ଆମ ଜିଲା ଖବର

୪ ଦିନ ହେବ ନାବାଳିକା ନିଖୋଜ: ୩ଜଣଙ୍କୁ ଅଟକ ରଖି ବସି ରହିଛି ପୋଲିସ, ଚିନ୍ତାରେ ପରିବାର

ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଲୋଧାଚୁଆ ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୪ ଦିନ ହେବ ନିଖୋଜ ଅଛନ୍ତି। ସମ୍ପୃକ୍ତ ନାବାଳିକାଙ୍କୁ ବଜ୍ରକୋଟ ଅଞ୍ଚଳର ୩ଜଣ ଅସଦାଚରଣ କରି ଅପହରଣ କରି ନେଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ପୋଲିସ...

ବିଭିନ୍ନ ଦୋକାନରେ ଚଢ଼ାଉ: ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ପଲିଥିନ ସାମଗ୍ରୀ ଜବତ, ୩୮,୫୦୦ ଟଙ୍କା ଜରିମାନା ଆଦାୟ

ଜୟପୁର,୬।୧୨(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ କରାଯାଇଥିବା ବେଳେ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରଯାଇଛି।...

୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ: ସେବା ମନୋବୃତ୍ତି ନେଇ କାମ କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୬।୧୨: ଆମ୍ବପୁଆସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଶୁକ୍ରବାର ୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ଆରକ୍ଷୀ ଉପ ମହାନିରୀକ୍ଷକ (ଡିଆଇଜି) ସତ୍ୟବ୍ରତ ଭୋଇ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।...

ଉପକୂଳ ରାଜପଥ ନିର୍ମାଣକୁ ପ୍ରଫୁଲ ସାମନ୍ତରାଙ୍କ ବିରୋଧ: ସାମୁଦ୍ରିକ ପରିବେଶ ପାଇଁ ଘାତକ

ବ୍ରହ୍ମପୁର ଅଫିସ୍‌,୬।୧୨: ଗଞ୍ଜାମ ଜିଲା ଗୋପାଳପୁରଠାରୁ ଦୀଘା ପର୍ଯ୍ୟନ୍ତ ପ୍ରାୟ ୨୪୦ କି.ମି. ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ନିର୍ମାଣକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । କିନ୍ତୁ ଏହି ପ୍ରକଳ୍ପକୁ ଲୋକଶକ୍ତି ଅଭିଯାନର ସଭାପତି ତଥା ଗ୍ରୀନ୍‌ ନୋବେଲ୍‌ ପୁରସ୍କାର...

ସୁନା ଚେନ୍‌ ଲୁଟେରା ସକ୍ରିୟ: ଗୋଟିଏ ଦିନରେ ଝାମ୍ପିନେଲେ ୨ ସୁନା ଚେନ୍‌

ରାୟଗଡ଼ା ଅଫିସ,୬।୧୨: ରାୟଗଡ଼ା ସହରରେ ସୁନା ଚେନ୍‌ ଲୁଟେରା ସକ୍ରିୟ ହେବାରେ ଲାଗିଛନ୍ତି। ଗୋଟିଏ ଦିନରେ ୨ଟି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ଇନ୍ଦ୍ରାନଗର ୫ମ ଗଳିରେ ବୁଲୁବାଳା ବେହେରା (୫୮) ଘର ସାମ୍ନାରେ ଫୁଲ ତୋଳୁଥିବା...

ଜିଆର୍‌ଏସ୍‌ଙ୍କ ବଦଳି: ରହିତାଦେଶ ଜାରି କଲେ ହାଇକୋର୍ଟ

ହାଟଡିହୀ,୬। ୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ସ୍ବଳ୍ପ ଦରମାରେ କାର୍ଯ୍ୟ କରୁଥିବା ୩୦ ଜଣ ଜିଆରଏସ୍‌ଙ୍କର ଡିଆର୍‌ଡିଏ ଚିଠି ନଂ. ୬୪୦୭/୨୮/୧୧/୨୦୧୯ରେ ଅନ୍ୟତ୍ର ବଦଳି ହୋଇଥିଲା। ମାତ୍ର ପାତର ଅନ୍ତର ଓ ମନମୁଖି ନୀତିରେ...

ଜିଲା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ରାସ୍ତାରୋକୋ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟରେ ଜିଲା ନିର୍ମାଣ ସଂଘ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ରାସ୍ତାରୋକୋ କରାଯାଇଛି। ଶତାଧିକ ମହିଳା ପୁରୁଷ ଶ୍ରମିକ ଉଥାପଡ଼-ଜେଛକ ରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ଏକ...

ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ

ଜୟପୁର,୬।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ରାଜେନ୍ଦ୍ର ରଥ(୬୦)ଙ୍କୁ ଶୁକ୍ରବାର ଗିରଫ କରାଯାଇଛି।...

ସମାଜ ସେବାରେ ବେସାମରିକ ବାହିନୀର କାର୍ଯ୍ୟ ପ୍ରଶସଂନୀୟ

କୋରାପୁଟ,୬।୧୨(ସ୍ବ.ପ୍ର.): କୋରାପୁଟସ୍ଥିତ କାର୍ନିଭାଲ ପଡ଼ିଆରେ ଶୁକ୍ରବାର ୫୭ିତମ ବେସାମରିକ ବାହିନୀର ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲାପାଳ ଦେବେନ କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ବେସାମରିକ ବାହିନୀର ଏବଂ ଜାତୀୟ ପତାକାକୁ...

ସ୍କୁଟିକୁ ପଛରୁ ଧକ୍କାଦେଲା ଟ୍ରକ୍‌

ବଅଁରପାଳ,୬।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୫୫ନମ୍ବର ଜାତୀୟ ରାଜପଥ କାଣ୍ଡସର ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ଧକ୍କାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି। ତେବେ ଗୁରୁତରଙ୍କ ପରିଚୟ ମିଳିପାରି ନ ଥବା ବେଳେ ତାଙ୍କୁ ଲୋକେ ଉଦ୍ଧାରକରି ସ୍ଥାନୀୟ ମେଡିକାଲରେ...

ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ: ମାନବସେବା ହିଁ ମାଧବ ସେବା: ଜିଲାପାଳ

ତାଳଚେର,୬।୧୨(ନି.ପ୍ର.): ଅନୁଗୋଳ ଜିଲା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ୫୭ତମ ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲାପାଳ ମନୋଜ କୁମାର ମହାନ୍ତି ଯୋଗଦେଇ ମାନବ ସେବା ହିଁ ମାଧବ ସେବା ବୋଲି କହିଛନ୍ତି।...

ସମବାୟ ବ୍ୟାଙ୍କ ସମ୍ମୁଖରେ ବୀମାରୁ ବଞ୍ଚିତ ଚାଷୀଙ୍କ ଧାରଣା

ତିହିଡ଼ିି,୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦପା ଗ୍ରାମର ଶତାଧିକ ଚାଷୀ ଶୁକ୍ରବାର ପୂର୍ବାହ୍ନରେ ତିହିଡ଼ିସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତବର୍ଷ ବନ୍ୟାରେ ସେମାନଙ୍କ ଧାନଫସଲ କ୍ଷତି ହୋଇଥିଲା। ମାତ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri