ଆମ ଜିଲା ଖବର

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ...

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର ସମୀକ୍ଷା କରିଛନ୍ତି ଜିଲାପାଳ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପୁରୀ...

ସରକାରଙ୍କ ନିକଟରୁ ପହଞ୍ଚିଲା ଚିଠି: ଅନୁଗୋଳର ୩୫୫ ମେଧାବୀଙ୍କୁ ମିଳିବ ଲାପ୍‌ଟପ୍‌

ବନ୍ତଳା, ୮ା୧୨(ଡି.ଏନ.ଏ.) ୨୦୧୮ ଶିକ୍ଷାବର୍ଷରେ ଯୁକ୍ତ ୨ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଅନୁଗୋଳ ଜିଲାର ପ୍ରାୟ ୩୫୫ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ ଲାପ୍‌ଟପ ଯୋଗାଇ ଦିଆଯିବ। ଏ ସମ୍ପର୍କିତ ଚିଠି ଶନିବାର ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟରେ...

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ ହେଉ ନା କାହିଁକି ବହି ପୁସ୍ତକ ନିଶ୍ଚୟ ତିଷ୍ଠି ରହିବ। ଜ୍ଞାନ,...

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଢେଙ୍କାନାଳ ଗସ୍ତ ‘୫୫ନଂ. ଏନ୍‌ଏଚ୍‌ କାମ ଶୀଘ୍ର ସାର’

ଢେଙ୍କାନାଳ ଅଫିସ, ୮।୧୨ –  ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶନିବାର ଢେଙ୍କାନାଳ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ପରିଦର୍ଶନ କରିଛନ୍ତି। ଅପରାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ...

ରୋଗୀଙ୍କ ସହ ଫୋନ୍‌ରେ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କ ବ୍ୟବହାର, ନିରାମୟ ଯୋଜନାରେ ମାଗଣା...

ମଣ୍ଟଫୋର୍ଟ ସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ: ଅପସଂସ୍କୃତିଠାରୁ ଦୂରେଇ ରୁହ

ଢେଙ୍କାନାଳ ଅଫିସ, ୮।୧୨ – ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ ବହୁ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିଙ୍କ ଉଦ୍ୟମ ପ୍ରଶଂସନୀୟ। ଆଜିର ସମୟରେ ସଂସ୍କୃତି ଏବଂ ଭାଷାକୁ...

ଲେଦ୍‌ ଫିଟିଂ ସହ କଳାରେ ମନ

ଅନୁଗୋଳ ବ୍ଲକ ଚନ୍ଦ୍ରବାହାଳ ଗ୍ରାମର ଧ୍ରୁବଚରଣ ଦାସଙ୍କ ପୁଅ କ୍ଷୀରୋଦ ଦାସ(୩୦) ପେଶାରେ ଜଣେ ଲେଦ୍‌ ଫିଟର। ହେଲେ ତାଙ୍କ ନିଶା କଳା ପରିବେଷଣରେ। ବାପା, ମାଆ, ସ୍ତ୍ରୀ, ଝିଅ ଓ ପୁଅଙ୍କୁ ନେଇ ସଂସାର ସମ୍ଭାଳୁଥିବା କ୍ଷୀରୋଦ ଯୁକ୍ତ...

ନନ୍ଦନକାନନରୁ ଚନ୍ଦକା ଗଲେ ୭ ହରିଣ

ବାରଙ୍ଗ,୮ା୧୨(ଡି.ଏନ୍‌.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ ୧୯ଟି ଚିତ୍ରାହରିଣ ଛଡ଼ାଗଲାଣି। ନନ୍ଦନକାନନରେ ଥିବା ଏନକ୍ଲୋଜର ସାଙ୍ଗକୁ ଏହାର ପରିସରରେ ଅଧିକ...

ସାତକୋଶିଆ ମହୋତ୍ସବ ଉଦ୍‌ଘାଟିତ: ଦର୍ଶକଙ୍କ କରତାଳି ହିଁ ପ୍ରକୃତ ସମ୍ମାନ: ଅରୁଣା

ଅନୁଗୋଳ ଅଫିସ, ୮।୧୨ – ଓଡ଼ିଶୀ ନୃତ୍ୟରେ ପରିଚୟ ପାଇଛି। ଲୋକଙ୍କ ଠାରୁ ସ୍ନେହ, ଶ୍ରଦ୍ଧା ଓ ସମ୍ମାନ ମିଳିଛି। କିନ୍ତୁ ଦର୍ଶକଙ୍କ କରତାଳି ହିଁ ମୋ ପାଇଁ ପ୍ରକୃତ ସମ୍ମାନ ବୋଲି ପଦ୍ମଶ୍ରୀ ଅରୁଣା ମହାନ୍ତି ମତବ୍ୟକ୍ତ କରିଛନ୍ତି।...

ରାଜ୍ୟ ମହିଳା ଆୟୋଗ ପକ୍ଷରୁ ଆଇନ ସଚେତନତା କର୍ମଶାଳା ‘ନାରୀ ବିନା ସୁନ୍ଦର ସମାଜ ଅସମ୍ଭବ’

ଅନୁଗୋଳ ଅଫିସ, ୮।୧୨ – ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନ ପାଇଁ ପୁରୁଷ ଓ ନାରୀଙ୍କ ସମାନ ଭୂମିକା ରହିଛି। ନାରୀ ବିନା ଏହା ସମ୍ଭବ ହେବନାହିଁ। ସମାଜରେ ସ୍ବାଭିମାନର ସହ ବଞ୍ଚତ୍ବା ନାରୀମାନଙ୍କ ସାମ୍ବିଧାନିକ ଅଧିକାର।...

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ ଟେକ୍ନୋଲୋଜି ଆପ୍ଲିକେଶନରେ ଏହି କଲେଜର ଛାତ୍ରୀଛାତ୍ର ୨ୟ ରନର୍ସ ଅପ୍‌ ହୋଇ ପାରିଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri