ଆମ ଜିଲା ଖବର

ଅଟୋ ଓଲଟି ଶ୍ରମିକଙ୍କ ଜୀବନ ଗଲା

ସମ୍ବଲପୁର, ୨୫।୧୧(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଥାନା ଭୋଇପାଲି ଗ୍ରାମ ନିକଟରେ ଅଟୋ ଦୁର୍ଘଟଣା ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଘେନୁପାଲି ଅଞ୍ଚଳର କ୍ଷମାଶିଳ ମିର୍ଞ୍ଚା (୪୫)। ସଦର ଥାନା ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ...

ନୀଳଗିରିକୁ ପଶିଲେ ୪୫ରୁ ଊର୍ଦ୍ଧ୍ୱ ହାତୀ, ଲୋକେ ଆତଙ୍କିତ

ସଜନାଗଡ଼,୨୫।୧୧(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ଜଙ୍ଗଲରୁ ନିୟମିତ ଭାବେ ୨୦୧୦ ମସିହାରୁ ହାତୀପଲ ବାଲେଶ୍ୱର ଜିଲା ନୀଳଗିରି ବନାଞ୍ଚଳକୁ ଚାଲିଆସୁଛନ୍ତି। ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା ପାର ହୋଇ ମୟୂରଭଞ୍ଜରେ ଥିବାବେଳେ ସୋମବାର ଭୋରରେ ହାତୀପଲ ନୀଳଗିରି ରେଞ୍ଜ...

ଦୁର୍ଦ୍ଦାନ୍ତ ଅପରାଧୀ ଶିବା ଏନକାଉଣ୍ଟରରେ ଆହତ

ରାୟଗଡ଼ା ଅଫିସ, ୨୫।୧୧: ହାଡ଼ପା ଶିବା ନାମକ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାୟଗଡ଼ା ପୋଲିସ ରବିବାର ରାତିରେ ଏନକାଉଣ୍ଟର କରିଛି। ଶିବାଙ୍କ ନାମରେ ୫୦ରୁ ଅଧିକ ମାମଲା ରହିଛି। ଗତ ୧୯ ତାରିଖରେ ସୁବର୍ଣ୍ଣପୁରର ଯୁବକ ବିଭୁତି ପୁଜାରୀ (୧୯)...

୨ ଲକ୍ଷ ୮୭ ହଜାର ଲୁଟିନେଲେ ଦୁର୍ବୃତ୍ତ: ଲୁଟେରାଙ୍କ ସୁରାକ ପାଉନି ପୋଲିସ

ପଟ୍ଟାମୁଣ୍ଡାଇ,୨୫।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ବ୍ରାହ୍ମଣୀ ବନ୍ୟା ସୁରକ୍ଷା ବନ୍ଧର ବକ୍ତାରପୁର କେନାଲ ପୋଲ ନିକଟରୁ ରବିବାର ଅପରାହ୍ନ ୧ଟା ବେଳେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରାଜନଗର ମଦ ଦୋକାନ କର୍ମଚାରୀ ସନାତନ ବିଶ୍ୱାଳଙ୍କଠାରୁ ୨ଲକ୍ଷ ୮୭ ହଜାର ଟଙ୍କା...

ରାସ୍ତା ମଝିରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଡେରାବିଶ,୨୫।୧୧(ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣାଧୀନ ଚାନ୍ଦୋଳ ବସ୍‌ଷ୍ଟପ୍‌ ଠାରୁ ଦାନପୁର ପର୍ଯ୍ୟନ୍ତ ୧୨ ନଂ କେନାଲ୍‌ ବନ୍ଧର ମୁକୁନ୍ଦପୁର ଗ୍ରାମ ନିକଟରେ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରାସ୍ତା ମଝିରେ ରହିଛି। ଏଥିଯୋଗୁ ବିପଦ ଆଶଙ୍କା ରହିଥିବାରୁ ଗ୍ରାମବାସୀଙ୍କ...

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା ପ୍ଲାକାର୍ଡ ମଧ୍ୟ ଲଗାଯାଇଛି। ଏହାସତ୍ତ୍ୱେ ବାରମ୍ବାର ଶ୍ରୀମନ୍ଦିର ଫଟୋ ସୋସିଆଲ ମିଡିଆରେ ଭାଇରାଲ...

ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରୁଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ଏବଂ ବର୍ତ୍ତମାନ ଧାନ...

ଜବରଦଖଲରେ ସରକାରୀ ଜାଗା: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ଖଣ୍ଡପଡ଼ା,୨୫।୧୧(ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ବଡବାଣପୁର ପଞ୍ଚାୟତ ରତନପୁର ଗ୍ରାମରେ ଥିବା କିଛି ସରକାରୀ ଜାଗାକୁ କେତେକ ବ୍ୟକ୍ତି ଜବରଦଖଲ କରି ସ୍ଥାୟୀ ବାସଗୃହ ନିର୍ମାଣ କରିଛନ୍ତି। ଏ ନେଇ ସ୍ଥାନୀୟ ବାସିନ୍ଦା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ...

ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ନିବେଦିତା ପଟ୍ଟନାୟକ ସମ୍ମାନ

କଟକ ଅଫିସ,୨୫।୧୧: କଟକ ଶହୀଦ ଭବନରେ ପ୍ରତିଷ୍ଠିତ ନୃତ୍ୟ ଗ୍ରୁପ୍‌ ‘ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ’ ଦ୍ୱାରା ଚାଲିଥିବା ୨୩ତମ ନୃତ୍ୟ ଓ ସଙ୍ଗୀତ ଉତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। କହିବ ମୋ ପ୍ରାଣ, ନାଥ ରଘୁରାଣ, ପାଦପଦ୍ମେ ମୋର...

ପ୍ରତିଭା ରାୟ ପାଇବେ ସାରଳା ସମ୍ମାନ

କଟକ ଅଫିସ,୨୫।୧୧: କଥାଶିଳ୍ପୀ ପଦ୍ମଶ୍ରୀ ଡ. ପ୍ରତିଭା ରାୟ ୨୦୧୮ର ମର୍ଯ୍ୟାଦାଜନକ ସାରଳା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ଡିସେମ୍ବର ୮ରେ କଟକ ସାରଳା ଭବନଠାରେ ସାରଳା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ତାଙ୍କୁ ଏହି ସମ୍ମାନ...

ପିଇଓଙ୍କ ବଦଳିକୁ ନେଇ ଅସନ୍ତୋଷ

ବାଲିକୁଦା,୨୫।୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ସରପଞ୍ଚ ସଂଘର ଏକ ବୈଠକ ମରିଚିପୁର ପଞ୍ଚାୟତର ମା’ ବନ୍ଦରେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ତଥା ବରମୁଣ୍ଡଳି ସରପଞ୍ଚ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସରପଞ୍ଚଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା...

ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିଲେ ଯୁଦ୍ଧ ଜାହାଜ

ପାରାଦୀପ,୨୫।୧୧(ସ୍ବ.ପ୍ର.): ପ୍ରତିବର୍ଷ ପରି ଚଳିତବର୍ଷ ରବିବାର ପାରାଦୀପ ବନ୍ଦରରେ ସର୍ବଧାରଣଙ୍କ ପାଇଁ ଲାଗିଛି ଭାରତୀୟ ନୌସେନାର ୨ଟି ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଘଡ଼ିଆଳ ଓ ରାଣା। ଏହାକୁ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିବାର ସୁଯୋଗ ପାଇଛନ୍ତି। ବନ୍ଦରାଞ୍ଚଳର ଜୟଦେବସଦନଠାରୁ ସ୍ବତନ୍ତ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri