ଆମ ଜିଲା ଖବର

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ...

ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍‌ ବିଲ୍‌: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ

ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍‌ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍‌ ବିଭାଗ ସଂଯୋଗ କାଟି ଦେଇଥାଏ। ଫଳରେ ବିଦ୍ୟୁତ୍‌ ଉପଭୋକ୍ତା ବିନା ବିଦ୍ୟୁତ୍‌ରେ ହନ୍ତସନ୍ତ ହୁଅନ୍ତି। ହେଲେ...

ନିସାହା ଗୁରୁବାରୀକୁଁ ସାହାଯ୍‌ର ହାତ୍‌ ବଢ଼ାଲେ ବିଡିଓ

କେସିଙ୍ଗା, ୩୦।୧୧ (ଡି.ଏନ.ଏ.)-  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୁନମାଠ ପଁଚେତ୍‌ ଅଧୀନ ମୁଣ୍ଡାପଡ଼ାର ନିସାହା ବିଧବା ମହିଲା ଗୁରୁବାରୀ ରଣା(୬୦)କୁଁ କେସିଙ୍ଗା ବିଡିଓ ଭୀମସେନ ଶବର ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ସେ ଅନେକ ଦିନ୍‌ ହେଲା ରୋଗ୍‌ ଲାଗି...

ଚିକିଛା ଲାଗି ଟଁକା ଅଭାବ: ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ ତୃପ୍ତି

  ଜାମଟିକ୍ରା, ୩୦।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ପତ୍ରାପାଲି କେନାଲ ଛକର ରାଜକିଶୋର ପଧାନ ଆର ସୁଷମା ପଧାନକଁର ଝି’ ତୃପ୍ତି ପଧାନ (୧୮)। ଜନ୍‌ମୁ ତାକର ଦୁଇ ଆଏଁଖ୍‌ ନାଇଁ ଦିଶ୍‌ବାର। ଇଆଡ଼େ ପରିବାରଟା...

ଦିବ୍ୟାଙ୍ଗ ଶିଶୁ ଖୋଜୁଛି ସହାୟତାର ହାତ

ଖପ୍ରାଖୋଲ, ୩୦ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ଗାଁର ଗୋକୁଳ ନାୟକ ଓ ଭାରତୀଙ୍କ ୪ବର୍ଷର ଝିଅ ଅର୍ଚ୍ଚନା। ଜନ୍ମର କେଇଟା ଦିନ ପରଠୁ ଖଟିଆରେ ପଡି ରହିଛି ସେ । ଉଠିବା କି ବସିବା କିଛି...

ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ

ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍‌ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର...

୫ ବର୍ଷ ହେଲା ପାଦରେ ପଡିଛି ବେଡି

ଆନନ୍ଦପୁର,୨୯। ୧୧(ସ୍ବ.ପ୍ର.)- ମାନସିକ ରୋଗରେ ଆକ୍ରାନ୍ତ ୨୫ ବର୍ଷର ଜଣେ ବିବାହିତ ଝିଅଙ୍କୁ ତାଙ୍କ ଗରିବ ବାପା ଉପଯୁକ୍ତ ଚିକିତ୍ସା କରାଇ ନ ପାରି ପ୍ରାୟ ୫ ବର୍ଷ ହେଲାଗୋଡରେ ଏକ ବେଡି ପକାଇ ଘରେ ଅଟକାଇ ରଖିଛନ୍ତି। ଏଭଳି...

କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ଚମ୍ପୁଆ, ୨୯ା୧୧(ଡି.ଏନ.ଏ.)- ସରକାରଙ୍କ ପକ୍ଷରୁ ଅଙ୍ଗନୱାଡି କେନ୍ଦ୍ର ମାଧ୍ୟମରେ ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକପତ୍ର ଯୋଗାଣ ସହ ପ୍ରାକ୍‌ ଶିକ୍ଷା ପ୍ରଦାନ କରାଯାଉଛି। ହେଲେ କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି।...

ଖରିଫ ଧାନ ସଂଗ୍ରହ ପାଇଁ ପ୍ରଚାର ରଥ

ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଖରିଫ ଧାନ ସଂଗ୍ରହ ପାଇଁ ଏକ ସଚେତନତା ରଥ ବୁଲିବା ଆରମ୍ଭ କରିଛି। ଉପଜିଲାପାଳ ପ୍ରତାପ ପ୍ରୀତିିମୟ ନିଜ କାର୍ଯ୍ୟାଳୟ ଠାରେ ପତାକା ହଲାଇ ରଥର ଶୁଭାରମ୍ଭ...

ବ୍ୟାଙ୍କରେ ତାଲା ପକାଇଲେ ଗ୍ରାହକ

ସଜନାଗଡ଼, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ଠିକ୍‌ ଭାବେ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହେଉଛି। ଶୁକ୍ରବାର ବ୍ୟାଙ୍କ ଖୋଲିବା ପୂର୍ବରୁ ଶତାଧିକ ଗ୍ରାହକ ମୁଖ୍ୟ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିରହିଥିଲେ।...

ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: ନ୍ୟାୟ ନ ମିଳିଲେ ଶ୍ରମ ଅଫିସ୍‌ରେ ପଡ଼ିବ ତାଲା

ବାଲେଶ୍ୱର ଅଫିସ, ୨୯।୧୧-ବିଭିନ୍ନ ଶ୍ରମିକ ସଙ୍ଗଠନର ଆହ୍ବାନକ୍ରମେ ଶୁକ୍ରବାର ପୂର୍ବାହ୍ନରେ ଶତାଧିକ ନିର୍ମାଣ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକମାନେ ରେଳଷ୍ଟେଶନରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଫାଟକ ନିକଟରେ...

୨୮ ହାବିଲଦାରଙ୍କ ପଦୋନ୍ନତି

କଟକ ଅଫିସ, ୨୯।୧୧- ଓଡ଼ିଶା ପୋଲିସରେ କାର୍ଯ୍ୟରତ ୨୮ ଜଣ ହାବିଲଦାରଙ୍କୁ ହାବିଲଦାର ମେଜର ପଦବୀକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଶୁକ୍ରବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଓଡ଼ିଶା ପୋଲିସର କେନ୍ଦ୍ରୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri