ଆମ ଜିଲା ଖବର

କ୍ୟାମ୍ପସ୍‌ ହାଲଚାଲ୍‌: ପରୀକ୍ଷାଠୁ ପିକ୍‌ନିକ୍‌ ଯାଏ ଚାଲିଛି ଚର୍ଚ୍ଚା

କଟକ ଅଫିସ,୯ା୧୨- ସୋସିଆଲ ମିଡ଼ିଆ ସହ ଅଧିକ ମାତ୍ରାରେ ଜଡ଼ିତ ଯୁବପିଢ଼ି। ଏହି ଜରିଆରେ ଯୁବପିଢିଙ୍କ ପାଖରେ ଦେଶବିଦେଶର ଖବର ସବୁବେଳେ ମହଜୁଦ। ଘଟଣା ହେଉ କି ଦୁର୍ଘଟଣା, ଦେଶର ରାଜନୀତି ହେଉ କି ଅର୍ଥନୀତି। ସବୁ ପ୍ରସଙ୍ଗରେ ଯୁବପିଢି...

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ: ଉତ୍ତେଜନା, ରାଜପଥ ଅବରୋଧ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ସହରସ୍ଥିତ ଅଗ୍ନିଶମ ବିଭାଗ ଛକରେ ଶନିବାର ଏକ ଦୁର୍ଘଟଣାରେ ସୌଭାଗ୍ୟନଗରର ଦୋଳ ଗୋଚ୍ଛାୟତ(୩୨)ଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ସେମାନେ ରାଜପଥ...

ନୋଟ୍‌ ବଦଳ ପାଇଁ କମିଶନ ୨ଲକ୍ଷ ଠକେଇ: ୪ ଗିରଫ

କଟକ ଅଫିସ,୯ା୧୨: ପୁରୀସ୍ଥିତ ଏକ ମଠର କର୍ମଚାରୀ ପରିଚୟ ଦେଇ ନୋଟ୍‌ ଏକ୍ସଚେଞ୍ଜ କରିବା ପାଇଁ କମିଶନ ଦେବାକୁ କହି ୨ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ୪ ଆନ୍ତଃଜିଲା ଠକଙ୍କୁ ଚାଉଳିଆଗଞ୍ଜ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ...

ହର୍ବାଲ୍‌ ପ୍ରଡକ୍ଟ ଦେଇଛି ମହିଳାଙ୍କୁ ରୋଜଗାର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସାମାଜିକ ଓ ଆର୍ଥତ୍କ ବିକାଶ ପାଇଁ ମହିଳାମାନେ ବହୁ ପରିଶ୍ରମ କରୁଛନ୍ତି।...

ଦୁର୍ଘଟଣାରେ ଜଣେ ମୃତ, ୫ ଗୁରୁତର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ଛକରେ ରବିବାର ଅପରାହ୍ନରେ ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଭ୍ରମରବାଡ଼ି ପଞ୍ଚାୟତ କେରୁବାଡ଼ି ଅଞ୍ଚଳର ମଙ୍ଗୁଳିଆ...

ନାଳ, ଚୁଆ ପାଣି ପିଉଛନ୍ତି ଅଙ୍ଗନୱାଡି ଶିଶୁ

ଫିରିଙ୍ଗିଆ,୯ା୧୨-ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗଁ। ପଞ୍ଚାୟତର ଗୁଖୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଫଳରେ ନିକଟସ୍ଥ ନାଳ ଓ ଚୂଆ ଉପରେ ନିର୍ଭର କରିବାକୁ ପଡୁଛି। ରୋଷେଇ ପାଇଁ ମଧ୍ୟ ଏହି ପାଣି ବ୍ୟବହାର କରାଯାଉଛି।...

କାର୍ଯ୍ୟକାରୀ ହେଲା ମନ୍ତ୍ରୀଙ୍କ ନିର୍ଦ୍ଦେଶ: କୁଡିପୁଞ୍ଜା ସେବାଶ୍ରମ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ଫୁଲବାଣୀ ଅଫିସ,୯ା୧୨- କନ୍ଧମାଳ ଜିଲା ଗସ୍ତରେ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମାସେ ପୂର୍ବରୁ ଆସି ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ଏହି ସମୟରେ ଫୁଲବାଣୀ ବ୍ଲକ...

ଛତ୍ରପୁର ମହୋତ୍ସବ ଉଦ୍‌ଯାପିତ

ଛତ୍ରପୁର୯ା୧୨(ଡି.ଏନ୍‌.ଏ.)-ଗତ ୫ଦିନ ଧରି ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ଛତ୍ରପୁର ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ  । ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ...

ଅନିଶ୍ଚିତତାରେ ସିଟି ବସ୍‌ଷ୍ଟାଣ୍ଡ ପୁନଃ ନିର୍ମାଣ

ବ୍ରହ୍ମପୁର ଅଫିସ,୯ା୧୨-ବ୍ରହ୍ମପୁର ସିଟି ବସଷ୍ଟାଣ୍ଡର ମରାମତି ତଥା ପୁନଃନିର୍ମାଣ କାର୍ଯ୍ୟକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗତ ୨୬ ତାରିଖରେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବସଷ୍ଟାଣ୍ଡ ପରିସରର ବିଭିନ୍ନ ରାସ୍ତା ମରାମତି ପାଇଁ ଜେସିବି ଦ୍ୱାରା ଖୋଳାଯାଇଛି।...

ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ହତ୍ୟା ଉଦ୍ୟମ: ଜେଲ ଗଲେ ଓଏପିଏଫ୍‌ କନ୍‌ଷ୍ଟେବଳ

ବ୍ରହ୍ମପୁର ଅଫିସ,୯ା୧୨-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେବା ସହ ବଳପୂର୍ବକ ଗର୍ଭପାତ କରାଇବା ଓ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜଣେ ଓଏପିଏଫ କନ୍‌ଷ୍ଟେବଳଙ୍କୁ ବ୍ରହ୍ମପୁର ମହିଳା ଥାନା ପୋଲିସ ରବିବାର ଗିରଫ କରିଛି। ସେ ହେଲେ ଗଜପତି ଜିଲା ସେରଙ୍ଗ...

ପାଟପୁରରେ ପୁଣି ଲଜ୍ୟା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ; ଗ୍ରାମର ମୁଖିଆ ଅଟକ

ପାଟପୁର,୯ା୧୨- ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଏକ ଗାଁରେ ଜଣେ ୬ ବର୍ଷୀୟା ବାଳିକାଙ୍କୁୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ ପାଟପୁର ପୋଲିସ ନଂ. ୨୬୩/୧୯ରେ ମାମଲା ରୁଜୁ କରି ଉକ୍ତ ଗ୍ରାମର ମୁଖିଆ...

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ

ବ୍ରହ୍ମପୁର ଅଫିସ୍‌,୯ା୧୨-ଖୁବ୍‌ କମ୍‌ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ ମିଳିଯାଇଛନ୍ତି ଜଣେ ଜୀବନ ସାଥୀ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri