ଆମ ଜିଲା ଖବର

ଜବରଦଖଲରେ ସରକାରୀ ଜାଗା: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ଖଣ୍ଡପଡ଼ା,୨୫।୧୧(ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ବଡବାଣପୁର ପଞ୍ଚାୟତ ରତନପୁର ଗ୍ରାମରେ ଥିବା କିଛି ସରକାରୀ ଜାଗାକୁ କେତେକ ବ୍ୟକ୍ତି ଜବରଦଖଲ କରି ସ୍ଥାୟୀ ବାସଗୃହ ନିର୍ମାଣ କରିଛନ୍ତି। ଏ ନେଇ ସ୍ଥାନୀୟ ବାସିନ୍ଦା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ...

ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ନିବେଦିତା ପଟ୍ଟନାୟକ ସମ୍ମାନ

କଟକ ଅଫିସ,୨୫।୧୧: କଟକ ଶହୀଦ ଭବନରେ ପ୍ରତିଷ୍ଠିତ ନୃତ୍ୟ ଗ୍ରୁପ୍‌ ‘ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ’ ଦ୍ୱାରା ଚାଲିଥିବା ୨୩ତମ ନୃତ୍ୟ ଓ ସଙ୍ଗୀତ ଉତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। କହିବ ମୋ ପ୍ରାଣ, ନାଥ ରଘୁରାଣ, ପାଦପଦ୍ମେ ମୋର...

ପ୍ରତିଭା ରାୟ ପାଇବେ ସାରଳା ସମ୍ମାନ

କଟକ ଅଫିସ,୨୫।୧୧: କଥାଶିଳ୍ପୀ ପଦ୍ମଶ୍ରୀ ଡ. ପ୍ରତିଭା ରାୟ ୨୦୧୮ର ମର୍ଯ୍ୟାଦାଜନକ ସାରଳା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ଡିସେମ୍ବର ୮ରେ କଟକ ସାରଳା ଭବନଠାରେ ସାରଳା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ତାଙ୍କୁ ଏହି ସମ୍ମାନ...

ପିଇଓଙ୍କ ବଦଳିକୁ ନେଇ ଅସନ୍ତୋଷ

ବାଲିକୁଦା,୨୫।୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ସରପଞ୍ଚ ସଂଘର ଏକ ବୈଠକ ମରିଚିପୁର ପଞ୍ଚାୟତର ମା’ ବନ୍ଦରେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ତଥା ବରମୁଣ୍ଡଳି ସରପଞ୍ଚ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସରପଞ୍ଚଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା...

ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିଲେ ଯୁଦ୍ଧ ଜାହାଜ

ପାରାଦୀପ,୨୫।୧୧(ସ୍ବ.ପ୍ର.): ପ୍ରତିବର୍ଷ ପରି ଚଳିତବର୍ଷ ରବିବାର ପାରାଦୀପ ବନ୍ଦରରେ ସର୍ବଧାରଣଙ୍କ ପାଇଁ ଲାଗିଛି ଭାରତୀୟ ନୌସେନାର ୨ଟି ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଘଡ଼ିଆଳ ଓ ରାଣା। ଏହାକୁ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିବାର ସୁଯୋଗ ପାଇଛନ୍ତି। ବନ୍ଦରାଞ୍ଚଳର ଜୟଦେବସଦନଠାରୁ ସ୍ବତନ୍ତ୍ର...

ଜିଲା ଯୁବ ଉତ୍ସବ ଉଦ୍‌ଯାପିତ: ଗଞ୍ଜାମକୁ ଭାରତର ଶ୍ରେଷ୍ଠ ଜିଲା କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୨୫ା୧୧-ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଏବଂ ଜିଲା ପ୍ରଶାସନ କ୍ରୀଡା ବିଭାଗ ଅନୁକୂଲ୍ୟରେ ବ୍ରହ୍ମପୁର ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲା ଯୁବ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଗଞ୍ଜାମ କଳା, ସଂସ୍କୃତି ଜିଲା ା କଳା,...

ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗୋପାଳପୁର/କନିଷି(ଡି.ଏନ୍‌.ଏ.),୨୫ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ମହାନଗର ଗୋଇଲୁଣ୍ଡି ଅଞ୍ଚଳର ନୀଳାଞ୍ଚଳ ମହାନ୍ତି (୩୩)। ପ୍ରକାଶ ଯେ,...

ବାର୍‌ହା ମାଂସ ଜବତ, ଜଣେ ଗିରଫ

ବୁଗୁଡ଼ା,୨୫ା୧୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ପଥରବଣି ଛକଠାରେ ରବିବାର ପୂର୍ବାହ୍ନରେ ବନ ବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ୍ସେଲ ଗାଡ଼ି ଓ ସେଥିରେ ଥିବା ବାର୍‌ହା ମାଂସ ଜବତ କରାଯାଇଛି। ଉକ୍ତ ମାଂସ ନେଇ ଯାଉଥିବା କଣ୍ଟାବଣି ଗ୍ରାମର ପଠାଣ ମାଝିଙ୍କୁ...

କଣ୍ଡକ୍ଟରଙ୍କୁ ମାଡ଼, ଜେଲଗଲେ ଯୁବକ

ଆସିକା,୨୫ା୧୧(ଡି.ଏନ୍‌.ଏ.) -ଆସିକା-ଭଞ୍ଜନଗର ମୁଖ୍ୟରାସ୍ତାର ଇଣ୍ଡନପୁର ଗ୍ରାମ ଛକ ନିକଟରେ ଏକ ଘରୋଇ ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ରବିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଇଣ୍ଡନପୁର ଗ୍ରାମର ଶମ୍ଭୁ ଭୂୟଁା।...

ବାଙ୍କେଶ୍ୱରୀ ଘାଟିରେ ଅଟୋ ଓଲଟି ଚାଳକ ମୃତ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କେରାଣ୍ଡିମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟିରେ ରବିବାର ଅଟୋ ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶେରଗଡ଼ ଗ୍ରାମ ପାଇକ ସାହିର ଉଜ୍ଜ୍ୱଳ ମହାନ୍ତି। ପାହାଡ଼ ଶିଖରରେ ଥିବା ମାଁ ବାଙ୍କେଶ୍ୱରୀଙ୍କ ଦର୍ଶନ...

ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଅଚଳ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ

ନାଉଗାଁ ,୨୫।୧୧(ସ୍ବ.ପ୍ର.): ରୋଗୀଙ୍କୁ ବିନାମୂଲ୍ୟରେ ହସ୍‌ପିଟାଲରେ ପହଞ୍ଚାଇବା ପାଇଁ ସରକାର ୧୦୮ ପରି ଜରୁରି ଆମ୍ବୁଲାନ୍ସ ସେବା ଆରମ୍ଭ କରିଛନ୍ତି। ଏହି ଆମ୍ବୁଲାନ୍ସ ସେବା ନାଉଗାଁ ବ୍ଲକରେ ୨୦୧୫ରୁ କାର୍ଯ୍ୟକାରୀ ହେଉଛି। ହେଲେ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮...

ଉପେକ୍ଷିତ ଐତିହ୍ୟ: ଅଲୋଡ଼ା ହୋଇ ପଡ଼ିରହିଛି ବାଷ୍ପଚାଳିତ ରେଳ ଇଞ୍ଜିନ

ବାରିପଦା ଅଫିସ,୨୫।୧୧(ରବି ନାରାୟଣ ଚଲାନ)- କଳା, ସଂସ୍କୃତି ଓ ଐତିହ୍ୟର ସହର ବାରିପଦା। ରାଜରାଜୁଡା ଶାସନ କାଳରୁ ରେଳସେବା ଭଳି ବିକାଶର ସ୍ବାଦ ଚାଖିଛନ୍ତି ସହରବାସୀ। ଗଡ଼ଜାତ ଶାସନ ସମୟରେ ପ୍ରଥମେ ୧୯୦୪ରେ ଏଠାରେ ଆରମ୍ଭ ହୋଇଥିଲା ରେଳ ସେବା।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri