ଆମ ଜିଲା ଖବର

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫ ଡିଗ୍ରୀ ରହିଥିବାବେଳେ ଅପରାହ୍ନ ୫ଟା ସୁଦ୍ଧା ୧୩ଡିଗ୍ରୀରେ ପହଞ୍ଚତ୍ଛି। ସେହିପରି ସର୍ବାଧିକ...

ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ଜି.ଉଦୟଗିରି ପୋଲିସ ନଂ. ୧୩୧/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।...

ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ:୭ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୦।୧୨: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧୀନ ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ହେରାଫେରି ହେଉଛି। ଗତ ଜୁଲାଇରେ ଇଞ୍ଜିନିୟର୍ସ ଅଥରିଟି ପକ୍ଷରୁ ହୋଇଥିବା ତଦନ୍ତ ରିପୋର୍ଟରେ...

ମହିଳାଙ୍କୁ ଗଣବଳାତ୍କାର ଘଟଣା:୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧୦।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଇଁଠାପାଲି ଥାନା ଅଞ୍ଚଳର ଶିବ ଶଙ୍କର ନାଏକ(୨୫), ଡୋଲାମଣୀ ଭୋଇ...

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି (ସିଜେଏମ୍‌) ରଞ୍ଜିତା ଜ୍ୟୋତିଷି ଦୋଷୀ ଯୁବକଙ୍କୁ ୫ ବର୍ଷ ସଶ୍ରମ...

ପୃଥକ୍‌ ଦୁର୍ଘଟଣାରେ ୨ ମୃତ

ଛତ୍ରପୁର,୧୦ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଏକ ବାଇକ୍‌ ଡିଭାଇଡରରେ ପିଟିହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତ...

କୋରମ୍‌ ଅଭାବରୁ ପଞ୍ଚାୟତ ବୈଠକ ବାତିଲ

ପାତ୍ରପୁର, ୧୦ା୧୨ (ଡି.ଏନ୍‌.ଏ.): ପାତ୍ରପୁର ପଞ୍ଚାୟତ କାର୍ଯ୍ୟାଳୟରେ ସେମାବାର ଚାଲିଥିବା ବୈଠକକୁ କୋରମ୍‌ ଅଭାବରୁ ବାତିଲ୍‌ କରାଯାଇଥିବା ଜଣାପଡ଼ିଛି। ୩ ସନ୍ତାନ ଥିବା ଦର୍ଶାଇ ପରାଜିତ ସରପଞ୍ଚ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଦାଲତରେ ମାମଲା ରୁଜୁ କରିଥିଲେ। ଗତ...

୮ ଦିନରେ ୫୫୨ ଚାଳକଙ୍କୁ ୫.୫୫ ଲକ୍ଷ ଟଙ୍କାର ଚାଲାଣ

ବ୍ରହ୍ମପୁର ଅଫିସ,୧୦ା୧୨-ସଡକ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ କରିବା ଉଦ୍ଦେଶ୍ୟ ନେଇ ସରକାର ଟ୍ରାଫିକ ନିୟମ ସଂଶୋଧନ କରିଥିଲେ। ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ସାରା ଭାରତ ବର୍ଷରେ ଲାଗୁ ହୋଇଥିଲା। ଓଡ଼ିଶାରେ ଏହି ନିୟମ ଲାଗୁ ବେଳେ ପୋଲିସ...

ଦମ୍ପତିଙ୍କ ଉପରେ ଓଲଟିଲା କ୍ରୋମ ବୋଝେଇ ଟିପ୍ପର

କଳିଙ୍ଗନଗର/ଡୁବୁରୀ, ୧୦।୧୨(ଡି.ଏନ.ଏ):ଯାଜପୁର ଜିଲା କଳିଙ୍ଗନଗର ଥାନା ପଙ୍କପାଳ ବଙ୍ଗଳା ଛକ ନିକଟରେ ସୋମବାର ଏକ କ୍ରୋମ ବୋଝେଇ ଟିପ୍ପର ଏକ ବାଇକ୍‌କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଫଳରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଦମ୍ପତି କ୍ରୋମ ତଳେ ଚାପି...

ଦାୟିତ୍ୱ ନେଲେ ଡିଜିପି ଅଭୟ: ୬ ଦିଗ ଉପରେ ଦେବେ ପ୍ରାଧାନ୍ୟ

କଟକ ଅଫିସ, ୧୦।୧୨:ରାଜ୍ୟରେ ଆଉ ଚାଲିବନି ମାଫିଆ ରାଜ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟ ସୋମବାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ...

ବୋମା ପକାଇ ବ୍ୟବସାୟୀଙ୍କୁ ଧମକ: ୩ ଅଟକ, ୨ ବାଇକ୍‌ ଓ ବୋମା ଜବତ

ଖଣ୍ଡପଡା,୧୦ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଦୁର୍ଗା ବଜାରରେ ସୋମବାର ବୋମା ପକାଇ ବ୍ୟବସାୟୀଙ୍କୁ ଧମକ ଦେବା ଘଟଣାରେ ପୋଲିସ ୩ଜଣଙ୍କୁ ଥାନାରେ ଅଟକ ରଖିବା ସହ ୨ଟି ବାଇକ୍‌ ଜବତ କରିଛି। ଦୁର୍ଗା ବଜାରରେ ବ୍ୟବସାୟୀ ଶରତ ମହାପାତ୍ରଙ୍କ ଦୋକାନ...

ଶିମିଳିସାହିର ଶିମିଳିଝରଣା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ପ୍ରାକୃତିକ ପରିବେଶ

ନୟାଗଡ଼ ଅଫିସ,୧୦ା୧୨: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କଜଳାଇପଲ୍ଲୀ ପଞ୍ଚାୟତ ଶିମିଳିସାହିର ଶିମିଳି ଝରଣା ବର୍ତ୍ତମାନ ପର୍ଯ୍ୟଟନସ୍ଥଳୀ ପାଲଟିଛି। ବିଶେଷକରି ଶୀତ ଦିନ ଆରମ୍ଭ ହୋଇଯାଇଥିବାରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଛୁଟି ଦିନରେ ମଧ୍ୟ ଆଖପାଖ ବିଭିନ୍ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri