ଆମ ଜିଲା ଖବର

ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ

ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ ଚାଲାଣ କରୁଛନ୍ତି। ଜାତୀୟ ରାଜପଥ ସଂପ୍ରସାରଣ କରୁଥିବା ଏକ ଠିକାସଂସ୍ଥା ପକ୍ଷରୁ ସରକାରୀ...

ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର

କଟକ ଅଫିସ,୨୨।୧୧: ଲାଞ୍ଚ ନେବାବେଳେ କଟକ ଗୋଡ଼ିସାହି ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର ଭବାନୀ ଶଙ୍କର ମହାନ୍ତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମଙ୍ଗଳାବାଗର ବିଜୟ ପାତ୍ରଙ୍କଠାରୁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିଲା।...

ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଗୁଣପୁର,୨୨।୧୧(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଡ଼ାରୀ ଏନ୍‌ଏସି ହାଇସ୍କୁଲ ପରିସରର ବୁଦାମୂଳରୁ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ସେଠାରେ କେହି ଜଣେ ନବଜାତକଙ୍କୁ ଛାଡି ଚାଲି ଯାଇଥିବା ବେଳେ ଶିଶୁର କାନ୍ଦଶୁଣି ଉକ୍ତ ସାହିର ପାଣ୍ଡବ ସାହୁ ନାମକ...

ଦରଦାମ ବୃଦ୍ଧି ପ୍ରତିବାଦ: ବଲାଙ୍ଗୀର ଜିଲା କଂଗ୍ରେସ ପକ୍ଷରୁ ଗଣଧାରଣା

ବଲାଙ୍ଗୀର ଅଫିସ,୨୨।୧୧: ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ଓ ସରକାରୀ ତଥା ବେସରକାରୀ ନିଯୁକ୍ତି କାଟ୍‌ ପ୍ରତିବାଦରେ ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଜିଲା କଂଗ୍ରେସ କମିଟି...

ବିପୁଳ ପରିମାଣର ବିଦେଶୀ ମଦ ଜବତ: ୨ ବ୍ୟବସାୟୀ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ଅବକାରୀ ବିଭାଗ ଦାରା ଶୁକ୍ରବାର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଠାକୁରମୁଣ୍ଡା ଓ ଚମ୍ପାଝର ବଜାର ଅଞ୍ଚଳରୁ ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ ହୋଇଛି। ଘଟଣାରେ ସଂପୃକ୍ତି ଥିବା ଅଭିଯୋଗରେ ୨ ଜଣ...

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ ବାଘାମ୍ବର ପଟ୍ଟନାୟକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏହି...

ଭାଜପାରେ ମିଶିଲେ ପାଟଣାଗଡ଼ ବିଜେଡିର ବହୁ ନେତା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ବହୁ ବିଜେଡି ନେତା ଦଳଛାଡି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ବଲାଙ୍ଗୀର ଜିଲା ବିଜେଡି ସମ୍ପାଦକ ପ୍ରଦୀପ ପୁରୋହିତ, ପାଟଣାଗଡ଼...

କେନ୍ଦ୍ରାପଡ଼ା ଜଳକ୍ଳିଷ୍ଟ ଜିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରାପଡା ଜିଲାକୁ କେନ୍ଦ୍ର ସରକାର ଜଳକ୍ଳିଷ୍ଟ ଜିଲା ବୋଲି ଘୋଷଣା କରିଛନ୍ତି। ତେଣୁ ଜଳକଷ୍ଟକୁ ଦୂର କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଜିଲା ଜଳନିକାସ ବିଭାଜନ ଦ୍ୱାରା ପାଟନାଳୀମାନଙ୍କରେ...

ପାଣିରେ ପଡି ଦନ୍ତା ହାତୀ ମୃତ

ନିରାକାରପୁର,୨୨।୧୧(ଡି.ଏନ.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ବାଘେପୁଟ ମୌଜା ଖଦେଇ ଗହୀର ମଲାଗୁଣୀ ନଦୀ ପଠା ଉପରେ ପାଣିରେ ପଡି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ୨୦ରୁ ୨୫ ବର୍ଷ...

୩ଲକ୍ଷ ଟଙ୍କାର ଗଞ୍ଜେଇ ସହ କାର୍‌ ଜବତ, ୨ ଗିରଫ

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ୧୬ନଂ ଜାତୀୟ ରାଜପଥ ବଡଚଣା ନିକଟରୁ ଗଞ୍ଜେଇ ଭର୍ତ୍ତି ଏକ କାର୍‌କୁ ଜବତ କରିଛି। ଅବକାରୀ ଅଧୀକ୍ଷକ ରଜତ କୁମାର ପ୍ରହରାଜ କୌଣସି ସୂତ୍ରରୁ ଖବରପାଇ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁଙ୍କୁ...

ଯାଜପୁର ମୁଖ୍ୟ ଚିକିତ୍ସାଳୟ: ଅଟୋରିକ୍ସା ଦ୍ୱାରା ଅବରୋଧ ହେଉଛି ପ୍ରବେଶ ଦ୍ୱାର

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମହିଳା ଓ ଶିଶୁଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଚିକିତ୍ସାଳୟ ପ୍ରବେଶଦ୍ୱାରରେ କେତେକ ଅଟୋ ନିୟମିତ ଭାବେ ପାର୍କିଂ କରିବା ଯୋଗୁ ରୋଗୀଙ୍କୁ ନେଇ ଆସୁଥିବା ଗାଡି ଏବଂ ଆମ୍ବୁଲାନ୍ସଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ସ୍ଥାୟୀ ଜମିପଟ୍ଟା, ଘରଢ଼ିହ ପ୍ରଦାନ ପାଇଁ ଦାବିପତ୍ର

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଅଞ୍ଜିରା ଗ୍ରାମର ଗ୍ରାମବାସୀ ଭାରପ୍ରାପ୍ତ ଜିଲାପାଳଙ୍କୁ ଗୁରୁବାର ଭେଟି ସ୍ଥାୟୀ ଜମିପଟ୍ଟା ଓ ଭୂମିହୀନଙ୍କୁ ଘରଢ଼ିହ ଦେବାକୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଞ୍ଜିରା ପଞ୍ଚାୟତର ୧୬ଟି ଗ୍ରାମର ଗ୍ରାମବାସୀ ୧୯୫୪ ମସିହାରୁ ଜମିଦାରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri