ଆମ ଜିଲା ଖବର

ପୋଖରୀରେ ବୁଡି ଯୁବକ ମୃତ

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ରରୁଆଁ ଥାନା ଅନ୍ତର୍ଗତ ଜାମୁଦାପାଳ ଗ୍ରାମ ପୋଖରୀରେ ବୁଡ଼ି ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତ୍ୟାନନ୍ଦ ସାହୁ(୩୨)। ଶୌଚ ହେବାକୁ ପୋଖରୀକୁ ଯାଇ ସେ ପାଣିରେ ବୁଡ଼ି...

ଖଇରାରେ କର୍ନାଟକ ପୋଲିସ

ଖଇରା, ୬।୧୨(ଡି.ଏନ.ଏ.)-କର୍ନାଟକ ଓ ପଶ୍ଚିମବଙ୍ଗ ସିବିଆଇର ଏକ ମିଳିତ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ ଖଇରା ଥାନାରେ ପହଞ୍ଚିଛନ୍ତି। ୨ଜଣ ଇନ୍ସପେକ୍ଟରଙ୍କ ତତ୍ତ୍ୱାବଧାନରେ ଟିମ୍‌ ଖଇରାରେ ପହଞ୍ଚିବା ପରେ ଗଣ୍ଡିବେଡ ଯାଇ ସେଠାରୁ ରାଧାକ୍ରିଷ୍ଣ ଗହଣା ଦୋକାନ ମାଲିକ ଶ୍ରୀକାନ୍ତ ଜେନାଙ୍କୁ...

ନୀଳଗିରି ଡାକ୍ତରଖାନାରେ ରୋଗୀଙ୍କୁ ମିଳିଲା ରନ୍ଧାଖାଦ୍ୟ

ସଜନାଗଡ଼, ୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଡାକ୍ତରଖାନାରେ ଦୀର୍ଘଦିନ ଧରି ଶୁଖିଲା ଖାଦ୍ୟ ଦିଆଯାଉଥିଲା। ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ଉପସ୍ଥିତିରେ ଶୁକ୍ରବାରଠାରୁ ଡାକ୍ତରଖାନା ପରିସରରେ ରୋଗୀମାନଙ୍କୁ ରନ୍ଧା ଖାଦ୍ୟ ଦେବାର ବ୍ୟବସ୍ଥା ଆରମ୍ଭ ହୋଇଛି। ନୀଳଗିରି ଉପଜିଲାପାଳ...

ଅଦିନିଆ ରଥଯାତ୍ରା: ନିକୁଞ୍ଜ ଟ୍ରଷ୍ଟ ବିରୋଧରେ ଏତଲା

ପୁରୀ ଅଫିସ, ୬ା୧୨: ଅଦିନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବିଭିନ୍ନ ସମୟରେ ନଜରକୁ ଆସୁଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଘୋର ଅପମାନ। ତେଣୁ ଏହାକୁ ନେଇ ଶ୍ରୀଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିବାଦ...

ପିସିସି ସଭାପତି ରହିବେ ନିରଞ୍ଜନ: ରୁଦ୍ର ରାଜୁ

ପୁରୀ ଅଫିସ, ୬ା୧୨: ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦବୀକୁ ନେଇ କଂଗ୍ରେସ ଦଳରେ ଯେଉଁ କନ୍ଦଳ ଚାଲିଛି ସେଥିରେ ନୂଆ ଟୁଇଷ୍ଟ ଆଣିଛନ୍ତି ଏଆଇସିସି ସମ୍ପାଦକ ରୁଦ୍ର ରାଜୁ। ଶୁକ୍ରବାର ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଦଳର...

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଛନ୍ତି। ସେହିପରି କରପଡ଼ା ଗାଁର ବିଜୟ ସେଠୀ(୪୫)ଙ୍କୁ...

ବିଚ୍ଛିନାଞ୍ଚଳରେ ଯୋଗାଇ ଦିଆଯିବ ଜରୁରିକାଳୀନ ସ୍ବାସ୍ଥ୍ୟସେବା: ପହଞ୍ଚିଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବିଚ୍ଛିନାଞ୍ଚଳର ପଣସପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ହଜାର ହଜାର ଜନସାଧାରଣ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଜୀବନ କାଟିଥାନ୍ତି। ଏପରିକି ଉକ୍ତ ଅଞ୍ଚଳକୁ ଗମନାଗମନର ସୁବିଧା ନ...

ବୃଦ୍ଧଙ୍କଠାରୁ ୫୦ ହଜାର ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ

ହାଟିଡିହି,୬।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଞ୍ଚୋ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଶାଖାରୁ ଶୁକ୍ରବାର ଅପରାହ୍ନରେ ଜଣେ ବୃଦ୍ଧ ୫୦ ହଜାର ଟଙ୍କା ଉଠାଣ କରି ଆସୁଥିବାବେଳେ ଲୁଟେରାମାନେ ଛଡ଼ାଇ ନେଇଛନ୍ତି। ସୂଚନାଯୋଗ୍ୟ, ସୋସୋ ଥାନା ଅନ୍ତର୍ଗତ ମଙ୍ଗୁଳୁ ନାହାକ...

ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଘର ଭାଙ୍ଗି ଲୁଟିନେଲେ ଟଙ୍କା, ଖାଦ୍ୟ ସାମଗ୍ରୀ; ଶୀତଦିନେ ଗଛ ତଳେ ଆଶ୍ରୟ ନେଲେ ପରିବାର

ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇଙ୍କ ଘରୁ ଲୁଟ୍‌ ହୋଇଛି। ଘରୁ ୭ହଜାର ଟଙ୍କା, ଚାଉଳ, ଗହମ ଆଦି ଖାଦ୍ୟ ସାମଗ୍ରୀ ଲୁଟ୍‌ କରିବା ସହ ତାଙ୍କର...

୪୦ ଟଙ୍କାରେ ପିଆଜ ବିକି ଦରଦାମ୍‌ ବୃଦ୍ଧିର ପ୍ରତିବାଦ କଲା ଜିଲା ନଗର କଂଗ୍ରେସ

ବଲାଙ୍ଗୀର ଅଫିସ୍‌,୬।୧୨: ବଲାଙ୍ଗୀର ଜିଲା ନଗର କଂଗ୍ରେସ କମିଟି ପକ୍ଷରୁ ରାଜ୍ୟ ଓ କେନ୍ଦ୍ର ସରକାର ଅହେତୁକ ପିଆଜର ଦରଦାମ୍‌ ବୃଦ୍ଧି ଓ ଅଭାବ ନେଇ ଶୁକ୍ରବାର ଅଭିନବ ଉପାୟରେ ପ୍ରତିବାଦ କରାଯାଇଛି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

ରାଜ୍ୟ ଖାଦ୍ୟ ସୁରକ୍ଷା ସେବା ଯୋଜନାରେ ୬୬୦ ହିତାଧିକାରୀ ସାମିଲ

ସାକ୍ଷୀଗୋପାଳ,୬।୧୨(ଡି.ଏନ୍‌.ଏ.) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପଡ଼ିଥିବା ୬୬୦ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ସେବାରେ ସାମିଲ କରାଯାଇଛି। ଏହ ସମସ୍ତ ପରିବାରକୁ ୧ ଟଙ୍କାରେ ଚାଉଳ ଯୋଗାଇ ଦିଆଯିବ। ସତ୍ୟବାଦୀ ବ୍ଲକ କର୍ଯ୍ୟାଳୟରେ ସତ୍ୟବାଦୀ ବିଧାୟକ...

ବଲାଙ୍ଗୀରରେ ୫୭ ତମ ଗୃହରକ୍ଷୀ ଦିବସ ପାଳିତ

ବଲାଙ୍ଗୀର ଅଫିସ୍‌,୬।୧୨: ବଲାଙ୍ଗୀର ଜିଲା ମନୋହରପୁର ପୋଲିସ ପଡ଼ିଆଠାରେ ୫୭ତମ ଗୃହରକ୍ଷୀ ଦିବସ ଓ ପରେଡ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସଶସ୍ତ୍ର ଗୃହରକ୍ଷୀ ଓ ସାଧାରଣ ଗୃହରକ୍ଷୀମାନେ ପରେଡରେ ଅଂଶ ଗ୍ରହଣ କରିଥିଲେ । ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri