ଆମ ଜିଲା ଖବର

୬ମାସ ପରେ ଉତ୍ପାଦନକ୍ଷମ ହେଲା ଫେରୋକ୍ରୋମ କାରଖାନା,ଠିକାସଂସ୍ଥାକୁ ଶ୍ରମିକ ଯୋଗାଣ ଦାୟିତ୍ୱ

ଯାଜପୁର ଅଫିସ,୧୧।୧୨- ଦୀର୍ଘ ୬ ମାସ ଧରି ବନ୍ଦ ପଡ଼ିଥିବା ଇଡକଲ ଫେରୋକ୍ରୋମ ଆଣ୍ଡ ଆଲୟେଜ ଲିଃ, ଇଫ୍‌କଲ୍‌ କାରଖାନା ମଙ୍ଗଳବାର ପୁଣି ପୂର୍ଣ୍ଣମାତ୍ରାରେ ଉପତ୍ାଦନକ୍ଷମ ହୋଇଛି। ଏଥିରେ କେତେକ ଠିକାସଂସ୍ଥାକୁ ଶ୍ରମିକ ନିୟୋଜନ ଦାୟିତ୍ୱ ଦିଆଯାଇଛି। ତେବେ ପୂର୍ବରୁ...

ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌ ପ୍ରକଳ୍ପ: ବିଶ୍ୱନାଥଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ୍‌,୧୧ା୧୨-ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ପି.ବିଶ୍ୱନାଥ ପାତ୍ର ତାଙ୍କର ଉଦ୍ଭାବନ ‘ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌’କୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି । ଜଳ ଅପଚୟ ରୋକିବାରେ ସହାୟକ ଏହି ପ୍ରକଳ୍ପକୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ପ୍ରଶଂସା କରିଛନ୍ତି।...

ସଂଘବଦ୍ଧ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଦିଗପହଣ୍ଡି,(ଡି.ଏନ.ଏ.)/ପାଟପୁର,୧୧ା୧୨-ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମରେ ୨୦୦୪ ଏପ୍ରିଲ ୧୨ ରେ ଘଟିଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଗତ କିଛିଦିନ ହେଲା ଦିଗପହଣ୍ଡି ସବ୍‌ ଜେଲରେ ବିଚାରାଧୀନ ଅନ୍ତେବାସୀ ଭାବେ ରହିଥିବା ପ୍ରତାପଗିରି ଗ୍ରାମର...

ହାଇଓ୍ବା ଲୁଟ୍‌ ଘଟଣା, ୨ ଟ୍ରକ୍‌ ଡ୍ରାଇଭର କୋର୍ଟ ଚାଲାଣ

ଧର୍ମଶାଳା/ଜେନାପୁର,୧୧।୧୨(ଡି.ଏନ୍‌.ଏ.)- ଜେନାପୁର ପୋଲିସ ମଙ୍ଗଳବାର ହାଇଓ୍ବା ଲୁଟ୍‌ ଅଭିଯୋଗରେ ୨ ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ପୋଲିସ ଚୋରି ହୋଇଥିବା ୨ ହାଇଓ୍ବା ମଧ୍ୟରୁ ଗୋଟିଏ ଜବତ କରିଥିବାବେଳେ ଅନ୍ୟଟିର ଡାଲା ଏବଂ...

‘ରାଜ୍ୟ ବାହାରେ କଳାପ୍ରଦର୍ଶନ କରିବାକୁ ଲକ୍ଷ୍ୟ’: କେନ୍ଦୁଝରର ଯୁବ ଶିଳ୍ପୀ ନିଶିକାନ୍ତ

କେନ୍ଦୁଝର, ୧୧।୧୨(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ଗ୍ରାମର ଯୁବ ଟେରାକୋଟା ଶିଳ୍ପୀ ନିଶିକାନ୍ତ ବେହେରା। ନିଜ ବାପାଙ୍କଠାରୁ ଟେରାକୋଟା ଶିଳ୍ପ କଳା ଶିଖିବା ପରେ ଏବେ ସ୍ୟାଣ୍ଡ ଆର୍ଟ ପାଇଁ ମନ ବଳାଇଛନ୍ତି। ଏହି କଳାରେ...

ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ

ତିର୍ତ୍ତୋଲ,୧୧ା୧୨(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତୁଳଙ୍ଗ ପଞ୍ଚାୟତ ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଶ୍ରେଣୀଗୃହର କାନ୍ଥରେ ଫାଟ ସୃଷ୍ଟିହେବା ସହ ଖୁଣ୍ଟଗୁଡିକର ମୂଳ ଖାଇଗଲାଣି। କବାଟ, ଝରକା ଭାଙ୍ଗିରୁଜିଯାଇଛି। ଫଳରେ...

କର୍ମରେ ସାହସ ଦେଖାଏ ବାଟ

ଧାମନଗର,୧୧।୧୨(ଡି.ଏନ.ଏ.)- ସାହସ ଓ ମନୋବଳ ରଖି କାର୍ଯ୍ୟ କଲେ କାହାରି ପେଟ ଅପୋଷା ରହିବ ନାହିଁ ା କୃଷି ବ୍ୟତୀତ ଆନୁଷଙ୍ଗିକ କୃଷି କିମ୍ବା ପ୍ରାଣୀଧନ ପାଳନ ଚାଷୀଙ୍କୁ ମଧ୍ୟ ସ୍ବାବଲମ୍ବୀ କରିପାରିବ। ଏକଦା ରିକ୍ସା ଟାଣି ପେଟ ପୋଷୁଥିବା...

ଦାଦା ବଟିକୁ ନେଇ ମଦ ଦୋକାନ ପରିଚାଳକଙ୍କୁ ହତ୍ୟା ମାମଲା ୬ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଜଗତ୍‌ସିଂହପୁର ଅଫିସ, ୧୧ା୧୨: ଜଗତ୍‌ସିଂହପୁର ଜିଲା କୁଜଙ୍ଗସ୍ଥିତ ଏକ ବିଦେଶୀ ମଦ ଦୋକାନରେ ପରିଚାଳକଭାବେ କାର୍ଯ୍ୟ କରୁଥିବା କୁଜଙ୍ଗ ଥାନା ଜଗନ୍ନାଥପୁର ଗ୍ରାମର ପ୍ରଶାନ୍ତ ନାରାୟଣ ଦାସ ଓରଫ ପସିଆ (୩୬)ଙ୍କୁ ୨୦୧୪ରେ ଗୁଳି କରି ହତ୍ୟା କରା ଯାଇଥିବା...

ପୁଣି ଖନନ ହେବ ମହାନଦୀ ମୁହାଣ: ଉପକୃତ ହେବେ ୫୦ ହଜାର ମତ୍ସ୍ୟଜୀବୀ

ପାରାଦୀପ,୧୧ା୧୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ଓ ମତ୍ସ୍ୟ ଶିଳ୍ପର ଦୁଃଖ ବୋଲି କୁହାଯାଉଥିବା ମହାନଦୀ ମୁହାଣ ଅଞ୍ଚଳକୁ ପୁଣି ଥରେ ଖନନ କରାଯିବ। ଏହାକୁ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଖନନ କରିବେ। ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ଦେଶର ଅଗ୍ରଣୀ...

ପୀଡ଼ିତାଙ୍କ ବୟାନ ରେକର୍ଡ: ବଳାତ୍କାର ପରେ ବିବାହ କରି ପ୍ରତାରଣା; ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୧୧ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଓ ଗର୍ଭନଷ୍ଟ କରିବା ଘଟଣାରେ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ବାରିପଦାସ୍ଥିତ ଜିଲା ପୋକ୍‌ସୋ ଅଦାଲତକୁ ପଠାଇଛି। ଗିରଫ ଅଭିଯୁକ୍ତ ହେଲେ...

ହାତୀ ଆକ୍ରମଣରେ ଆହତ ଯୁବତୀଙ୍କ ମୃତ୍ୟୁ

ଠାକୁରମୁଣ୍ଡା,୧୧ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅନ୍ତର୍ଗତ ଚାଞ୍ଚବଣି ଗ୍ରାମରେ ଗତ ୧ ତାରିଖରେ ହାତୀ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବତୀ...

ଡମ୍ପର- ଭ୍ୟାନ ମୁହାଁମୁହିଁ: ୪ ଗୁରୁତର, ୨ ଗୋରୁ ମୃତ

ବଡ଼ସାହି,୧୧ା୧୨(ସ୍ବ.ପ୍ର)-ବଡ଼ସାହି-ବେତନଟୀ ରାସ୍ତାର ଘୁଷୁରିଆ ନିକଟରେ ମଙ୍ଗଳବାର ରାତି ୮ଟା ୪୫ମିନିଟ ସମୟରେ ଏକ ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ବାଲି ବୋଝେଇ ଡ଼ମ୍ପର ସହିତ ଗୋରୁ ବୋଝେଇ ପିକଅପ ଭ୍ୟାନର ମୁହଁାମୁହଁି ଧକ୍କା ହୋଇଥିଲା। ଆହତମାନଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri