ଆମ ଜିଲା ଖବର

ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା ସେଠୀ (୬୫)। ସେ ସକାଳୁ ଗ୍ରାମ ନିକଟସ୍ଥ କାତରା ନଦୀକୁ ଶୌଚ...

ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ବଢ଼ୁଛି ଅସନ୍ତୋଷ: ଅର୍ଥ ମଞ୍ଜୁର ସତ୍ତ୍ୱେ ହେଉନି ଭିତ୍ତିଭୂମି ବିକାଶ

ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଦୀର୍ଘଦିନ ହେବ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଉପଖଣ୍ଡ ଡାକ୍ତରଖାନାଠାରୁ ଆରମ୍ଭ କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଯାଏ ସବୁଠି ପୁଳା ପୁଳା ପଦବୀ ଖାଲି ପଡ଼ିଛି। କୋଟି କୋଟି ଟଙ୍କା ମଞ୍ଜୁର ହୋଇସାରିଥିଲେ ବି ଭିତ୍ତିଭୂମିର ବିକାଶ ପାଇଁ...

ନାବାଳିକାଙ୍କୁ ଗଣବଳାତ୍କାର: ୩ କୋର୍ଟଚାଲାଣ, ସୁଧାର ଗୃହ ଗଲେ ନାବାଳକ

ଫୁଲବାଣୀ ଅଫିସ, ୨୫ା୧୨- ଖଜୁରିପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ଏହି ଘଟଣାରେ ଅଟକ ଥିବା ୩ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ...

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ସଫଳ ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ,୨୫ା୧୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏମ୍‌ପି ମହେଶ ସାହୁ ବିଲରେ ଲଙ୍ଗଳଧରି ଚାଷ କରୁଥିବା ଭଳି କେତେ ଚାଷୀ ଜିଲାରେ...

ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ ଘଟିଛି। କର୍ମଚାରୀଙ୍କ ସହ ଜଣେ ଯୁବକ ପାଟିତୁଣ୍ଡ କରିବାରୁ ଉଭୟଙ୍କ ମଧ୍ୟରେ ବଚସା...

ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ସେକ୍ସନରେ ବସୁଛନ୍ତି ୧୫୦ ଶିକ୍ଷାର୍ଥୀ

ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) – ସରକାରୀ ଉଦାସୀନତା ତଥା ଶିକ୍ଷା ବିଭାଗର ଚରମ ଅବହେଳା ଯୋଗୁ ଆଠମଲ୍ଲିକ ସଦର ମହକୁମାରେ ଥିବା ମହେନ୍ଦ୍ର ହାଇସ୍କୁଲର ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏକଦା ଜିଲାର କେତୋଟି ଅଗ୍ରଣୀ ହାଇସ୍କୁଲ ମଧ୍ୟରେ ପରିଗଣିତ ହେଉଥିବା ଏହି...

ବୈଜ୍ଞାନିକ ପଦ୍ଧତିରେ ହେଉ ଶିକ୍ଷାଦାନ

କାମାକ୍ଷାନଗର,୨୫।୧୨(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ବୁଢିବିଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ସମାରୋହ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ସଭାପତି ନୃସିଂହଚରଣ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

ମିଶନ ଇନ୍ଦ୍ରଧନୁଷ୍‌ ଟାସ୍କ ଫୋର୍ସ ବୈଠକ

ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ, ଏବଂ ଏଏନ୍‌ଏମ୍‌ମାନଙ୍କୁ...

ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୧୨- ଗଞ୍ଜାମ ଜିଲା ସ୍ବତନ୍ତ୍ର ପୋକ୍‌ସୋ ଜଜ ତଥା ଅତିରିକ୍ତ ଦୌରା ଜଜ (ଏଡିଜେ)-୨ ଜଗଦୀଶ ପ୍ରସାଦ ମହାନ୍ତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିବାରୁ ଅଭିଯୁକ୍ତ ବିଭୀଷଣ ଦାସଙ୍କୁ ୫ ବର୍ଷ...

ଭୂତସରସିଙ୍ଗି ସମିତିସଭ୍ୟ ପଦବୀ ଅସିଦ୍ଧ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.): ପୁରୁଷୋତ୍ତମପୁର ବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ସମିତିସଭ୍ୟ ପଦବୀକୁ ଛତ୍ରପୁର ସିଭିଲ ଜଜ୍‌ (ସିନିୟର ଡିଭିଜନ) ସ୍ବଂୟପ୍ରଭା ଆଚାର୍ଯ୍ୟ ମଙ୍ଗଳବାର ଅସିଦ୍ଧ ଘୋଷଣା କରିଛନ୍ତି। ଭୂତସରସିଙ୍ଗି ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଥିବା ରମେଶ ନାୟକଙ୍କ ୩ ସନ୍ତାନ ଥିବା ଦର୍ଶାଇ...

ମଧୁ ଆପ୍‌କୁ ପ୍ରଶଂସା କଲେ ସଚିବ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.)- ଭୁବନେଶ୍ୱରଠାରେ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା ଅଭିଯାନ ସମ୍ମିଳନୀ ଗୃହରେ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା,...

ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌ ଏକାଡେମୀ ଝାଡଖଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଝାଡଖଣ୍ଡ ୧-୦ ଗୋଲରେ କଟକକୁ ପରାସ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri