ଆମ ଜିଲା ଖବର

ଫେରିଲା ସାତକୋଶିଆ ସୌନ୍ଦର୍ଯ୍ୟ: ୧୪ ମାସ ପରେ ବୋଟିଂ ବ୍ୟବସ୍ଥା

ବନ୍ତଳା, ୬ା୧୨(ଡି.ଏନ.ଏ.)- ବାଘୁଣୀ ସୁନ୍ଦରୀ ଆକ୍ରମଣକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଓ ବ୍ୟାପକ ପୋଡ଼ାଜଳା ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ଗଣ୍ଡରେ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହୋଇଯାଇଥିବା ବୋଟିଂ ବ୍ୟବସ୍ଥା ୧୪ ମାସ ପରେ ପୁନଃ ଆରମ୍ଭ...

ବରୀ ବିଇଓଙ୍କ କାର୍ଯ୍ୟାଳୟରେ ବିଧାୟିକାଙ୍କ ସମୀକ୍ଷା ବୈଠକ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ବରୀ,୬।୧୨ (ସ୍ବ.ପ୍ର.)- ବରୀ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଗୁରୁବାର ବିଧାୟିକା ସୁନନ୍ଦା ଦାସ ଏକ ସମୀକ୍ଷା ବୈଠକ କରିଛନ୍ତି। ବିଇଓ ଅଭୟ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ ବାରୀ ବ୍ଲକ ଶିକ୍ଷା ମଣ୍ଡଳୀ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଅବ୍ୟବସ୍ଥା,...

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥାକୁ ବିରୋଧ:୧୯ ଆନ୍ଦୋଳନକାରୀ ଗିରଫ, ଉତ୍ତେଜନା

ତାଳଚେର,୬ା୧୨(ନି.ପ୍ର.) କୋଇଲା ପରିବହନରେ ସୁବ୍ୟବସ୍ଥା ପାଇଁ ଏମ୍‌ସିଏଲ୍‌ର ବଳରାମ ଖଣିରେ ଗୁରୁବାର ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥା ଲାଗୁ କରାଯାଇଥିଲେ ହେଁ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। କାର୍ଯ୍ୟର କିଛି ସମୟ ପରେ ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ...

ବେଗା ପଞ୍ଚାୟତରେ ଦୁର୍ନୀତି:ବିନା କାର୍ଯ୍ୟରେ ୧୦ ଲକ୍ଷ ଟଙ୍କାର ବିଲ୍‌

ଢେଙ୍କାନାଳ ଅଫିସ, ୬।୧୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବେଗା ପଞ୍ଚାୟତରେ ବିନା କାର୍ଯ୍ୟରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମିଥ୍ୟା ବିଲ୍‌ କରାଯାଇଥିବା ଅଭିଯୋଗ ହୋଇଛି। ବାରମ୍ବାର ଦାବି ସତ୍ତ୍ୱେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାର...

ଜିଲା ସମୀକ୍ଷା କଲେ କେନ୍ଦ୍ରୀୟ ସଚିବ:ଅନ୍‌ଲାଇନରେ ଠିକ୍‌ ତଥ୍ୟ ପ୍ରଦାନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୬।୧୨ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଶାସନ ସଚିବ ତଥା ଆଇଏଏସ୍‌ ଅଧିକାରୀ ଯତୀନ୍ଦ୍ରନାଥ ସ୍ବାଇଁ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଆଂକାକ୍ଷା ଜିଲା ସମ୍ପର୍କିତ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଅନୁଷ୍ଠାନ...

ଚିତ୍ରାଙ୍ଗପାଲି ପଞ୍ଚାୟତରେ ସରକାରୀ ଯୋଜନା ଅପହଞ୍ଚ

ମାଲକାନଗିର,୬।୧୨ (ଡି.ଏନ୍‌.ଏ) ମାଲକାନଗିରି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ କାଲିମେଳା ବ୍ଲକ ଚିତ୍ରାଙ୍ଗପାଲି ପଞ୍ଚାୟତର ସୁପାଲ ଗ୍ରାମ ଅବହେଳିତ ଅବସ୍ଥାରେ ରହିଛି। ଗ୍ରାମବାସୀ କୌଣସି ସରକାରୀ ଯୋଜନାରୁ ସୁଫଳ ପାଉନାହାନ୍ତି। ଏନେଇ ଗୁରୁବାର ସୁପାଲୁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ...

ବିଚ୍ଛିନ୍ନାଞ୍ଚଳରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପହଞ୍ଚତ୍ଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ.ଏ.)- ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୫ଟି ପଞ୍ଚାୟତ ପଣଷପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ୧୦୮ ଆମ୍ବୁଲାନ୍ସ ଲଞ୍ଚ ପହଞ୍ଚତ୍ଛି। ଏହି ପଞ୍ଚାୟତଗୁଡିକ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ସର୍ବଦା ଜଳବନ୍ଦୀ ହୋଇ...

କ୍ରଶର ମିଲ୍‌ ବନ୍ଦ ଯୋଗୁ ଉନ୍ନୟନ କାର୍ଯ୍ୟରେ ବାଧା

ମାଲକାନଗିର,୬।୧୨ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଏକମାସରୁ ଊର୍ଦ୍ଧ୍ୱ ହେବ କ୍ରଶର ମିଲଗୁଡିକ ବନ୍ଦ ରହିଛି ା ଫଳରେ ବହୁ ଘରୋଇ କାର୍ଯ୍ୟ ଏବଂ ଉନ୍ନୟନ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏନେଇ ଠକାଦାରମାନେ ଅଭିଯୋଗ କରି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ...

ଦିବ୍ୟାଙ୍ଗ ପୁଓର ଚିକିଛା ଲାଗି ଟଁକା ଅଭାବ: ଗରିବ୍‌ ମା’ବାପ୍‌ ହଟହଟା, ପରଶାସନ ଚୁପ୍‌

  ଧମା, ୬।୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦିବ୍ୟାଙ୍ଗମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ଇଥିର ଲାଭ ନାଇଁ ପାଏବାର। ଏନ୍‌ତାଥି ନିଜର ଦିବ୍ୟାଙ୍ଗ ଛୁଆପିଲାକର ଚିକିଛା,...

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା ଶିଶୁ ମଙ୍ଗଲ ସମିତି। ବୁଧବାର ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ରାଜେଶ...

ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

  ପର୍ଲା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର ଦୁରଦଶା ବାବ୍‌ଦେ ଗଲା ନଭେମ୍ବର ୧୩ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତା,...

ଭୂମିହୀନ ପରିବାରକେ ଭେଟ୍‌ଲେ ଜିଲାପାଳ

ଘଣ୍ଟାପଡା, ୬ା୧୨ (ଡି.ଏନ.ଏ.)- ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୋମବାର କଣ୍ଟାମାଲ ବ୍ଲକ ପରିଦରଶନରେ ଆସି ଆମ୍ବଗଁା ପଁଚେତ୍‌ ଦେଢ଼େଣମାଲ ଗଁାର ନିହାତି ଗରିବ୍‌ ଭୂମିହୀନ ପରିବାର ଝାଙ୍କର ମହାନନ୍ଦକଁର ଘରକେ ଯାଇ ସମସିଆ ବାବ୍‌ଦେ ପଚାରି ବୁଝିଛନ୍‌। ଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri