ଆମ ଜିଲା ଖବର

ଗାଡି ଡିକି ଭାଙ୍ଗି ଲୁଟି ନେଲେ ସୁନା ଅଳଙ୍କାର

ବିଞ୍ଝାରପୁର,୪ା୧୨(ଡି,ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇନ୍ଦା ଛକରେ ସୁନା ଅଳଙ୍କାର ଦୋକାନ କରିଥିବା ଶ୍ୟାମସୁନ୍ଦର ସାହୁଙ୍କ ଗାଡି ଡିକ ଭାଙ୍ଗି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଶ୍ୟାମ ସୁନ୍ଦର ଗାଡିରେ...

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଲହୁଣୀପଡା, ୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଟକରା ଗ୍ରାମରେ ସୋମବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ସ୍ବାମୀ ମୃତ୍ୟୁବରଣ କରିଥିବାବେଳେ ସ୍ତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟକରା ଗ୍ରାମର ପ୍ୟାରା ହରୋ...

ହିଲ୍‌ଭ୍ୟୁ ହୋଟେଲରେ ମେସ୍କୋ ନିର୍ଦ୍ଦେଶିକା ନଜରବନ୍ଦୀ

କଳିଙ୍ଗନଗର,୪ା୧୨(ଡି.ଏନ୍‌.ଏ)- କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ର ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସ ହେବ ଦରମା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ଦୀର୍ଘଦିନର ପଞ୍ଜୀଭୂତ ଅସନ୍ତୋଷ ମଙ୍ଗଳବାର ପ୍ରତିଫଳିତ ହୋଇଛି। ମେସ୍କୋ ଗ୍ରୁପ୍‌ ଅଧ୍ୟକ୍ଷା ରିତା...

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ :ଭିନ୍ନକ୍ଷମଙ୍କ ସଶକ୍ତିକରଣ ପାଇଁ ସାମୂହିକ ପ୍ରଚେଷ୍ଟା ଆବଶ୍ୟକ

ସୁନ୍ଦରଗଡ଼, ୪।୧୨ (ଡି.ଏନ୍‌.ଏ) -ଜିଲା ପ୍ରଶାସନ, ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ମାଦ୍ରି କାଲୋ ଭବନଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସମାରୋହରେ...

ସାତ୍‌ସପନ ହେଇଛେ ବିଜଲିବତୀ ଉକିଆ: ମିଟର, ବୋର୍ଡରେ ସୀମିତ ଯୋଜନା

ପର୍ଲା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଧଅଁରପୁର ପଁଚେତ୍‌ କର୍ଲାପଡ଼ା ଗଁାରେ ବିପିଏଲ୍‌ ବିଦ୍ୟୁତ୍‌ ସଂଯୋଗ ପର୍‌ହସନ ପାଲଟିଛେ। ଗଲା ୩ ବଛର ତଲେ ଗଁାରେ ବିପିଏଲ ପରିବାରମାନକୁ ବିଦ୍ୟୁତ୍‌ ସଂଯୋଗ ଦେବାକେ କାମ୍‌ ମୂଲ ହେଇଥିଲା।...

ରସୁଲପୁର ତହସିଲ ପକ୍ଷରୁ ଚଢାଉ: ୫ ବାଲି ବୋଝେଇ ଟ୍ରାକ୍ଟର ଜବତ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ମଙ୍ଗଳବାର ଜାବରା ପଞ୍ଚାୟତସ୍ଥିତ ବ୍ରାହ୍ମଣୀ ନଦୀଘାଟ ଉପରେ ଚଢ଼ାଉ କରି ବେଆଇନ ବାଲି ପରିବହନରେ ନିୟୋଜିତ ୫ ଟ୍ରାକ୍ଟରକୁ ଜବତ କରିଥିଲେ। ଉକ୍ତ ଜବତ ଟ୍ରାକ୍ଟରକୁ ପୋଲିସ ହେପାଜତକୁ ନେଇଛି। ଜବତ ଟ୍ରାକ୍ଟର...

ବାପ୍‌ ଆରପାରେ, ମା’ ନିଖୋଜ: ନାବାଲିକ୍‌ ଉପରେ ଭାଇବହେନ୍‌କଁର ବୋଝ

କେସିଙ୍ଗା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁାର ଗଉଡ଼ପଡ଼ାର ସୁନୀଲ ବାଗ ଟିବି ରୋଗ୍‌ରେ ପଡ଼ି ୨୦୧୧ ସାଲେ ଆରପାରକେ ଚାଲିଯାଇଛନ୍‌। ସୁନୀଲ ଚାଲିଯିବାର ବଛ୍‌ରେ ଉତାରୁ ତାକର ମାଏକିନା ସତ୍ୟବତୀ ବି ନିଜର ୪...

ସଫଳ ମଣିଷ: କମଳା ଚାଷ ହୋଇଛି ବୃତ୍ତି, ଆୟର ପନ୍ଥା

ଦେବଗଡ଼, ୪।୧୨(ଡି.ଏନ୍‌.ଏ)-‘ଚାଷ କାମ ଯାହାର କେତେ ସୁଖ ତାହାର’ ଏହି ଉକ୍ତିକୁ ଜଣେ ସଫଳ ମଣିଷ ପ୍ରସନ୍ନ ପ୍ରଧାନ (୪୨) ଠିକ୍‌ ବୋଲି ପ୍ରମାଣିତ କରିଛନ୍ତି। ଦେବଗଡ଼ ଜିଲାର ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ନିକଟସ୍ଥ ଟିକିରା ନଦୀର ଅପରପାର୍ଶ୍ୱରେ...

ମାନସିକ ରୁଗୀକଁର ସେବାରେ ସମରପିତ ଅକ୍ଷୟ

ଘଣ୍ଟାପଡ଼ା, ୪।୧୨(ଡି.ଏନ୍‌.ଏ.)- ନର ସେବା ହିଁ ନାରାୟଣ ସେବା, ଇ କଥାଟାକେ କାମ୍‌ରେ କରି ଦେଖେଇ ପାରିଛନ୍‌ କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଁଚେତ୍‌ ଗୋଛାଗୋରା ଗଁାର ଅକ୍ଷୟ ପ୍ରଧାନ। ଇଥିରଲାଗି ସେ ଅନେକ ପରଶଁସା ବି ସାଉଁଟିଛନ୍‌। ସୂଚନା ଅନ୍‌ସାରେ...

୨ଲୁଟେରାଙ୍କୁ ଗୋଡ଼ାଇ ଧରିଲା ପୋଲିସ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତରେ ଦୁଇଜଣ ମହିଳାଙ୍କୁ ଟଙ୍କା ଲୁଟି ନେଇ ଫେରା ହୋଇଯାଉଥିବା ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଗୋଡ଼େଇ ଗୋଡ଼େଇ କୁଆଖିଆ ଥାନା ଅଞ୍ଚଳରୁ ଧରିଛି। ଅଭିଯୁକ୍ତଦ୍ୱୟ ହେଲେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଏଣ୍ଡର...

ବଁଚ୍‌ବାର ରାହା ଦେଇଛେ ମୁଢ଼ି ମିକ୍ସଚର

ଲାଠୋର, ୪ା୧୨ (ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ଗାଁର ପରୀକ୍ଷିତ ବାଗ (୪୨)। ମାଏକିନା ଭୂମିସୂତା, ଝି’ ମୁକ୍ତାଦେଇ, ଦୁଇପୁଓ ସୁରେଶ ଆର ପାର୍ଥକେ ନେଇ ତାକର ସଁସାର। ଜମିବାଡି କିଛି ନାଇଁ, ମୂଲରୁ ସୁଖ୍‌ବାସୀ ଆଏ। ଗଁାର...

ସରିଲା ଜିଲା ବରିଷ୍ଠ ଖୋ-ଖୋ ଦଳ ଚୟନ: ୬ରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ମଙ୍ଗଳବାର ଯାଜପୁର ଜିଲାସ୍ତରୀୟ ଖୋ-ଖୋ ଦଳ ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ହୋଇଛି। ବରିଷ୍ଠ ବିଭାଗର ପୁରଷ ଓ ମହିଳାଦଳ ମନୋନୟନ କରାଯାଇ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri