ଆମ ଜିଲା ଖବର

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ

କଟକ ଅଫିସ୍‌,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍‌ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଦାୟିତ୍ୱ ନେବା ପରେ ଡିଜି କହିଛନ୍ତି, ଟ୍ରାନ୍ସପରାନ୍ସି ଏବଂ ଟାଇମ୍‌ ବାଉଣ୍ଡ ଉପରେ...

ଜିଲାସ୍ତରୀୟ ଯୁବ ଉତ୍ସବ: ଉଦ୍‌ଘାଟନ କଲେ ଅତିରିକ୍ତ ଜିଲାପାଳ

ବରଗଡ଼ ଅଫିସ,୨।୧୨: ବରଗଡ଼ ଜିଲା ପ୍ରଶାସନ ତଥା ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ସୋମବାର ଜିଲାସ୍ତରୀୟ ଯୁବ ଉତ୍ସବ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ସୌଖୀନ ରଙ୍ଗମଞ୍ଚରେ ଚାଲିଥିବା ଏହି ଯୁବ ଉତ୍ସବକୁ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଉଦ୍‌ଘାଟନ କରିଥିଲେ।...

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର,୨।୧୨(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବନଖଣ୍ଡ ମହୁଲମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି । ସେହି ଗ୍ରାମର ସୁନୀଲ ଏକ୍କା (୪୫) ସୋମବାର ଭୋର୍‌ ସମୟରେ ଘରକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଫଳରେ...

ବାର୍‌ହା ଶିକାରୀ ଗିରଫ: ମାଂସ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ

ଛେଣ୍ଡିପଦା,୨।୧୨(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଜାମୁଣ୍ଡା ବିଟ ବଅଁରଡିହ ଅଞ୍ଚଳରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଜଣେ ଶିକାରୀଙ୍କୁ ଗିରଫ କରାଯିବା ସହିତ ତାଙ୍କଠାରୁ ୫ କିଗ୍ରା ମାଂସ,...

ଜୁଆଆଡ୍ଡାରେ ଚଢ଼ାଉ: ଟଙ୍କା, ମୋବାଇଲ ଜବତ; ୫ ଗିରଫ

ପୁରୁଷୋତ୍ତମପୁର,୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିଖରପୁର ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ରବିବାର ରାତିରେ ପୋଲିସ ପକ୍ଷରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୫ ଜଣଙ୍କୁ ଗିରଫ କରାଯିବା ସହ ୩ଟି ମୋବାଇଲ, ୧୪...

ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ,୨।୧୨: ଟାଉନ୍‌ ଥାନା ଅନ୍ତର୍ଗତ ସହରର ଖଡ଼ଇଙ୍ଗସ୍ଥ ସୁରେନ୍ଦ୍ର କୁମାର ସିଂଙ୍କ ସ୍ତ୍ରୀ ଅନସୂୟା((୫୨)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘରୁ ଉଦ୍ଧାର ହୋଇଛି। ଅଗ୍ନିକାଣ୍ଡ ଯୋଗୁ ଏପରି ଘଟିଥିବା କୁହାଯାଉଛି। ଟାଉନ୍‌ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର...

ସରିଲା ଉଦଳା ମହୋତ୍ସବ ଧୁମୁସା

ଉଦଳା,୨ା୧୨(ଡି.ଏନ୍‌.ଏ.)- ଉପଖଣ୍ଡସ୍ତରୀୟ ଉଦଳା ମହୋସତ୍ବ ଧୁମୁସା – ୨୦୧୯ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ମୁଖ୍ୟବକ୍ତା ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ୍‌, ସମ୍ମାନନୀୟ ଅତିଥି ଉଦଳା...

ଭାଇବୋହୂଙ୍କୁ ମାଡ଼ମାରି ଦେଡ଼ଶୁର ଗିରଫ

ପାତ୍ରପଡା,୨।୧୨(ଡି.ଏନ.ଏ.): ନିଜ ଭାଇବୋହୂଙ୍କୁ ମାଡ ମାରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଦେଡ଼ଶୁରଙ୍କୁ ଗିରଫ କରିଛି। ସେ ହେଲେ ଭରତପୁର ଅଞ୍ଚଳର ପ୍ରଫୁଲ ନାଏକ(୪୦)। ପୋଲିସ ସୂଚନା ମୁତାବକ ପ୍ରଫୁଲ ନିଜ ଭାଇବୋହୂ ରଶ୍ମିତାଙ୍କୁ ନିଶାସକ୍ତ ଅବସ୍ଥାରେ ଶନିବାର...

ମା’ଠୁ ଶିଶୁଙ୍କୁ ସଂକ୍ରମଣରୁ ରୋକାଯାଇଛି

ବ୍ରହ୍ମପୁର ଅଫିସ୍‌,୨ା୧୨-ବ୍ରହ୍ମପୁର ପ୍ରଜ୍ଞାନ ହଲ୍‌ରେ ରବିବାର ଜିଲାସ୍ତରୀୟ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗ ଦେଇଥିଲେ। ଚଳିତ ବର୍ଷର ବାର୍ତ୍ତା ‘ଗୋଷ୍ଠୀ ହିଁ ପରିବର୍ତ୍ତନର ନିର୍ମାତା’ ଉପରେ ନିଜର ମତ...

ଜିଲାସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଯାପିତ: ବନ୍ଧୁତାର ବାର୍ତ୍ତା ବାଣ୍ଟି ଫେରିଲେ ଯୁବ କଳାକାର

କେନ୍ଦୁଝର,୨।୧୨(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ନଗରଭବନଠାରେ ଆୟୋଜିତ ଦୁଇ ଦିନିଆ ଜିଲାସ୍ତରୀୟ ଯୁବ ମହୋତ୍ସବ ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ଜିଲାର ବିଭିନ୍ନ ବ୍ଳକ୍‌ ଏବଂ ପୌରପାଳିକା ଅଞ୍ଚଳରୁ ଆସିଥିବା ଯୁବ କଳାକାରମାନେ ମହୋତ୍ସବରେ ଭାଗ ନେଇ କଳା ମାମରେ ବନ୍ଧୁତାର ବାର୍ତ୍ତା ଦେଇ...

ଛାତ୍ରକୁ ମାଡ଼ ଘଟଣାରେ ଅଧ୍ୟକ୍ଷ ନିଲମ୍ବିତ

ଢେଙ୍କିକୋଟ, ୨।୧୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟ ପଞ୍ଚାୟତ ଟିକିରାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୯ମ ଶ୍ରେଣୀର ଛାତ୍ରଙ୍କୁ ମାଡ଼ ମରାଯିବା ଘଟଣାରେ ଅଧ୍ୟକ୍ଷ ରାଜୀବ କୁମାର ଦତ୍ତଙ୍କୁ ନିଲମ୍ବିତ କରାଯାଇଛି। ପରବର୍ତ୍ତୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ...

ଗଞ୍ଜେଇ ଗଛ ପୋଡିଲା ପ୍ରଶାସନ

କ.ନୂଆଗାଁ, ୨ା୧୨(ଡି.ଏନ୍‌.ଏ.)-କ.ନୂଆଗାଁ ଥାନା ଅଞ୍ଚଳର ସିର୍ତ୍ତିଗୁଡା ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ଚାଷ ହୋଇଥିବା ପ୍ରାୟ ୧୫୦ ଏକରର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୧୫କୋଟି ଟଙ୍କା ହେବ ବୋଲି ଥାନା ଅଧିକାରୀ କହିଛନ୍ତି। ସେହିପରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri