ଆମ ଜିଲା ଖବର

ନୂଆବର୍ଷରୁ ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କୁ ମିଳିବ ସ୍ବତନ୍ତ୍ର ସୁବିଧା

ପୁରୀ ଅଫିସ, ୫ା୧୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍‌କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର...

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ରୂପ୍‌ସା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଗୁରୁବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୨୧୨/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି।...

ମିଳିଲାନି କୁକୁର କାମୁଡା ଇଞ୍ଜେକ୍ସନ: ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମାତାପିତାଙ୍କ ଧାରଣା

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁର କାମୁଡା ଇଞ୍ଜେକ୍ସନ ନ ମିଳିବାରୁ ରଘୁନାଥପୁର ଗ୍ରାମର ସୁଭଦ୍ରା ଲେଙ୍କା ତାଙ୍କ ସ୍ବାମୀ ଏବଂ ଶିଶୁପୁତ୍ର ସହ ଧାରଣାରେ ବସିଥିଲେ ।ପରେ ଦାୟିତ୍ୱରେ ଥିବା ଡାକ୍ତର ଏନୋଲା ଜଗଦେବ...

ଡ୍ରେନରୁ ମୃତ ନବଜାତ ଶିଶୁ ଉଦ୍ଧାର

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟ ଡ୍ରେନରେ ଗୁରୁବାର ସକାଳେ ଏକ ନବଜାତ ଶିଶୁର ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖଇରା ପୋଲିସ ଏହାକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସୋର ପଠାଇଛି । ସ୍ବାସ୍ଥ୍ୟକେନ୍ଦ୍ରରେ...

ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣା:ଜେଲ୍‌ ଗଲେ ୩ ଭାଇ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଖପରପଦା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣାରେ ଧୂଷୁରୀ ଥାନା ପୋଲିସ ଅଟକ ୩ ଭାଇଙ୍କୁ ଗିରଫ କରିଛି। ନାବାଳିକାଙ୍କ ମା’ଙ୍କୁ ଆକ୍ରମଣ ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କ...

‘ତାରା’ ଯୋଜନା ଶୁଭାରମ୍ଭ କଲେ ମନ୍ତ୍ରୀ: ୩ ବର୍ଷରେ ଚାଷୀଙ୍କ ଆୟ ଦୁଇ ଗୁଣ କରିବା ଲକ୍ଷ୍ୟ

ଛତ୍ରପୁର,୫ା୧୨(ଡି.ଏନ.ଏ)-ଗ୍ରାମାଞ୍ଚଳରେ କୃଷିର ବିକାଶ ସହ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ‘ତାରା’ ଯୋଜନା ଶୁଭାରମ୍ଭ ହୋଇଛି । ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ...

୩୩ ଶିଶୁଙ୍କ ବିକୃତ ପାଦ ଅସ୍ତ୍ରୋପଚାର

ଫୁଲବାଣୀ ଅଫିସ, ୫ା୧୨- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ଜନ୍ମଗତ ପାଦ ବିକୃତ ଅସ୍ତ୍ରୋପଚାର ଶିବିର ଉଦ୍‌ଘାଟିତ ହୋଇଛି। ଜିଲାପାଳ ଡା. ବୃନ୍ଦା ଡି. ଏହାକୁ ଉଦ୍‌ଘାଟନ କରିଥିଲେ। କଟକ ଜିଲା ଓଲଟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ...

ବାଉଁଶ ମଞ୍ଚାରେ ଫସଲକୁ ଜଗିଥିବା ବେଳେ ବାର୍‌ହା ଆକ୍ରମଣ, ବୃଦ୍ଧା ମୃତ

ମହାକାଳପଡ଼ା,୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଉପକୂଳ ବ୍ଲକର ଗହୀରମଥା ଶାଶିନିପେଟା ରେଞ୍ଜ ଅଧୀନ ସ୍ଥାନୀୟ ନରସିଂହପୁର ଗ୍ରାମ ନିକଟ ଚାଷଜମିରେ ବାର୍‌ହା ଦଳ ଆକ୍ରମଣରେ ବୁଧବାର ବିଳମ୍ବିତ ରାତିରେ ଜନୈକ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅନ୍ତର୍ଗତ ନାଞ୍ଜୁରା...

ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ ଆକ୍ରମଣ କଲେ ଦୁଇଟି ଭାଲୁ, ଜଣେ ଗୁରୁତର

ଯାଜପୁର ରୋଡ,୫।୧୨(ନି.ପ୍ର.): ଯାଜପୁର ଜିଲା ରାଣୀପଡ଼ା ପଞ୍ଚାୟତ ମୂଳାସାର ଗ୍ରାମର ଜଗବନ୍ଧୁ ମଳିକ ଗୁରୁବାର ସକାଳେ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଯାଜପୁର ରୋଡ ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର...

ପିଲାଙ୍କୁ ଆଣ୍ଠେଇ ଫଟୋ ପାଇଁ ପୋଜ୍‌ ଦେଲେ ମାତାଲ ଶିକ୍ଷକ

କାଳିଆପାଣି,୫।୧୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଲେମ୍ବୁ ପଞ୍ଚାୟତ ବାଲିଆ ପ୍ରାଥମିକ ବିଦ୍ୟାଳୟରେ ଜଣେ ମାତାଲ ଶିକ୍ଷକଙ୍କ କାରନାମା ଦେଖିବାକୁ ମିଳିଛି। ଶିକ୍ଷକ ଜଣଙ୍କ ହେଲେ ମକରନ୍ଦ ପ୍ରଧାନ। ଗୁରୁବାର ମକରନ୍ଦ ମଦ ପିଇ ବିଳମ୍ବରେ ସ୍କୁଲକୁ ଆସିଥିଲେ।...

ଜାତୀୟ କରାଟେ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ପଦକ ଜିତିଲେ ଦୁଇ ଆଦିବାସୀ ଛାତ୍ରୀ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଞ୍ଚାୟତ ସଦର ମହକୁମା କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦିବାସୀ ଛାତ୍ରୀ ଜାତୀୟ ସ୍ତରୀୟ କରାଟେ ପ୍ରତି ଯୋଗିତାରେ କୃତିତ୍ୱ ହାସଲ କରିଛନ୍ତି। ଏହି ଅବସରରେ...

କ୍ଷେତରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୫।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋସାଣି ନୂଆଗାଁ ପୋଲିସ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି। ଯୁବକଙ୍କ ପରିଚୟ ମିଳି ନ ଥିବାବେଳେ ତାଙ୍କ ବୟସ ପାଖାପାଖି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri