ଆମ ଜିଲା ଖବର

ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତା ପାର୍ଶ୍ୱ ବନ୍ତୋପାଟଣାଠାରେ ୮ ଏକର ପରିମିତ ଜମିରେ ଆଦର୍ଶ ବିଦ୍ୟାଳୟ...

ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ: କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୧।୧୨-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର...

ବରୁଣା ସରପଞ୍ଚ ଅଯୋଗ୍ୟ ଘୋଷିତ

ଆଳି, ୧୧।୧୨ (ଡି.ଏନ୍‌.ଏ.):ରାଜକନିକା ବ୍ଲକ ଅଧୀନ ବରୁଣା ପଞ୍ଚାୟତ ସରପଞ୍ଚ ଉତ୍ତମ ସେନାପତିଙ୍କୁ ପଦବୀ ହରାଇବାକୁ ପଡିଛି। ୩ ସନ୍ତାନ ଥିବାରୁ ଆଳି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟ ତାଙ୍କୁ ସୋମବାର ଅଯୋଗ୍ୟ ଘୋଷିତ କରିଛନ୍ତି। ଏଥିସହ ଉକ୍ତ...

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି...

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ମାର୍ଶାଘାଇ, ୧୧।୧୨ (ଡି.ଏନ୍‌.ଏ.):ଶିଶୁ ଓ ମହିଳାଙ୍କ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରତି ଗାଁରେ ଅଙ୍ଗନଓ୍ବାଡି କେନ୍ଦ୍ରମାନ ଖୋଲା ଯାଇଥିବା ବେଳେ ଜଣେ ଜଣେ ଅଙ୍ଗନଓ୍ବାଡି କର୍ମୀ ଓ...

ଯୌତୁକ ନିର୍ଯାତନା ବଧୁହତ୍ୟା ମାମଲା: ସ୍ବାମୀ ସମେତ ୪ଜଣ ନିର୍ଦ୍ଦୋଶରେ ଖଲାସ

ଯାଜପୁର ଟାଉନ,୧୧।୧୨(ଡି.ଏନ୍‌.ଏ.)- ଯାଜପୁର ସଦରଥାନା ଅନ୍ତର୍ଗତ ତୋରଡ ଗ୍ରାମରେ ଜନୈକା ନବବଧୁ କିରାସିନ ଢ଼ାଳି ନିଆଁରେ ପୋଡ଼ିହୋଇ ମୃତ୍ୟୁବରଣ କରିବା ଘଟଣାରେ ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଶାନ୍ତ କୁମାର ନାୟକ ୪ଜଣ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଶରେ ଖଲାସ କରିଛନ୍ତି। ୨୦୧୨ ଏପ୍ରିଲ...

ଖୁରରେ ଆକ୍ରମଣ, ଯୁବକ ଗୁରୁତର

ଦିଗପହଣ୍ଡି,୧୧ା୧୨(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ କେ. ସାମନ୍ତରାପୁର ଗାଁରେ ମଙ୍ଗଳବାର ନିରଞ୍ଜନ ରେଡ୍ଡୀଙ୍କୁ ଖୁରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲା ପାଇ ପୋଲିସ ଘଟଣାର ତଦନ୍ତ ଚଳାଇଛି। ସନ୍ଧ୍ୟାରେ ଜି. ନିରଞ୍ଜନ ରେଡ୍ଡୀଙ୍କ ଧାନ ଅଖାରୁ ବହୁ ସଂଖ୍ୟକ...

ନାବଳିକାଙ୍କୁ ଉଦ୍ଧାର କଲା ପୋଲିସ, ଅପହର୍ତ୍ତା ଗିରଫ

ବିଞ୍ଝାରପୁର,୧୧।୧୨(ଡି.ଏନ୍‌.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ଗ୍ରାମର ଜୈନିକା ୧୪ବର୍ଷୀୟା ନାବାଳିକାଙ୍କୁ ସେହି ଗ୍ରାମର ଅମୀୟ ମଲ୍ଲିକ ପ୍ରଲୋଭନ ଦେଖାଇ ଗତ ୭ ତାରିଖରେ ଅପହରଣ କରିନେଇଥିଲେ। ଏନେଇ ନାବାଳିକାଙ୍କ ମା’ ବିଞ୍ଝାରପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ...

ଲୋକଙ୍କ ସମସ୍ୟା ବୁଝିଲେ ଗୃହ ବିଭାଗ ପ୍ରମୁଖ ସଚିବ

ଜି.ଉଦୟଗିରି,୧୧ା୧୨(ଡି.ଏନ.ଏ.)-ଗୃହ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲା ନୋଡାଲ ଅଫିସର ସଞ୍ଜୀବ ଚୋପ୍ରା ମଙ୍ଗଳବାର ଜି.ଉଦୟଗିରି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତକରି ଲୋକଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଅପରାହ୍ନରେ ପ୍ରଥମେ ଜି.ଉଦୟଗିରି ବ୍ଲକ ଜବେଡି ଗ୍ରାମ ପରିଦର୍ଶନ...

ଜିଲା ପରିଷଦ ସଭ୍ୟାଙ୍କ ସଭ୍ୟପଦ ରଦ୍ଦ: ସାନି ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେଲେ ଜିଲା ଦୌରାଜଜ୍‌

ଯାଜପୁର ଟାଉନ,୧୧।୧୨(ଡି.ଏନ୍‌.ଏ.)- ଯାଜପୁର ଜିଲା କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୩୩ ନଂ ଜୋନ୍‌ରୁ ନିର୍ବାଚିତ ବିଜେଡି ସଭ୍ୟା ଝରଣା ରାଉତଙ୍କ ସଭ୍ୟପଦ ରଦ୍ଦ ହୋଇଛି। ଯାଜପୁର ଜିଲା ଦୌରାଜଜ୍‌ ବିରଞ୍ଚତ୍ ନାରାୟଣ ମିଶ୍ର ଗତ ୫ତାରିଖରେ ଏନେଇ ରାୟ...

ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା

ବାଲିଗୁଡ଼ା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୧୧ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ଜଣେ ସୂଚନା ଅଧିକାର କର୍ମୀଙ୍କୁ ମଙ୍ଗଳବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ପାତ୍ର ସାହିର ଅଭିମନ୍ୟୁ ପଣ୍ଡା ା ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଅଭିମନ୍ୟୁଙ୍କୁ ତାଙ୍କ...

୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ: ବଲିଉଡ୍‌ ଗାୟକ ସୋନୁ ନିଗମ, ଶାନ୍‌ ଆକର୍ଷଣ

ଛତ୍ରପୁର,୧୧ା୧୨(ଡି.ଏନ.ଏ)-ଚଳିତ ମାସ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ ା ଏଥିପାଇଁ ଗୋପାଳପୁର ବେଳାଭୂମି ମହୋତ୍ସବ କମିଟି, ଗଞ୍ଜାମ ଜିଲା ପ୍ରଶାସନ ଓ ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri