଅଛି ଯେଉଁଠି ମୋବାଇଲ ଫୋନ ସେବା ପାଇବାକୁ ଅନେକ ହଇରାଣ ହେବାକୁ ପଡ଼ୁଛି ଲୋକଙ୍କୁ। ଦାମୀ ଆଣ୍ଡ୍ରଏଡ୍‌ ସେଟ୍‌ ରଖିଥିଲେ ବି ଗଁ।ରେ ଆସୁନି ନେଟଓ୍ବର୍କ।...

ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି

ବଅଁରପାଳ, ୨୬।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ ଥିବାରୁ କାର୍ଯ୍ୟାଳୟ ଗୃହରେ ବର୍ଷା ଦିନେ ପାଣି ଗଳୁଛି। ସେହିପରି ଆବଶ୍ୟକ ଡାକ୍ତର...

ବଡ଼ଦିନରେ ଜମିଲା ବଣଭୋଜି: ନାଚ, ଗୀତରେ ସପ୍ତଶଯ୍ୟା ଉତ୍ସବମୁଖର

ଢେଙ୍କାନାଳ ଅଫିସ,୨୬ା୧୨ – ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀ ସବୁଜିମାମୟ ସପ୍ତଶଯ୍ୟାରେ ବୁଧବାର ବଡ଼ଦିନ ଅବସରରେ ବଣଭୋଜି ବେଶ୍‌ ଜମିଥିଲା। ଚଳିତବର୍ଷ ବହୁ ସଂଖ୍ୟକ ପର୍ଯ୍ୟଟକ ସପ୍ତଶଯ୍ୟାରେ ଭିଡ଼ ଜମାଇଥିଲେ। ବଣଭୋଜି ସାଙ୍ଗକୁ ସେମାନଙ୍କ ନାଚ, ଗୀତରେ ସପ୍ତଶଯ୍ୟାର...

ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା

ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା ଅନାଥ ଆଶ୍ରମରେ ଶିଶୁମାନଙ୍କ ସହ ସମୟ ବିତାଇବା ସହ କେକ୍‌କାଟି ବଡ଼ଦିନ ପାଳନ...

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ ଇଣ୍ଟରନେଟ ବ୍ୟବସ୍ଥାରେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାରରେ ବାଧକ ସାଜିଥିବା...

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା ନଦୀର ମୁହାଣ ଆଡ଼କୁ ମୁହାଁଉଛନ୍ତି।ସେଠାରେ ବନ ବିଭାଗ ପକ୍ଷରୁ ପକ୍ଷୀ ସୁରକ୍ଷା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri