ଆମ ଜିଲା ଖବର

ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣାର ପର୍ଦ୍ଦାଫାଶ ଅର୍ଥ ଲୋଭ, ଋଣ ନ ଶୁଝିବାରୁ ହତ୍ୟା

ଶେରଗଡ଼,୮ା୧୨(ଡି.ଏନ୍‌.ଏ.) -ଶେରଗଡ ବ୍ଲକ ବାରସିଙ୍ଗି ଗ୍ରାମରେ ଗତ ୨୭ ତାରିଖ ରାତିରେ କବିତା ସେଠୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିଲା। ଏହି ଘଟଣାର ଫର୍ଦ୍ଦାଫାସ କରିଛି ବଡଗଡ ପୋଲିସ। ମୁଖ୍ୟ ଅଭିଯୁକ୍ତ ବାରସିଙ୍ଗି ଗ୍ରାମର ଶିବ ସେଠୀ ଶନିବାର ସୁରଟ...

୭.୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଜଗତ୍‌ସିଂହପୁର ଅଫିସ, ୮ା୧୨: ଜଗତ୍‌ସିଂହପୁର ସହରରେ ବ୍ରାଉନ ସୁଗାର ରାକେଟ୍‌ ସକ୍ରିୟ ରହିଛି। ଅତୀତରେ ପୃଥକ୍‌ ସ୍ଥାନରେ ଚଢାଉ ହୋଇଥିଲେ ସୁଦ୍ଧା ଆଶାଜନକ ସଫଳତା ମିଳିପାରି ନ ଥିଲା। ମାତ୍ର ଶନିବାର ଜଣେ ବ୍ୟକ୍ତିଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର...

ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରାଙ୍କୁ ଉଚ୍ଚ ପ୍ରଶଂସା

ବାଲିଆ,୮ା୧୨: କୋଣାର୍କ ମହୋତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ୫ଦିନ ବ୍ୟାପୀ ଅନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିରିଡି ବ୍ଲକ ଅଧୀନ ମଧ୍ୟଶାସନ ଗ୍ରାମର ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରା ଯୋଗଦେଇ କଳା ପ୍ରଦର୍ଶନ କରିଥିଲେ।...

ଅଧାରେ ଅଟକିଛି ପାଇପ୍‌ ବିଛା କାର୍ଯ୍ୟ -୨ ବିଭାଗର ସମନ୍ବୟ ଅଭାବ ଯୋଗୁ ହୋଇପାରୁନି କାର୍ଯ୍ୟ

ନାଉଗଁ। ,୮ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ଏକ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ୩୬୦ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପ...

ମହାନଦୀରେ ବୁଡ଼ି ହାତୀ ଶାବକ ମୃତ

  ସୋନପୁର/ଉଲୁଣ୍ଡା, ୮।୧୨(ନି.ପ୍ର./ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ମହାନଦୀର ବାଘପାଲି ଘାଟ ନିକଟ ପାଣିରେ ବୁଡ଼ି ଏକ ହାତୀ ଶାବକର ମୃତ୍ୟୁ ହୋଇଛି। ଶନିବାର ସକାଳ ୬ଟାରେ ଏହି ଘଟଣା ଘଟିଛି । ମୃତ ଅଣ୍ଡିରା ହାତୀ...

ଟ୍ରାନ୍ସଫର୍ମର ବସ୍‌ବାର ୨ ବଛର ବିତ୍‌ଲା: ବିଦ୍ୟୁତ୍‌ ସେବାରୁ ବଁଚିତ୍‌ ୩୦ ପରିବାର

  କର୍ଲାମୁଣ୍ଡା, ୭ା୧୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଁଚେତ୍‌ ଧଅଁରାଖମନ ଗଁାର ଲୋକ୍‌ ସଂଖ୍ୟା ପାଖାପାଖି ୪ଶହ। ଗଁାଟା ବଲାଙ୍ଗୀର ଜିଲା ସୀମାନାରେ ରହିଛେ। ସେନ୍‌ତା ବ୍ଲକ ସଦରନୁ ଗଁାଟା ୨୦ କି.ମି. ଦୂରିଆଥି ରହିଛେ।...

ବିପଦ୍‌ ଅବସ୍‌ତାରେ ସ୍କୁଲ କୁଠା: ଭଡ଼ାରେ ଆବାସ ଘରେ ଚାଲିଛେ ପାଠ୍‌ପଢ଼ା

  ଭବାନୀପାଟଣା, ୮ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍‌ ସାପଚଞ୍ଚଡ଼ା ପ୍ରାଥମିକ ସ୍କୁଲ କୁଠା ବିପଦ୍‌ ଅବସ୍‌ତାରେ ରହିଛେ। ଏନ୍‌ତାଥି ପାଖାପାଖି ୨ ବଛର ହେଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତିଆରି ଗୁଟେ ଘରେ ପାଠ୍‌ପଢ଼ା...

କାମେ ନାଇଁ ଲାଗବାର ଯାତ୍ରୀ ପ୍ରତିକ୍ଷାଳୟ

  ଗଣ୍ଡତୁରୁମ, ୮।୧୨ (ଡି.ଏନ.ଏ)- ରଏଜ୍‌ ସରକାର ଲୁକ୍‌କର ଯିବାର ଆଏବାର ସୁବିଧା ଲାଗି ରାସ୍‌ତାଘାଟ ତିଆର କରୁଛନ୍‌। ସେନ୍‌ତା ବସ୍‌ଷ୍ଟାଣ୍ଡ, ଭିନେ ଭିନେ ଗଁାଗଁଡ଼ାର ଛକେ ଗାଡ଼ିମଟର ଟାକ୍‌ବାକେ ଲୁକ୍‌କର ଲାଗି ଯାତ୍ରୀ ପ୍ରତିକ୍ଷାଳୟ ତିଆର କରୁଛନ୍‌। ହେଲେ...

ଦୁରଦିନରେ ବୁରୁଧ୍‌ ଦମ୍ପତି: ରାଧାଗୋବିନ୍ଦକଁର ଚିକିଛା ଲାଗି ଟଁକା ଅଭାବ୍‌

  ଲୋଇସିଂହା, ୮।୧୨(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର କୁମ୍ଭାରପଡ଼ାର ରାଧାଗୋବିନ୍ଦ ପୁଟେଲ(୭୦)। ମାଏକିନା ଭଗବତୀ ଆର ପଁାଚ୍‌ ପୁଓକୁଁ ନେଇ ତାକର ପରିବାର ହସଖୁସିରେ ଚାଲିଥିଲା। ରାଧାଗୋବିନ୍ଦ ଆର ଭଗବତୀ ଦୁଖ୍‌ସୁଖ କରି କୁଟୁମ ପୁଷୁଥିଲେ। ହେଲେ...

ସାନ ୨ ଭାଇଙ୍କୁ ଆକ୍ରମଣ ମାମଲା: ବଡ଼ ଭାଇ ଗଲେ ଜେଲ

ଦିଗପହଣ୍ଡି,୭ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମଙ୍ଗରାଜପୁର ଗ୍ରାମରେ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ୨ ଭାଇଙ୍କୁ ଗତ ରବିବାର ସକାଳେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ମାମଲା ନଂ.୨୫୫/୧୯ରେ ଅନୁଯାୟୀ ଅଭିଯୁକ୍ତ ବଡ଼ ଭାଇ ଏମ୍‌.ଟୁକୁନା ରେଡ୍ଡୀଙ୍କୁ ଶନିବାର ପୋଲିସ କୋର୍ଟ ଚାଲାଣ...

ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା

ବୁଗୁଡ଼ା,୭ା୧୨(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ମତାଝରି ଗ୍ରାମରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଜଳିଯାଇଛି । ଘର ନିକଟ ଅଳିଆ ଗଦାରୁ ନିଆଁ ବାହାରି ଉକ୍ତ ଗ୍ରାମର ଅମି ପ୍ରଧାନ, ଭାନୁ ପ୍ରଧାନ ଓ ବିଜୟ...

ଜିଲା ଯୁବ ମହୋତ୍ସବ ଉଦ୍‌ଘାଟିତ

ଫୁଲବାଣୀ ଅଫିସ, ୭ା୧୨- କନ୍ଧମାଳ ଷ୍ଟାଡିୟମରେ ଜିଲା ଯୁବ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡା ବିଧାୟକ ଚକ୍ରମଣୀ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ଆଥ୍‌ଲେଟିକ ଆସୋସିଏଶନ ସମ୍ପାଦକ ଶିବ ପ୍ରସାଦ ତ୍ରିପାଠୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri