ଆମ ଜିଲା ଖବର

ପୋଲିସ କବ୍‌ଜାରେ ଆନ୍ତଃ ଜିଲା ଜୁଆଡ଼ି ଗ୍ୟାଙ୍ଗ

ବ୍ରଜରାଜନଗର,୫ା୪(ବିଜୟ ବରାଡ଼)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗାନ୍ଧୀ ଛକ ଫାଣ୍ଡି ଅନ୍ତର୍ଗତ ମଧୁପୁର ଜଙ୍ଗଲରୁ ଗୁରୁବାର ରାତିରେ ପୋଲିସ ଏକ ଆନ୍ତଃ ଜିଲା ଜୁଆଡ଼ି ଗ୍ୟାଙ୍ଗ୍‌କୁ ଧରିବାରେ ସଫଳ ହୋଇଛି। ଏଥିରେ ସମ୍ପୃକ୍ତ ୧୫ଜଣଙ୍କୁ ପୋଲିସ ଗିରଫ କରିବା...

ବିବାହ ଭୋଜି ଚୁଲିରେ ପଡ଼ିଗଲା ଶିଶୁ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

କୋକସରା,୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗାଁରେ ଘଟିଯାଇଛି ଅଭାବନୀୟ ଘଟଣା। ଦୁର୍ଯୋଧନ ମାଝୀଙ୍କ ୩ ବର୍ଷର ଶିଶୁପୁତ୍ର ମୋଟୁ ମାଝୀ ଶୁକ୍ରବାର ନିଆଁରେ ପୋଡ଼ି ଆହତ ହୋଇଛନ୍ତି । ଗାଁରେ ଏକ...

ବନ୍ଦ ଘରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ

ଭଦ୍ରକ,୫।୪(ସନାତନ ରାଉତ): ଭଦ୍ରକ ଟାଉନ ଥାନା ଅଧୀନ ଅପର୍ତିବିନ୍ଧା ନିଉକଲୋନୀରେ ଗତ ୩୦ ତାରିଖରେ ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ମିଳିଥିଲା। ମୃତ ମହିଳାଙ୍କ ସ୍ବାମୀଙ୍କ ଅଭିଯୋଗକ୍ରମେ ଟାଉନ ଥାନା ପୋଲିସ ଏକ ହତ୍ୟା ମାମଲା (ନଂ.୧୭୩/୨୪) ରୁଜୁ...

ଅସହ୍ୟ ତାତିରେ ଜୀବନ ଅସ୍ତବ୍ୟସ୍ତ

ଧରାକୋଟ/ସୋରଡ଼ା,୫ା୪(ବିଷ୍ଣୁକେଶରୀ ଆଚାର୍ଯ୍ୟ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲାରେ ଶୁକ୍ରବାର ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇଛି। ପୂର୍ବାହ୍ନ ୧୦ଟାରୁ ତାତି ଅସହ୍ୟ ହୋଇଥିଲା। ଫଳରେ ବିଭିନ୍ନ ଅଞ୍ଚଳରେ ରାସ୍ତାଘାଟ ଶୂନଶାନ ହୋଇ ପଡିଥିବା ଦେଖାଯାଇଥିଲା। ଧରାକୋଟ ଅଞ୍ଚଳରେ ବ୍ଲକ, ତହସିଲ, ବ୍ୟାଙ୍କ ସମେତ...

ଆସିଲା ବିଜେଡି ପ୍ରାର୍ଥୀ ତାଲିକା, ପ୍ରକାଶ-ପ୍ରଶାନ୍ତଙ୍କୁ ଟିକେଟ୍‌

କଟକ,୫।୪: ପୁଣି ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ (BJD) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ୩ୟ ପର୍ଯ୍ୟାୟରେ ଆଉ କିଛି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି...

ପ୍ରକାଶ ଆର୍‌ କଟକର ନୂଆ ଡିସିପି

ଭୁବନେଶ୍ୱର,୫।୪: ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଏବଂ ନିରପେକ୍ଷ କରିବା ଲାଗି ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରହିବା ଲାଗି ବଦଳି ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ଆଶୀଷ କୁମାର...

ଭାଜପା ଛାଡିଲେ ବରିଷ୍ଠ କୁଡୁମୀ ନେତା ଛଟେଲାଲ ମହାନ୍ତ

ଭୁବନେଶ୍ୱର,୫।୪; ଭାଜପା ଛାଡିଲେ ବରିଷ୍ଠ ନେତା ଛଟେଲାଲ ମହାନ୍ତି। ସେ ଆଜି ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ସେ ଭାଜପା ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି। ଛଟେଲାଲ ମହାନ୍ତ ହେଉଛନ୍ତି ମୟୂରଭଞ୍ଜ...

ଅରିନ୍ଦମ ହେଲେ କଟକ ଜିଲାପାଳ, ଜଗତସିଂହପୁର ପାଇଁ…

କଟକ/ଜଗତସିଂହପୁର,୫ା୪: ଶୁକ୍ରବାର କଟକର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି। ଆଏଏସ୍‌ ଅରିନ୍ଦମ ଡାକୁଆ କଟକର ନୂଆ ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ଜଗତସିଂହପୁର ପାଇଁ ମଧ୍ୟ ନୂଆ ଜିଲାପାଳ ଭାବେ ଆଇଏସ୍‌ ଅନୁପମ ଶାହା ନିଯୁକ୍ତ ହୋଇଛନ୍ତି। ପୂର୍ବରୁ...

ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ

ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ...

ସ୍କୁଟି ଆରୋହୀଙ୍କ ମୁଣ୍ଡରେ ଚଢ଼ିଗଲା ଟ୍ରକ୍‌, ଚାଲିଗଲା ଜୀବନ

କେନ୍ଦୁଝର,୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ସିଲିସୁଆଁ ହାଇଓ୍ବେ ରେଷ୍ଟୁରାଣ୍ଟ ସମ୍ମୁଖ ବୁଲାଣି ନିକଟରେ ଶୁକ୍ରବାର ଏକ(ଓଡିଜିର-୫ପି-୪୫୮୫)ବିଶିଷ୍ଟ ୧୪ଚକିଆ ଟ୍ରକ୍‌ ଧକ୍କାରେ(ଓଡି-ଜିରୋ-୯ଏମ-୪୭୮୯)ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଳାଶପଙ୍ଗା ବିଟ୍‌...

ବାପାଙ୍କ ଆଖି ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲେ ମା’

ଆଳି,୫ା୪(ବନମାଳୀ ସେନାପତି): ସ୍ବାମୀଙ୍କ ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ଖରସ୍ରୋତା ନଦୀକୁ ଶୁକ୍ରବାର ଡେଇଁଛନ୍ତି ଜଣେ ମା’। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ। ଆଳି ଓ ରାଜକନିକାକୁ ସଂଯୋଗ କରୁଥିବା...

କଦଳୀ ଚାଷ କରି ଲକ୍ଷପତି

ନୂଆପଡା,୫।୪ (ମକାରୁ ବେମାଲ):ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ମିଛାପାଲି ପଞ୍ଚାୟତ ବରକୋଟ ଗାଁର ଚାଷୀ କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାର ଯୋଗାଉଛନ୍ତି। ୧୦ ପରିବାର ଦାଦନ ଯାଉଥିଲେ କଦଳୀ ଚାଷ କଲା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri