ଆମ ଜିଲା ଖବର

ଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀ

ହାଟଡିହୀ, ୧୦।୧୨(ଡି.ଏନ.ଏ.)- ସମାଜସେବା କରିବା ସକାଶେ ଯୁବଗୋଷ୍ଠୀଙ୍କୁ ଉତ୍ସାହିତ କରି ବେଶ୍‌ ଚର୍ଚ୍ଚାକୁ ଆସିଛନ୍ତି ଉମାକାନ୍ତ। ସେ ନିଜ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଯୁବକଙ୍କୁ ଏକାଠି ନିଜ ଗ୍ରାମ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣରେ ମା’ ତାରିଣୀ ସେବା...

ଶଙ୍ଖାବାଲୀର ଶଙ୍ଖା, ଚୁଡ଼ି କିମିଆ

ଆରଡ଼ି, ୧୦।୧୨ (ଡି.ଏନ.ଏ.)- ଶଙ୍ଖା, ଚୁଡ଼ି, ସିନ୍ଦୂର ସୌଭାଗ୍ୟର ପ୍ରତୀକ। କାହିଁ କେଉଁ କାଳରୁ ବିବାହିତ ସଧବା ମହିଳାମାନେ ଏହାକୁ ପିନ୍ଧି ଆସୁଛନ୍ତି। ଆଜିକାଲି ହାଟବଜାରରେ ଲେଡିଜ କର୍ନ୍ନର ଓ ଫ୍ୟାଶନ ସେଣ୍ଟରରେ ଶଙ୍ଖାସିନ୍ଦୂର ଭଳି ନାନା ପ୍ରସାଧନ ସାମଗ୍ରୀ...

ଗୋପାଳନ ସବ୍‌ସିଡି ଯୋଜନା ବାଟବଣା

ଭଦ୍ରକ ଅଫିସ, ୧୦।୧୨- ଗୋପାଳନକୁ ପ୍ରୋତ୍ସାହନ ଦେବା ଲାଗି ସରକାର ବିଭିନ୍ନ ଯୋଜନା କରୁଥିବା ବେଳେ ଚାଷୀଙ୍କ ଆର୍ଥିକ ମାନଦଣ୍ଡ ଦୃଢ଼ କରିବା ପାଇଁ ସମବାୟ ସମିତି ମାଧ୍ୟମରେ ଋଣ ଯୋଗାଇ ଦେଉଛନ୍ତି। ଚାଷୀମାନେ ଋଣ ନେଇ କିସ୍ତି ପରିଶୋଧ...

ମାଈ ହାତୀ ମୃତଦେହ ଠାବ

ଉଦଳା,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ଅଧୀନ ଶିମିଳିପାଳ ଅଭାୟରଣ୍ୟର ପର୍ଯ୍ୟଟନସ୍ଥଳୀ ଦେଇ ପ୍ରବାହିତ ଦେଓ ନଦୀ କୂଳରେ ସୋମବାର ଗୋଟିଏ ମାଈ ହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗ କର୍ମଚାରୀ ଏବଂ ଶିମିଳିପାଳ ଏସଟିଆର୍‌ ଅଧିକାରୀମାନେ...

ଅଭିଯୁକ୍ତ ଗିରଫ, ବନ୍ଧୁକ ଜବତ

ବିଶୋଇ,୧୦ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳରେ ଶନିବାର ରାତିରେ ଗୁଳିକରି ମହିଳାଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାଶ ହୋଇଛି। ଭଜଣା ମୃତ୍ୟୁର ପ୍ରତିଶୋଧ ନେବା ପାଇଁ ଡାହାଣୀ ସନ୍ଦେହରେ ଅଭିଯୁକ୍ତ ଏହିପରି ଜଘନ୍ୟ କାଣ୍ଡ ଘଟାଇଥିବା ପୋଲିସ କହିଛି।...

ଜାତୀୟ ରାଜପଥ ମାନ୍ୟତା ପାଇଁ ଦାବିପତ୍ର

କପ୍ତିପଦା,୧୦ା୧୨(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଦେଇ ଟି.ଡି.ପି.ୟୁ ଏମ.ବି.ଆର(ଠାକୁରମୁଣ୍ଡା, ଡଙ୍ଗାଡିହା, ପୋଡାଡିହା,ଉଦଳା,ମାଣତ୍ରୀ,ବୈଶିଙ୍ଗା ଓ ରୂପସା) ଏମଡିଆର-୭୦ ଏକ ରାସ୍ତା ରହିଛି। ଏହି ରାସ୍ତାକୁ ଜାତୀୟ ରାଜପଥର ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଦୀପ କୁମାର ରାଉତ,...

ରେଳଷ୍ଟେଶନ ପରିସରରୁ ଜବରଦଖଲ ଉଚ୍ଛେଦ

ବେତନଟୀ,୧୦ା୧୨(ଡି.ଏନ୍‌.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ ବିଭାଗ ବାଲେଶ୍ୱର କାର୍ଯ୍ୟାଳୟର ସହକାରୀ ଡିଭିଜନାଲ ଇଞ୍ଜିନିୟରଙ୍କ ପକ୍ଷରୁ ଜବରଦଖଲକାରୀଙ୍କୁ ଗତ...

ଶ୍ରଦ୍ଧାପୁର ଉପନିର୍ବାଚନରେ ବିଶୃଙ୍ଖଳା ଘଟଣା: କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶିକ୍ଷକଙ୍କ ମେଳି

ଭୋଗରାଇ, ୧୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା, ଭୋଟବାକ୍ସ ଖୋଲା ଓ ଭାଙ୍ଗିବା ଘଟଣା ଅଭିଯୋଗ ହେବା ପରେ କାର୍ଯ୍ୟରେ ଅବହେଳା କରିଥିବା ୬ଜଣ ଶିକ୍ଷକଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାନୁଷ୍ଠାନ ନେବା ପରେ ଭୋଗରାଇ ପ୍ରଥମରୁ...

ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ...

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ ଥିବାବେଳେ ଡାହାଣ କାନକୁ ଅଳ୍ପ ଶୁଭୁଛି। ଫଳରେ ପାଠ ପଢାରେ ସମସ୍ୟା...

ଦୁଇଟି ସ୍ଥାନରେ ହାଟକୁ ବିରୋଧ, ରାସ୍ତା ଅବରୋଧ

ରାଇକିଆ,୧୦ା୧୨(ଡ଼ି.ଏନ.ଏ)-ରାଇକିଆ ସାପ୍ତାହିକ ହାଟ ସୋମବାର ଦୁଇଟି ସ୍ଥାନରେ ଏକା ସମୟରେ ଚାଲୁଛି। ହାଟକୁ ଆସୁଥିବା ବ୍ୟବସାୟୀମାନେ ଏହାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ୧୮ ତାରିଖରେ...

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫ ଡିଗ୍ରୀ ରହିଥିବାବେଳେ ଅପରାହ୍ନ ୫ଟା ସୁଦ୍ଧା ୧୩ଡିଗ୍ରୀରେ ପହଞ୍ଚତ୍ଛି। ସେହିପରି ସର୍ବାଧିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri