ଆମ ଜିଲା ଖବର

ମିଳିଲାନି ଟିକେଟ: ବିଜେଡି ଛାଡ଼ିଲେ ପର୍ଶୁରାମ, ଦେବେନ୍ଦ୍ର

ସୋର/ଫୁଲବାଣୀ, ୪।୪(ଜନ୍ମେଜୟ ମିଶ୍ର/ ରାକେଶ କୁମାର ରାଉତ)ବିଜେଡି ବୁଧବାର ୨୭ ବିଧାନସଭା ଆସନ ଲାଗି ତା’ର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଟିକେଟ ନ ମିଳିବାରୁ ସୋର ବିଧାୟକ ପର୍ଶୁରାମ ଧଡ଼ା ଓ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର...

ପ୍ରେମିକାଙ୍କୁ ଖୁସି କରିବାକୁ ଚୋରି

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ସହରର ବିଭିନ୍ନ ସ୍ଥାନରୁ ବାଇକ୍‌ ଚୋରି ଘଟଣାରେ ଟାଉନ ଥାନା ପୋଲିସ ଏକ ର଼୍ୟାକେଟକୁ ଠାବ କରିଛି। ମଙ୍ଗଳବାର ୩ ଇଞ୍ଜନିୟରିଂ ଛାତ୍ରଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଗୋଟେ ବାଇକ୍‌ ଓ ମୋବାଇଲ ଜବତ କରିଥିବା...

କନ୍ଦରପୁର କଲେଜ ଅବସରପ୍ରାପ୍ତ ଅଧ୍ୟକ୍ଷ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ,୩ା୪ (କାର୍ତ୍ତିକ ସାହୁ: କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। କଟକ ଦ୍ୱିତୀୟ ଅତିରିକ୍ତ ଦୌରାଜଜ୍‌ ଅଭିଯୁକ୍ତ ଅର୍ଜୁନ ଜେନା(୪୩)ଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ୧୦ ହଜାର...

ପଟାଙ୍ଗି ବିଧାନସଭା ଆସନରୁ ପ୍ରାର୍ଥୀ ହେଲେ ପ୍ରଫୁଲ୍ଲ

କୋରାପୁଟ,୩ା୪(ଅମିତାଭ ବେହେରା): ରାଜ୍ୟ ବିଜେଡି ପକ୍ଷରୁ ବୁଧବାର ଦ୍ୱିତୀୟ ପଯର୍ର୍‌ୟାୟରେ ୨୭ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରେ ରହିଛନ୍ତି ଜିଲାର ପଟ୍ଟାଙ୍ଗି ବିଧାନସଭା ମଣ୍ଡଳୀ ଆସନ ନିମନ୍ତେ ପୂର୍ବତନ...

ଟିକେଟ୍‌ ପାଇଁ ରାଜ୍ୟ ପ୍ରଭାରୀଙ୍କ ଅର୍ଥ ଦାବି: ଶରତଙ୍କ ଅଭିଯୋଗକୁ ଜିଲା କଂଗ୍ରେସ କମିଟିର ଖଣ୍ଡନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍‌ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ ଘରୋଇ ହୋଟେଲରେ ରାଜ୍ୟ ପ୍ରଭାରୀ ଅଜୟ କୁମାର ଶରତଙ୍କୁ ଟିକେଟ୍‌ ଦେବା ପାଇଁ...

ଏକାମ୍ର ନିର୍ବାଚନମଣ୍ଡଳରୁ ସ୍ୱାଧୀନ ଲଢିବେ ବିରଞ୍ଚି ମହସୂପକାର

ଭୁବନେଶ୍ୱର,୩।୪:ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ନାଁ ଘୋଷଣା ପରେ ମୁଣ୍ଡ ଟେକିଚି ବିଦ୍ରୋହ। ଦଳର ଅନ୍ୟତମ ଆଶାୟୀ ଓ୍ବାର୍ଡ ନଂ.୫୯ର କର୍ପୋରେଟର ବିରଞ୍ଚତ୍ ନାରାୟଣ ମହାସୁପକାର (ଲିଟୁ) ସ୍ୱାଧୀନ ଭାବେ ଲଢ଼ିବାକୁ ଘୋଷଣା କରିଛନ୍ତି। ଗତ...

ଓଭର ବ୍ରିଜ୍‌ରେ ଦୁର୍ଘଟଣା: ସ୍କୁଟିକୁ ଧକ୍କାଦେଲା ଅଜଣା ଗାଡ଼ି, ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନି

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍‌ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସ୍କୁଟିକୁ(ଓ ୦୭ ଏକେ...

ପାଳଙ୍ଗରୁ ଆରମ୍ଭ ହେଲା ବିଜେଡିର ନିର୍ବାଚନୀ ସଭା

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଆସନ୍ତା ମେ’ ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳର ରଣନୀତି ଆରମ୍ଭ ହେଲାଣି। ବିଭିନ୍ନ ରାଜନୈତିକ ଦଳଠାରୁ ଶାସକ ଦଳ ଆଗୁଆ ଥିବା ଜଣାପଡ଼ିଛି। ବିଜେଡି ପ୍ରଥମ ଦଳ ଭାବେ ଛତ୍ରପୁର ନିର୍ବାଚନ ମଣ୍ଡଳୀର...

ନିଖିଲ ପୱନ୍ କଲ୍ୟାଣ ଯାଜପୁର ନୂଆ ଜିଲାପାଳ

ଭୁବନେଶ୍ୱର,୩।୪: ଯାଜପୁର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି ୨୦୧୨ ବ୍ୟାଚ୍ ଆଇଏଏସ ଅଧିକାରୀ ନିଖିଲ ପୱନ୍ କଲ୍ୟାଣ। ସେ ବର୍ତମାନ ଗ୍ରାମୀଣ ବିକାଶ ବିଭାଗର ନିର୍ଦ୍ଦେଶକ ଅଛନ୍ତି। ଫେବୃଆରୀ ମାସରେ ରାଉରକେଲା ମୁନିସିପାଲିଟି କମିଶନର ଶୁଭଙ୍କର ମହାପାତ୍ରଙ୍କୁ ଯାଜପୁର ଜିଲାପାଳ...

ବିଜେଡିରୁ ଇସ୍ତଫା ଦେଲେ ପର୍ଶୁରାମ ଧଡ଼ା, ଟିକେଟ୍ ନ ମିଳିବାରୁ ନିଷ୍ପତି

ଭୁବନେଶ୍ୱର,୩।୪: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ସୋର ବିଧାୟକ ପର୍ଶୁରାମ ଧଡ଼ା। ଟିକେଟ୍ ନ ମିଳିବାରୁ ଅସନ୍ତୋଷ ପ୍ରକାଶ କରି ସେ ଦଳ ଛାଡ଼ିଥିବା କହିଛନ୍ତି। ବୁଧବାର ବିଜେଡି ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟରେ ୨୭ ବିଧାନସଭା ଆସନ ଏବଂ...

କଟିଲା ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଟିକେଟ୍‌, ଏଥର ଧନୁର୍ଜୟ ସିଦ୍ଧୁ କେନ୍ଦୁଝର ବିଜେଡି ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଳମ୍ବରେ ହେଉ ପଛେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଲୋକ ସଭା ପାଇଁ ପୂର୍ବତନ ବିଧାୟକ ଧନୁର୍ଜୟ ସିଦ୍ଧୁଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଘୋଷଣା ପରେ ଦୀର୍ଘଦିନ ଧରି ଅପେକ୍ଷା କରିଥିବା ତାଙ୍କ...

ଘରେ ଦେଶୀ ବନ୍ଧୁକ ରଖିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri