ଆମ ଜିଲା ଖବର

ଟେନିସ୍‌ ପ୍ରଚାର ପାଇଁ ମିନି ମାରାଥନ

ଯାଜପୁର ଟାଉନ,୪ା୧୨(ଡି.ଏନ୍‌.ଏ.)- ଟେନିସ୍‌ ଖେଳକୁ ପ୍ରୋତ୍ସାହିତ କରିବା ନିମନ୍ତେ କଳିଙ୍ଗ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌(କେଜିଆଇ) ପ୍ରଚେଷ୍ଟା ଜାରି ରଖିଛି। ଏଥିପାଇଁ ଯାଜପୁର ଜିଲାରେ ମିନି ମାରାଥନ କରି ଖେଳାଳିମାନଙ୍କୁ ସୁଯୋଗ ଦେବାପାଇଁ ଯୋଜନା ଜାରି ରଖିଛି। ମଙ୍ଗଳବାର କେଜିଆଇ୍‌ ତରଫରୁ...

ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ

ବିଞ୍ଝାରପୁର,୪ା୧୨(ଡି.ଏନ୍‌.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା ସୋମବାର ସନ୍ଧ୍ୟାରେ ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଥିଲା। ରାଜନୈତିକ ବିବାଦକୁ ନେଇ ଉଭୟ...

ପାର୍କ, ଆଇ ଲଭ୍‌ ଛତ୍ରପୁର ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛତ୍ରପୁର ଏନ୍‌ଏସି ପୋଲିସ ପଡିଆଠାରୁ ଜିଲାପାଳଙ୍କ ବଙ୍ଗଳା ପର୍ଯ୍ୟନ୍ତ ସୌନ୍ଦର୍ଯ୍ୟକରଣ, ପାର୍କ, ସେଲ୍‌ଫି ପଏଣ୍ଟ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏଥିପାଇଁ ୩୦ ଲକ୍ଷ ଟଙ୍କା ବ୍ୟୟ ହୋଇଛି। ଛତ୍ରପୁରକୁ ଏକ ସ୍ମାର୍ଟ ସହରରେ ପରିଣତ କରିବା ଲକ୍ଷ୍ୟ ରଖି ଏହି...

୧୪ ରୁଟ୍‌ରେ ୩୫ରୁ ଊର୍ଦ୍ଧ୍ୱ ବସ୍‌ ବନ୍ଦ

ଜୟପୁର,୪ା୧୨(ନି.ପ୍ର)-ମାଓବାଦୀଙ୍କ ପିଏଲଜିଏ ସପ୍ତାହ ପାଳନ ହେଉଥିବାରୁ ଅବିଭକ୍ତ କୋରାପୁଟ ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଜୟପୁରରୁ ମାଲକାନଗିରି ବସ୍‌ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ସୁରକ୍ଷା ଦୃଷ୍ଟିରୁ ଅବିଭକ୍ତ କୋରପୁଟ ଜିଲାରେ ୩୫ରୁ ଅଧିକ ସରକାରୀ ବସ୍‌ ଚଳାଚଳକୁ ବନ୍ଦ...

ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୪ା୧୨(ଡି.ଏନ୍‌.ଏ)- ବଡ଼ଚଣା ବ୍ଲକ ଅର୍ନ୍ତଗତ ବାଲିଚନ୍ଦ୍ରପୁର ପଞ୍ଚାୟତର ୫ଗୋଟି ପ୍ରକଳ୍ପକୁ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ଏହି ପଞ୍ଚାୟତ ଅର୍ନ୍ତଗତ ୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ରୁକୁଟିପାଟ ଅଙ୍ଗନଓ୍ବାଡ଼ି ଗୃହ, ନାନପୁର ପଟଣାଠାରେ ୩ଲକ୍ଷ...

ସାତସିମିଳିରେ ପାନୀୟ ଜଳ ସାତ ସପନ: ଅଚଳ ଜଳ ପ୍ରକଳ୍ପ, ଭାଙ୍ଗିଲାଣି ଷ୍ଟାଣ୍ଡପୋଷ୍ଟ

ନନ୍ଦପୁର,୪ା୧୨(ଡି.ଏନ୍‌.ଏ.)- କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ଅନ୍ତର୍ଗତ ସାତସିମିଳି ଗ୍ରାମରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଦ୍ୱାରା ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ ସମ୍ପୂର୍ଣ ରୂପେ ବନ୍ଦ ହୋଇ ପଡ଼ିଛି। ଷ୍ଟାଣ୍ଡ ପୋଷ୍ଟଗୁଡ଼ିକ ମଧ୍ୟ ଭାଙ୍ଗିଗଲାଣି। ଏହି...

କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଯାଜପୁର ରୋଡ୍‌,୪ା୧୨(ନି.ପ୍ର.)- ଯାଜପୁର ରୋଡ୍‌ କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ ମଙ୍ଗଳବାର ଡ ପ୍ରିୟଙ୍କା ରେଡ୍ଡିଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ସୋଭାଯାତ୍ରା କରାଯାଇଛି। କିନ୍ନର ସଂଘର କାଜଲ ନାୟକ ଓ ଲଭ୍‌ଲୀଙ୍କ ସହ ବହୁ କିନ୍ନର ଯୋଗଦେଇ ଗୋପବନ୍ଧୁ...

ମାଲକାନଗିରି ସ୍ବାଭିମାନ ଅଞ୍ଚଳରେ ପ୍ରଜାମେଳି

ମାଲକାନଗିରି/ ଚିତ୍ରକୋଣ୍ଡା/କୋରୁକୋଣ୍ଡା, ୪।୧୨ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ଆଦିବାସୀଙ୍କ ପ୍ରଜାମେଳି ଦେଖିବାକୁ ମିଳିଛି। ଜୋଡାମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ମଙ୍ଗଳବାର ୫ଶହରୁ ଊର୍ଦ୍ଧ୍ୱ ଆଦିବାସୀ ମହିଳାପୁରୁଷ ୩୧ ଦଫା ଦାବିନେଇ ପ୍ରଜାମେଳି କରି ଏକାଠି ହୋଇଥିଲେ। ଉକ୍ତ ଅଞ୍ଚଳରେ...

ଗାଡି ଡିକି ଭାଙ୍ଗି ଲୁଟି ନେଲେ ସୁନା ଅଳଙ୍କାର

ବିଞ୍ଝାରପୁର,୪ା୧୨(ଡି,ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇନ୍ଦା ଛକରେ ସୁନା ଅଳଙ୍କାର ଦୋକାନ କରିଥିବା ଶ୍ୟାମସୁନ୍ଦର ସାହୁଙ୍କ ଗାଡି ଡିକ ଭାଙ୍ଗି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଶ୍ୟାମ ସୁନ୍ଦର ଗାଡିରେ...

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଲହୁଣୀପଡା, ୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଟକରା ଗ୍ରାମରେ ସୋମବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ସ୍ବାମୀ ମୃତ୍ୟୁବରଣ କରିଥିବାବେଳେ ସ୍ତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟକରା ଗ୍ରାମର ପ୍ୟାରା ହରୋ...

ହିଲ୍‌ଭ୍ୟୁ ହୋଟେଲରେ ମେସ୍କୋ ନିର୍ଦ୍ଦେଶିକା ନଜରବନ୍ଦୀ

କଳିଙ୍ଗନଗର,୪ା୧୨(ଡି.ଏନ୍‌.ଏ)- କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ର ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସ ହେବ ଦରମା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ଦୀର୍ଘଦିନର ପଞ୍ଜୀଭୂତ ଅସନ୍ତୋଷ ମଙ୍ଗଳବାର ପ୍ରତିଫଳିତ ହୋଇଛି। ମେସ୍କୋ ଗ୍ରୁପ୍‌ ଅଧ୍ୟକ୍ଷା ରିତା...

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ :ଭିନ୍ନକ୍ଷମଙ୍କ ସଶକ୍ତିକରଣ ପାଇଁ ସାମୂହିକ ପ୍ରଚେଷ୍ଟା ଆବଶ୍ୟକ

ସୁନ୍ଦରଗଡ଼, ୪।୧୨ (ଡି.ଏନ୍‌.ଏ) -ଜିଲା ପ୍ରଶାସନ, ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ମାଦ୍ରି କାଲୋ ଭବନଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସମାରୋହରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri