ଆମ ଜିଲା ଖବର

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଚାଷୀଙ୍କୁ କ୍ଷତି ପୂରଣ ମିଳିବା ଏକ ପ୍ରକାର ନିଶ୍ଚିତ...

ଫନୀ ମହାବାତ୍ୟାକୁ ପୂରିଲା ସାଢେ ୭ ମାସ : କାରିଗରଙ୍କୁ ମିଳିଲାନି ସହାୟତା ରାଶି

ଯାଜପୁର ଅଫିସ,୧୭ା୧୨- ଫନୀ ବାତ୍ୟା ପାଇଁ ଜଳ ସମ୍ପଦ ବିଭାଗର କ୍ଷୟକ୍ଷତି ଆକଳନ କରାଯାଇ ୩୭୦କୋଟି ୪୦ ଲକ୍ଷ ୫୦ ହଜାର ଟଙ୍କାର ବିବରଣୀ ପ୍ରଦାନ କରାଯାଇଥିଲା। ଏଥିରେ ବୃହତ୍‌ ଓ ମଧ୍ୟମ ଧରଣର ଜଳସସେଚନ ପ୍ରକଳ୍ପରେ ୩୧୧ କୋଟି...

ସ୍ତ୍ରୀ ମୃତଦେହକୁ ଟ୍ରଲିରେ ବୋହିନେଲେ ସ୍ବାମୀ

ଉଦଳା,୧୭ା୧୨(ଡି.ଏନ୍‌.ଏ.)- ସ୍ତ୍ରୀଙ୍କ ମୃତଦେହକୁ ତାଙ୍କ ସ୍ବାମୀ ଟ୍ରଲିରେ ରଖି ବୋହି ନେବା ଭଳି ଏକ ଘଟଣା ପଦାକୁ ଆସିଛି। ସୋମବାର ସନ୍ଧ୍ୟାରେ ମୃତଦେହକୁ ଟ୍ରଲିରେ ନିଆଯାଉଥିବା ଖବରପାଇ ମୟୂରଭଞ୍ଜ ଜିଲା ଉଦଳା ଥାନା ପୋଲିସ ଏଠାରୁ ୮ କି.ମି ଦୂର...

ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ ସର୍ଭେରେ ଅଟକିଛି। ଏନେଇ ରାଜନୈତିକ ନେତୃବର୍ଗ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ...

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୮ ଜୁନ୍‌ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ...

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି ଅଟା ଜବତ କରାଯାଇଛି। ଏ ନେଇ ନକଲି ଅଟା କାରଖାନା ମାଲିକ କେଶବଚନ୍ଦ୍ର...

ଜାଗା ଯୋଜନାରେ ମିଳୁନି ଘର

ବାଲେଶ୍ୱର ଅଫିସ, ୧୭।୧୨ (ମାନସ ବିଶ୍ୱାଳ)-ସହର ତଳି ଅଞ୍ଚଳରେ ଥିବା ସରକାରୀ ଜାଗାରେ ଦୀର୍ଘଦିନ ଧରି ବସବାସ କରିଆସୁଥିବା ବସ୍ତିବାସିନ୍ଦାଙ୍କ ପାଇଁ ରାଜ୍ୟ ସରକାର ଜାଗା ଯୋଜନାରେ ୩୫୦ ସ୍କୋୟାର ଫୁଟ୍‌ ଜମି ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା...

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ...

ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା ଘଟଣା ନେଇ ବିବାଦ ଲାଗିରହିଛି। ଦୀର୍ଘ ୫ ମାସ ପରେ ବି ସେହି...

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ ଉଚ୍ଛେଦ ପାଇଁ ପୋଲିସ ଫୋର୍ସ ସହ ଯାଇଥିଲେ। ହେଲେ ସ୍ଥାନୀୟ ଲୋକେ...

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ...

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri