ଆମ ଜିଲା ଖବର

ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ

ଜେନାପୁର,୨୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ବାଲିସାହି ଛକ ନିକଟସ୍ଥ ମାଣ୍ଡିଆଗଡ଼ାଠାରେ ବହୁ ଦିନ ଧରି ଚାଲିଥିବା ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ଚାଲୁଥିବା...

ବ୍ୟାଗ୍‌ରେ ଶ୍ରୀମନ୍ଦିର ଚିତ୍ର: ପ୍ରତିବାଦ କଲେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ

ପୁରୀ ଅଫିସ,୨୪ା୧୨: ପୁରୀ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ ଓ ପଲିଥିନ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ପ୍ଲାଷ୍ଟିକ ଓ ପଲିଥିନ ପଡ଼ି ନାଳ,...

ଅଗ୍ନିକାଣ୍ଡରେ ୮ ବଖରା ଘର ଜଳିଗଲା

ରାଜନଗର, ୨୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗ୍ରାମପଞ୍ଚାୟତର ଗୁଣ୍ଠି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର କାଶୀନାଥ ସିଂହଙ୍କ ୮ ବଖରା ଘର ପୋଡିଯାଇଛି। ଅଗ୍ନିକାଣ୍ଡରେ ଘରର ସମସ୍ତ...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ମୃତ, ୬ ଗୁରୁତର

ଅନୁଗୋଳ ଅଫିସ/ଛେଣ୍ଡିପଦା,୨୪।୧୨,(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର କତଡା ଗୁରୁଣ୍ଡୁଗୋପାଳ ଉଚ୍ଚବିଦ୍ୟାଳୟ ନିକଟରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ହାଇକୋର୍ଟରେ ଏଏସ୍‌ଆଇ ଡିଜିଙ୍କ ବ୍ୟକ୍ତିଗତ ହାଜିରା: ୪ମାସ ମଧ୍ୟରେ ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିର ମରାମତି ଶେଷ ହେବ

କଟକ ଅଫିସ,୨୪ା୧୨- ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ମାମଲାରେ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ)ର ଡିଜି ଉଷା ଶର୍ମା ସୋମବାର ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି। ଶର୍ମାଙ୍କ ସହିତ ସଂସ୍ଥାର ଯୁଗ୍ମ ନିର୍ଦ୍ଦେଶକ(ସଂରକ୍ଷଣ) ଓ ଓଡ଼ିଶା...

ଚିଟ୍‌ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍‌, ଜରିମାନା

କଟକ ଅଫିସ,୨୪ା୧୨- ଜଗତ୍‌ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍‌ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ ହୋଇଛି। କଟକ ସ୍ବତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ମହାନ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରି ୫...

ଗାଁରେ ଚୋରା ମଦ ବିକି ଯୁବକ ଗିରଫ

ଖୁଣ୍ଟୁଣୀ,୨୪।୧୨(ଡି.ଏନ୍‌.ଏ.)- ଗାଁ ଭିତରେ ଚୋରା ଦେଶୀ ମଦ ବିକ୍ରି କରିବା ଅଭିଯୋଗରେ ଗୁରୁଡିଝାଟିଆ ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ, ଏହି ଥାନା ଅନ୍ତର୍ଗତ କାଦୁଆ ନୂଆଗାଁ ଗ୍ରାମର ସଞ୍ଜୟ ପ୍ରଧାନ। ଏ...

ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଚୌଦ୍ୱାର,୨୪ା୧୨(ଡି.ଏନ୍‌.ଏ.)- ଗତ ୭ଦିନ ହେବ ଘରୁ ନିଖୋଜ ଥିବା ଜଣେ ବୃଦ୍ଧଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଚୌଦ୍ୱାର ଅଞ୍ଚଳର ଓଟିଏମ୍‌ ଦୁର୍ଗା ବଜାରର ମାନ ଗୋବିନ୍ଦ ବଳ(୭୫)। ସୂଚନାଯୋଗ୍ୟ, ଗତ ୧୪ତାରିଖରେ ଘରେ କାହାକୁ କିଛି...

ଘରଡିହ ପଟ୍ଟା ମିଳିବାର ୧୨ବର୍ଷ ବିତିଲା: ଚିହ୍ନଟ ହେଉନି ଜମି, ମିଳୁନି ଦଖଲ

ଢେଙ୍କାନାଳ ଅଫିସ, ୨୪।୧୨ – ଦୀର୍ଘ ୧୨ ବର୍ଷ ହେଲା ମିଳିଛି ଘରଡିହ। ହେଲେ ଜମି ଚିହ୍ନଟ ହେଉଛି ନା ମିଳୁଛି ଦଖଲ। କେବଳ ପଟ୍ଟା କବଲା ଧରି ହିନସ୍ତା ହେଉଛନ୍ତି ଢେଙ୍କାନାଳ ସଦର ବ୍ଲକ ଢେଙ୍କାନାଳ ସଦର ବ୍ଲକ...

୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ: ପ୍ରତି ଜିଲାରୁ ୩ ବିଦ୍ୟାଳୟକୁ ମିଳିବ ସ୍କୁଲ ଅଫ୍‌ ଏକ୍ସିଲେନ୍ସି

ଅନୁଗୋଳ ଅଫିସ, ୨୪।୧୨ – ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇ କହିଥିଲେ ଯେ, ଗୁଣାତ୍ମକ...

ଅମରେଶଙ୍କୁ ପରିବେଶ ସୁରକ୍ଷା ଚିନ୍ତା: ସାଇକେଲରେ ବୁଲି କରୁଛନ୍ତି ସଚେତନ

ଢେଙ୍କାନାଳ ଅଫିସ, ୨୪।୧୨ – ବଢ଼ିଚାଲିଛି କଂକ୍ରିଟ ଜଙ୍ଗଲ। ଶିଳ୍ପାୟନ ନାମରେ କଟାଚାଲିଛି ଅସଂଖ୍ୟ ଗଛ। ପ୍ରାକୃତିକ ବିପର୍ଯ୍ୟୟ ବି ପରିବେଶ ପାଇଁ ଏବେ ପାଲଟିଛି ବଡ଼ ଚ୍ୟାଲେଞ୍ଜ। ଆଖି ଆଗରେ ଉଜୁଡ଼ି ଯାଉଥିବା ସବୁଜବନାନୀ ପାଇଁ ଚିନ୍ତାବ୍ୟକ୍ତ କରିଛନ୍ତି...

ଅନୁଗୋଳ କଲେଜରେ ନୋଡାଲସ୍ତରୀୟ ଲାପଟପ ବଣ୍ଟନ: ପ୍ରଥମ ଦିନରେ ପାଇଲେ ୧୮୫ ମେଧାବୀ

ବନ୍ତଳା,୨୪ା୧୨(ଡି.ଏନ.ଏ.) – ୨୦୧୮-୧୯ ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଭୋକେଶନାଲ କାଉନସିଲ ପରୀକ୍ଷାରେ ସର୍ବାଧିକ ମାର୍କ ରଖିଥିବା ଅନୁଗୋଳ ଜିଲାର ମେଧାବୀମାନଙ୍କୁ ଓଡ଼ିଶା ସରକାର ବିଜୁ ଯୁବ ସଶକ୍ତୀକରଣ ଯୋଜନାରେ ସୋମବାର ଲାପଟପ ବଣ୍ଟନ କରିଛନ୍ତି। ଅନୁଗୋଳ ସୟଂଶାସିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri