ଆମ ଜିଲା ଖବର

ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ: ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ। ଯଦି ସେଭଳି କିଛି ଘଟେ ତେବେ ଭିନ୍ନକ୍ଷମଙ୍କୁ କୋର୍ଟ, କଚେରି, ମାଲିମକଦ୍ଦମା ପରିଚାଳନା...

ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ‘ଫନୀ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସହାୟତା ଦିଅ’

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ଫନୀ ବାତ୍ୟା ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ଅନେକ କ୍ଷତି ହୋଇଛି। ତେଣୁ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସରକାରୀ ସହାୟତା ଦିଆଯିବା ଆବଶ୍ୟକ। କିନ୍ତୁ କୌଣସି ଜଣେ ହେଲେ ବି ଅଯୋଗ୍ୟଙ୍କୁ ଯେପରି ଯୋଗ୍ୟ ଦର୍ଶା ନ ଯିବ...

୨ ଅଟୋ ସହ ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୪ା୧୨: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ୨ଟି ଅଟୋକୁ ଫିରିଙ୍ଗିଆ ପୋଲିସ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଏଥିରେ ଜଣେ ନାବାଳକ ମଧ୍ୟ ସମ୍ପୃକ୍ତ ଅଛନ୍ତି ବୋଲି ଥାନାଧିକାରୀ ପି. ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି।...

ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଜିଲାପାଳ

ଦାରିଙ୍ଗବାଡ଼ି,୪।୧୨(ଡି.ଏନ.ଏ)-କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତ। ପ୍ରଥମେ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ କାଗଜପତ୍ର ଯାଞ୍ଚ କରିବା ସହ ତହସିଲଦାର ନୀତିଶ ତ୍ରୀପାଠିଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ପରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଚାଲିଥିବା...

ପରିବାରର ବୋଝ ନୁହନ୍ତି ଦିବ୍ୟାଙ୍ଗ

ଫୁଲବାଣୀ ଅଫିସ,୪ା୧୨-ଦିବ୍ୟାଙ୍ଗମାନେ ପରିବାର କିମ୍ବା ସମାଜର ବୋଝ ନୁହଁନ୍ତି ବୋଲି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ପ୍ରକାଶ କରଛନ୍ତି। ଫୁଲବାଣୀସ୍ଥିତ ଗାନ୍ଧୀ ସ୍ମୃତି ଭବନରେ ପ୍ରଶାସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ...

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକଙ୍କ ଏତଲା କ୍ରମେ ଦିଗପହଣ୍ଡି ପୋଲିସ ନଂ. ୨୫୬/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଅଟକ ରଖିଛି। ସନ୍ଧ୍ୟାରେ...

ମୋ ଗେହ୍ଲା ଝିଅ, ନିର୍ଭୟ କଢ଼ି କାର୍ଯ୍ୟକ୍ରମ: ଅଷ୍ଟମ ଶ୍ରେଣୀ ଛାତ୍ରୀ ମାମାଲି ବ୍ରାଣ୍ଡ ଆମ୍ବାସଡର

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ମୋ’ ଗେହ୍ଲାଝିଅ ଓ ନିର୍ଭୟ କଢ଼ି କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। କନ୍ୟା ସନ୍ତାନ ଜନ୍ମ ଦେଉଥିତ୍ବା ମା’ମାନଙ୍କୁ ସମ୍ବର୍ଦ୍ଧନା ଦେବା ଠାରୁ ଆରମ୍ଭ କରି ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଟପ୍‌ରେ ଥିବା ଛାତ୍ରୀ...

ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ବମ୍‌କେଇରେ ଉତ୍ତେଜନା, ପୋଲିସ ମୁତୟନ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗଁା ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ...

ଛାତ୍ରୀଛାତ୍ରଙ୍କୁ ଟ୍ୟୁଶନ ଆବଶ୍ୟକ ପଡ଼ିବନି: ‘ମଧୁ ଆପ୍‌’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛାତ୍ରୀଛାତ୍ରମାନେ ମୋବାଇଲ ଫୋନରେ ଯେଭଳି ପଢ଼ିବେ ଓ ବିଦ୍ୟାଳୟରେ ବୁଝି ପାରି ନ ଥିବା ପାଠକୁ ଶିକ୍ଷକ ପଢ଼ାଉଥିବା ଭିଡିଓ ଦେଖି ବୁଝିପାରିବେ ସେଥିନିମନ୍ତେ ପ୍ରସ୍ତୁତ ‘ମଧୁ ଆପ୍‌’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ...

କେନ୍ଦୁଝରରେ ପାଣିପାଗରେ ପରିବର୍ତ୍ତନ: ଆଗଭଳି ହାଡ଼ଭଙ୍ଗା ଶୀତ ନାହିଁ

କେନ୍ଦୁଝର, ୪।୧୨ (ସ୍ବ.ପ୍ର.)-ବିଳମ୍ବରେ ହେଉ ପଛକେ କେନ୍ଦୁଝର ଜିଲାରେ ଶୀତର ଆଗମନକୁ ନେଇ ଅନେକ ଖୁସି ବ୍ୟକ୍ତ କରୁଛନ୍ତି ା ତେବେ ଏହି ସମୟରେ ଯେଉଁ ଭଳି ଶୀତ ହେବା କଥା ସେଭଳି ଶୀତ ହେଉ ନ ଥିବାରୁ ଉଦ୍‌ବେଗ...

ଧସୁଛି ନଦୀବନ୍ଧ ପଥର ପ୍ୟାକିଂ

ଧାମନଗର, ୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ପଞ୍ଚାୟତ ପଙ୍ଗଟା ସେଠୀସାହି ନିକଟ ଦାଣ୍ଡିମାହାରାଠାରେ ବୈତରଣୀର ଶାଖା କୋଚିଳା ନଦୀବନ୍ଧ ପାର୍ଶ୍ୱରେ ହୋଇଥିବା ପଥର ପ୍ୟାକିଂ କ୍ରମାଗତ ଭାବେ ଧସିଚାଲିଛି। ଏନେଇ ନଦୀର ଗତିପଥ ବଦଳିବା ଆଶଙ୍କାରେ ଗ୍ରାମବାସୀ...

କରଞ୍ଜିଆ ଏନଏସି : ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଠାକୁରମୁଣ୍ଡା,୪ା୧୨(ଡି.ଏନ୍‌.ଏ.)- କରଞ୍ଜିଆ ଏନଏସିରେ କାର୍ଯ୍ୟରତ ସମସ୍ତ ସଫେଇ କର୍ମଚାରୀ କେତେକ ଦାବି ନେଇ ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସଫେଇ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଦୀର୍ଘ ୯ ବର୍ଷ ଧରି ଜିପିଏଫ ଓ ଇପିଏଫ ଅର୍ଥ ଜମା ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri