ଆମ ଜିଲା ଖବର

ଇତିହାସ ରଚିଲା ଓଲିଉଡ୍‌: ଆମେରିକାରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ‘ଛବିରାଣୀ’

କଟକ ଅଫିସ,୨୩ା୧୧: ଆଠ ଦଶନ୍ଧି ଅତିକ୍ରମ କରିବା ପରେ ଓଡ଼ିଆ ସିନେ ଜଗତ ତଥା ଓଲିଉଡ୍‌ ଏକ ଭିନ୍ନ ଧରଣରେ ଇତିହାସ ରଚିଛି। ପ୍ରଥମଥର ନିମନ୍ତେ ଓଡ଼ିଶାର ଏକ ଫିଲ୍ମ ଆମେରିକାର ହଲ୍‌ରେ ମୁକ୍ତିଲାଭ କରିବାକୁ ଯାଉଛି। ବହୁ ଚର୍ଚ୍ଚିତ...

ଥଇଥାନ ଦାବିରେ ଆନ୍ଦୋଳନ: ଦୋକାନ ବନ୍ଦ କଲେ ମାଛ, ମାଂସ ବିକ୍ରେତା ସଂଘ

ପାଲଲହଡା,୨୩।୧୧(ଡି.ଏନ.ଏ.) – ଥଇଥାନ ଦାବି କରିଥିବା ପାଲଲହଡ଼ା ଉପଖଣ୍ଡ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରାଯାଇଛି। ସଂଘ ସୋମବାରଠାରୁ ଦୋକାନ ବନ୍ଦ କରିବାକୁ ପୂର୍ବରୁ ଘୋଷଣା କରିଥିବା ବେଳେ ଆଜି ସଦରମହକୁମାର ସମସ୍ତ ଆମିଷ...

୩୪୦ ଗଞ୍ଜେଇ ଗଛ ନଷ୍ଟ କରାଗଲା

ଅନୁଗୋଳ ଅଫିସ, ୨୩।୧୧ – ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଶୁକ୍ରବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ, ପୋଲିସ ଓ ବନ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇ ଜଙ୍ଗଲରେ ଚାଷ...

ବିନା ଅନୁମତିରେ ଖୋଳିଦେଲେ ରାସ୍ତା: କାମ ବନ୍ଦ କଲେ ଯନ୍ତ୍ରୀ

କାମାକ୍ଷାନଗର, ୨୩।୧୧(ଡି.ଏନ.ଏ.) କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଆଲୁଅଝରଣ ଗ୍ରାମ ନିକଟରେ ବିନା ଅନୁମତିରେ ମେଶିନ ସହାୟତାରେ ରାସ୍ତାଖୋଳାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ପୂର୍ତ୍ତ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ପ୍ରଦୀପ ସାମଲ ଏବଂ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ।...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ: ୫୫ ଘରୋଇ ପ୍ଲଟର ସରିଛି ବିକ୍ରି କବଲା

ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ଅଧିଗ୍ରହଣ ଚାଲିଛିି। ଏହି ଜୋନ ମଧ୍ୟରେ ସମୁଦାୟ ୩୬୬ ପ୍ଲଟ ମଧ୍ୟରୁ ୧୮୫ ଘରୋଇ ପ୍ଲଟ ରହିଛିି। ଏହି ଘରୋଇ ପ୍ଲଟ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୫ ପ୍ଲଟ ସେଲ୍‌ଡିଡ୍‌...

ବସ୍‌ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କେରଳରୁ ଫେରୁଥିବା ଜଣେ ଶ୍ରମିକଙ୍କୁ ନିଶାଦେଇ ଦୁର୍ବୃତ୍ତମାନେ ଲୁଟ୍‌ କରିଛନ୍ତି। ଲୁଟର ଶୀକାର ହୋଇଥିବା ଶ୍ରମିକ ଦାରିଙ୍ଗବାଡ଼ି ଥାନା ସିର୍କାବର୍ଗ ପଞ୍ଚାୟତର ଆତିନବାଡ଼ି ଗ୍ରାମର ମନୁ ଦିଗାଳ। ତାଙ୍କଠାରୁ ୨୦ ହଜାର ଟଙ୍କାଥିବା ଏକ...

ଖଲ୍ଲିକୋଟ ସିଡିପିଓଙ୍କୁ କାରଣଦର୍ଶାଅ ନୋଟିସ: ମମତା ସହାୟତା ଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୨୩ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସମାଜ ମଙ୍ଗଳ ବିଭାଗର ଏକ ସମୀକ୍ଷା ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ମମତା ଯୋଜନାର ଅଗ୍ରଗତି ସମୀକ୍ଷା କରିବା ସହ ଠିକ୍‌...

ତେଜରାତି ଦୋକାନରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୩ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଗୋଦାବରୀଶ ନଗର ତୃତୀୟ ଲାଇନରେ ଥିବା ଏକ ତେଜରାତି ଦୋକାନରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗ ସହ ଦୋକାନ ମାଲିକ କବିଚନ୍ଦ୍ର ପଣ୍ଡାଙ୍କୁ ମଧ୍ୟ ଖବର କରିଥିଲେ।...

କେନ୍ଦ୍ର-ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତିର ପ୍ରତିବାଦ: ଗଞ୍ଜାମ ଜିଲା କଂଗ୍ରେସର ବିକ୍ଷୋଭ, ଗଣଧାରଣା

ବ୍ରହ୍ମପୁର ଅଫିସ,୨୩ା୧୧-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତି ଏବଂ ବହୁମୁଖୀ ଦୁର୍ନୀତି ପ୍ରତିବାଦରେ ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରରେ ଶୋଭାଯାତ୍ରା ସହ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା।...

ଜାପାନିଜ ଏନସେଫାଲାଇଟିସ୍‌ ଟିକାକରଣରେ ଅବ୍ୟବସ୍ଥା: ଜଣେ ଶିଶୁଙ୍କୁ ୪ ଦିନରେ ୨ଥର ଟିକା

ଜଗତ୍‌ସିଂହପୁର ଅଫିସ, ୨୩ା୧୧: ୧ରୁ ୧୫ ବର୍ଷର ଶିଶୁଙ୍କୁ କ୍ୟୁଲେକ୍ସ ମସା କାମୁଡାରେ ସୃଷ୍ଟ ମାରାତ୍ମକ ସଂକ୍ରମଣ ରୋଗରୁ ମୁକ୍ତି ପାଇଁ ଜାପାନିଜ ଏନସେଫାଲାଇଟିସ୍‌ ଟିକା ଦିଆଯାଉଛି। ଏହି ଅଭିଯାନ ଗତ ୧୧ ତାରିଖରୁ ଆରମ୍ଭ ହୋଇଛି। କୌଣସି ପିଲାଙ୍କୁ...

ପାରାଦୀପ ପୌରପାଳିକାର ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ: ଅନ୍ୟ ପୌରାଞ୍ଚଳ ପାଇଁ ଆଦର୍ଶ

ପାରାଦୀପ,୨୩ା୧୧(ସ୍ବ.ପ୍ର.): ଇଚ୍ଛାଶକ୍ତି ସୁଦୃଢ଼ ରହିଲେ ଖତଗଦାରେ ବି ଫୁଲ ଫୁଟେ। ଦୈନନ୍ଦିନ ଚଳଣିରେ ସୃଷ୍ଟ ଆବର୍ଜନାକୁ ନେଇ ଏବେ ସାରା ଦେଶରେ ସ୍ବଚ୍ଛ ଭାରତର ନାରା ଚାଲିଛି। ଅପରପକ୍ଷେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା...

ରେଳପଥ ଆନ୍ଦୋଳନର କର୍ଣ୍ଣଧାର: ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ଅଫିସ,୨୩।୧୧: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ଶୁକ୍ରବାର ନୟାଗଡ଼ ରେଳ ଷ୍ଟେଶନଠାରେ ସ୍ବାଗତ କରାଯାଇଛି। ରେଲୱେ ଆନ୍ଦୋଳନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବତନ ଏମ୍‌ପି ଶିବାଜୀଙ୍କୁ ସ୍ବାଗତ କରାଯାଇ ସମ୍ବର୍ଦ୍ଧନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri