ଆମ ଜିଲା ଖବର

ଗଛରେ ପିଟି ହେଲା ଟ୍ରାକ୍ଟର: ଜଣେ ମୃତ,୨ ଗୁରୁତର

ବାଙ୍ଗିରିପୋଷି,୧୩ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ କୁସୁମବନ୍ଧ ପଞ୍ଚାୟତର ତୁଳସୀବଣୀ ଛକ ନିକଟରେ ଗୁରୁବାର ଏକ ଟ୍ରାକ୍ଟର ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସ୍ଥାନୀୟ...

ଏରସମା ଫାଶୀ ଦଣ୍ଡାଦେଶ ମାମଲା:ଜାନୁୟାରୀ ୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୩।୧୨:୨୦୧୮ ମାର୍ଚ୍ଚ ୨୦ରେ ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ମାନ୍ନାଙ୍କୁ ଜଗତ୍‌ସିଂହପୁର ପୋକ୍‌ସୋ କୋର୍ଟ ଗତ ସେପ୍ଟେମ୍ବର ୧୦ରେ ଫାଶୀ...

ଜିଲା ପୋଲିସରେ ବଡ଼ ଧରଣର ଅଦଳବଦଳ

ବାରିପଦା ଅଫିସ, ୧୩ା୧୨- ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ଥାନାସ୍ତରରେ ଗୁରୁବାର ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ଡିଓ ନଂ.୨୫୦୭/ଆରଓ/୧୨ା୧୨ା୨୦୧୯ରେ ଜିଲା ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଏହି ନିର୍ଦ୍ଦେଶ ଦେଇଛନ୍ତି। ୧୮ ଇନ୍ସପେକ୍ଟର ଓ ୪ ସବ୍‌ଇନ୍ସପେକ୍ଟରଙ୍କୁ...

ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଦାବି ଜୋର ଧରିଲା : ୨୩ରେ ରାସ୍ତାରୋକୋ ଆନ୍ଦୋଳନ

ବିଶୋଇ,୧୩ା୧୨(ଡି.ଏନ୍‌.ଏ.) – ୪୯ ନଂ ଜାତୀୟ ରାଜପଥର ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଲାଗି ଦାବି ଜୋର ଧରିଛି। ପୂର୍ବରୁ ଏନେଇ ଏନଏଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କର୍ତ୍ତୃପକ୍ଷ କିଛି ପଦକ୍ଷେପ ନ ନେବାରୁ ଜନ...

ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ସୋର, ୧୩ା୧୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅଧୀନ ଏକ ନର୍ସିଂହୋମ୍‌ରେ ପ୍ରସବ ପରେ ପ୍ରସୂତିଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକ...

ମାନସିକ ଅନଗ୍ରସର ପିଲାଙ୍କ ସହ ଦିନଟିଏ

ଖଇରା, ୧୩।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କଣ୍ଟାବଣିଆଠାରେ ୨୦୦୪ ମସିହାରୁ ଗଢି ଉଠିଥିବା କେଶବ ପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ଏବେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏଭଳି ଦୁର୍ଦ୍ଦିନ ସମୟରେ ସହଯୋଗର ହାତ ବଢାଇଛନ୍ତି...

ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ

ବାଲେଶ୍ୱର ଅଫିସ, ୧୩।୧୨-ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାକୁ ପ୍ରଣୟନ କରିଥିଲେ। ଚଳିତବର୍ଷ ଏହି ଯୋଜନାରେ...

ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବହିଃବିଭାଗ ଉଦ୍‌ଘାଟିତ: ଫଳକରେ ଏମ୍‌ପିଙ୍କ ନାମ ନ ଥିବାରୁ ପ୍ରତିବାଦ

ବାଲିଆପାଳ, ୧୩।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନର ଅନୁଦାନରେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭିତରେ ନବନିର୍ମିତ ବହିଃବିଭାଗକୁ ଗୁରୁବାର ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଉତ୍ସବକୁ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର...

ନିର୍ମାଣ ନ ସରୁଣୁ ଫାଟିଲା କଂକ୍ରିଟ୍‌

ରୂପ୍‌ସା, ୧୩।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ୬୦ନଂ. ଜାତୀୟ ରାଜପଥରୁ ମୟୂରଭଞ୍ଜର ୧୮ନଂ. ଜାତୀୟ ରାଜପଥର ବୈଶିଙ୍ଗାକୁ ସଂଯୋଗ ହୋଇଥିବା ରାସ୍ତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗମନାଗମନ କ୍ଷେତ୍ରରେ ଉଭୟ ଜିଲାବାସୀ ଏହି ରାସ୍ତା ଉପରେ ନିର୍ଭରଶୀଳ। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି...

କେନ୍ଦୁଝରରୁ ଉଦ୍ଧାର କଲା ପୋଲିସ: ବାଳସୁଧାର ଗୃହକୁ ନେବା ବେଳେ ନାବାଳକ ଫେରାର

କେନ୍ଦୁଝର/ରାଉରକେଲା ଅଫିସ,୧୩।୧୨(ସ୍ବ.ପ୍ର.):କେନ୍ଦୁଝରରୁ ରାଉରକେଲାସ୍ଥିତ ଜୁଭେନାଇଲ ହୋମକୁ ପଠାଯାଉଥିବା ୯ନାବାଳକଙ୍କ ମଧ୍ୟରୁ ଜଣେ ବସ୍‌ରୁ ଅଧାରାସ୍ତାରେ ଫେରାର ହୋଇଯାଇଥିଲେ। କୋହଳ ସୁରକ୍ଷା ବ୍ୟବସ୍ଥାରେ ସେମାନଙ୍କୁ ନିଆଯାଉଥିବା ବେଳେ ଏଭଳି ଘଟଣା ଘଟିଛି। ତେବେ ଅପରାହ୍ନରେ ପୋଲିସ ସଂପୃକ୍ତ ନାବାଳକଙ୍କୁ କେନ୍ଦୁଝରରୁ ଉଦ୍ଧାର...

ପୁରୀ ଗଣବଳାତ୍କାର ଘଟଣା:ହାଇକୋର୍ଟରେ ଅଭିଯୁକ୍ତ

କଟକ ଅଫିସ,୧୩।୧୨:ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ରାଜେଶ କୁମାର ସେଠୀ ଗୁରୁବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଣବଳାତ୍କାରକୁ ନେଇ ଯେଉଁ ଅଭିଯୋଗ ହୋଇଛି ତାହା ଭିତ୍ତିହୀନ ଓ କପୋଳକଳ୍ପିତ।...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସୌଜନ୍ୟମୂଳକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri