ଆମ ଜିଲା ଖବର

ନୀଳମାଧବ ପୀଠରେ ଦେବ ଦୀପାବଳି ଉତ୍ସବ

ଖଣ୍ଡପଡ଼ା,୨୮ା୧୧(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦେବ ଦୀପାବଳି ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉତ୍ସବରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ସିଂହଦ୍ୱାର ନିକଟରେ ସମବେତ ହୋଇ ସେମାନଙ୍କ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ...

ଜିଲା ପାଠାଗାରରେ ଅବ୍ୟବସ୍ଥା: ଆସୁଛନ୍ତି ହାତଗଣତି ପାଠକ

ନୟାଗଡ଼ ଅଫିସ,୨୮ା୧୧: ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲା ପାଠାଗାର ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଭିତ୍ତିଭୂମି ସୁଦୃଢ଼ ଥିବା ସତ୍ତ୍ୱେ ଆଶାତୀତ ପାଠକ ଆସୁନାହାନ୍ତି। ପ୍ରତିଦିନ ହାତଗଣତି ୭ରୁ ୧୦ ଜଣ ପାଠକ ଆସୁଥିବା...

ପେସାଦାର ମତ୍ସ୍ୟଜୀବୀଙ୍କ ବିକ୍ଷୋଭ : ୨ଦିନ ହେଲା ଚିଲିକାରୁ ଘେରି ଉଚ୍ଛେଦ ବନ୍ଦ

କୃଷ୍ଣପ୍ରସାଦ,୨୮ା୧୧(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରେ ସୋମବାରଠାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ମାଲୁଦ ଅଞ୍ଚଳରୁ ଘେରି କଟାଯାଉଥିବା ବେଳେ ଚିଲିକା ଉପରେ ନିର୍ଭର କରି ଚଳୁଥିବା ଅଧିବାସୀ ଏହାକୁ ବିରୋଧ କରିଥିଲେ। ମଙ୍ଗଳବାର...

ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି ପ୍ରାଣୀ ସହାୟକ କେନ୍ଦ୍ର :୪ ବର୍ଷ ଧରି ତାଲା ପଡିଛି କାର୍ଯ୍ୟାଳୟ

ଗଣିଆ,୨୮ା୧୧(ଡି.ଏନ.ଏ.): ଗଣିଆ ବ୍ଲକ ଛାମୁଣ୍ଡିଆଠାରେ ଥିବା ପ୍ରାଣୀ ସହାୟକ କେନ୍ଦ୍ରରେ ଗତ ୪ବର୍ଷ ଧରି କୌଣସି କର୍ମଚାରୀ ରହୁ ନ ଥିବା ଦେଖାଯାଇଛି। ପ୍ରାଣୀ ସହାୟକ କେନ୍ଦ୍ର ସହ ଏଠାରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କ ରହଣି ପାଇଁ ବାସଭବନ ନିର୍ମାଣ...

୧୫୦ କେଜି ଗଞ୍ଜେଇ ଜବତ, ୪ଗିରଫ

ଚିତ୍ରକୋଣ୍ଡା,୨୭ା୧୧(ଡି.ଏନ.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ ନିକଟସ୍ଥ ମନ୍ତ୍ରୀପୁଟ ଛକଠାରେ ମଙ୍ଗଳବାର ରାତି ୧୧ଟାରେ ପାଟ୍ରୋଲିଂ କରୁଥିବା ଚିତ୍ରକୋଣ୍ଡା ପୋଲିସ ଚୋରାଚାଲାଣ ହେଉଥିବା ୧୫୦ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ...

ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଦୀପଦାନ କରିଛନ୍ତି ମହାପ୍ରଭୁ। ସନ୍ଧ୍ୟାଧୂପ ସରିବା ପରେ...

ଥମୁନି ଚାଷୀ ଅସନ୍ତୋଷ: ମଣ୍ଡିରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ୍‌,୨୭।୧୧: ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୨ଦିନ ବିତି ଯାଇଛି । ତଥାପି ଧାନ କିଣାବିକା ସ୍ବାଭାବିକ ହୋଇପାରିନାହିଁ । ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥା ଚାଷୀଙ୍କ ପାଇଁ ଅଡ଼ୁଆ ସାଜିଛି । ଟୋକନ ପ୍ରଚଳନକୁ ବାଧ୍ୟତାମୂଳକ...

ପାଣି ଓ ପାଇଖାନା ନ ଥାଇ ଚାଲିଛି ଅଙ୍ଗନୱାଡି: ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ

ଚମ୍ପୁଆ, ୨୭ା୧୧(ଡି.ଏନ.ଏ.): ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଅଙ୍ଗନୱାଡି ଗୁଡିକରେ ସରକାରଙ୍କ ପକ୍ଷରୁ ସମସ୍ତ ମୌଳିକ ସୁବିଧା କରାଯାଇ ପିଲାମାନଙ୍କର ଭବିଷ୍ୟତ ଗଢାଯାଉଥିବା ବେଳେ ଚମ୍ପୁଆ ଏନଏସି ଅନ୍ତର୍ଗତ ଧଳାଡିହି ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ନଂ୧ ରେ ଏହାର ବିପରୀତ...

ଥ୍ରେସର ମେଶିନ୍‌ରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ

ଯୋଡ଼ା ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣିଡିହା ଗ୍ରାମରେ ମଙ୍ଗଳବାର ଧାନ ଅମଳ କରାଯାଉଥିବା ଥ୍ରେସର ମେସିନ୍‌ରେ ଚାପି ହୋଇ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ଭୋର ସମୟରେ ଉକ୍ତ ଗ୍ରାମର ଶ୍ରମିକ ଚନ୍ଦ୍ର ମୁଣ୍ଡା...

ବାଇକ୍‌ ଡିକି ଭାଙ୍ଗି ୬୯ ହଜାର ଲୁଟ୍‌

ଯୋଡ଼ା, ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରରେ ଥିବା ସୁଜୁକି ବାଇକ୍‌ ସୋରୁମ୍‌ ସମୁଖରୁ ଜଣେ ବ୍ୟକ୍ତିଙ୍କ ବାଇକ୍‌ ଡିକି ଭାଙ୍ଗି ୬୯ ହଜାର ଟଙ୍କା ଲୁଟ୍‌ କରିନେଇଥିବା ଥାନାରେ ଅଭିଯୋଗ ହୋଇଛି। ମଙ୍ଗଳବାର ରାତି ୮ଟାରେ ବଡବିଲ ଅଞ୍ଚଳର...

ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ, ୨୭।୧୧: ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବୁଧବାର ଯୁବଗୋଷ୍ଠୀ ଏକତ୍ର ହୋଇ ଦସ୍ତଖତ ଅଭିଯାନ ଆରମ୍ଭ କରିଛନ୍ତି। ପଣ୍ଡିତ ସଂଗ୍ରାମ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଯୁବଗୋଷ୍ଠୀ ପୁରୁଣା ଜିଲାପାଳଙ୍କ ଅଫିସ୍‌ଠାରୁ ଚାଲି ଚାଲି ବିଭିନ୍ନ ବର୍ଗର ଲୋକଙ୍କଠାରୁ...

ଗେଷ୍ଟହାଉସ୍‌ରେ ସେକ୍ସ ରାକେଟ ଠାବ: ୧୨ଜଣଙ୍କୁ ଉଠାଇନେଲା ପୋଲିସ

ଜଗତସିଂହପୁର ଅଫିସ,୨୭।୧୧: ସ୍ଥାନୀୟ ସିପି ଛକ ନିକଟ ଏକ ଗେଷ୍ଟ ହାଉସ୍‌ରେ ବୁଧବାର ଜଗତସିଂହପୁର ପୋଲିସ ସେକ୍ସ ରାକେଟ ଠାବ କରିଛି। ସେଠାରୁ ୬ଜଣ ମହିଳା ଓ ୬ଜଣ ପୁରୁଷଙ୍କୁ ପୋଲିସ ଉଠାଇ ନେଇଛି। ସେମାନଙ୍କ ନାମ, ଠିକଣା, ମୋବାଇଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri