ଆମ ଜିଲା ଖବର

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ପୁଅର ଜୀବନ, ଦୁଃଖ ସତ୍ତ୍ୱେ ଏମିତି ନିଷ୍ପତ୍ତି ନେଇ ଉଦାହରଣ ସାଜିଲେ ମା’-ବାପା

କଟକ,୩୧ା୩ (କାର୍ତ୍ତିକ ସାହୁ): ବିଦ୍ୟୁତ ଆଘାତରେ ମୃତ କଲେଜ ଛାତ୍ରଙ୍କ ଚକ୍ଷୁଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ପରିବାରବର୍ଗ। ମୃତ ଛାତ୍ର ଜଣକ ହେଲେ ଶିବାଜୀନଗର ଅଞ୍ଚଳର ନୀହାର ମାହାଲି। ସେ ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ...

‘କଂଗ୍ରେସକୁ ଦୁର୍ବଳ କରିବାକୁ ଚାଲିଛି ଷଡ଼ଯନ୍ତ୍ର’

ଭଦ୍ରକ,୩୧।୩(ସନାତନ ରାଉତ): ନିର୍ବାଚନୀ ପାଣ୍ଠି ସଂଗ୍ରହ କରିବା ପାଇଁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ସାମ୍ବିଧାନିକ ସଂସ୍ଥାଗୁଡ଼ିକୁ ପ୍ରୟୋଗ କରି ଭାରତର ସବୁଠାରୁ ପୁରୁଣା ଦଳ କଂଗ୍ରେସକୁ ଦୁର୍ବଳ କରିବାକୁ ଭାଜପା ଷଡ଼ଯନ୍ତ୍ର କରୁଛି ବୋଲି ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ଏକ...

୮ଜଣଙ୍କୁ ହୋଇଥିଲା ନିର୍ଦ୍ଦେଶ: ୭ ବନ୍ଧୁକ ଦେଲେ ଜିମା

ବୈଶିଙ୍ଗା,୩୧ା୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ସାଧାରଣ ନିର୍ବାଚନରେ ଆଇନ ଶୃଙ୍ଖଳା କଡ଼ାକଡ଼ି କରିବା ଲକ୍ଷ୍ୟରେ ତନାଘନା ଆରମ୍ଭ କରିଦେଇଛି। ଥାନା ଅଞ୍ଚଳରେ ଲାଇସେନ୍ସ ପ୍ରାପ୍ତ ୮ ଜଣ ବନ୍ଧୁକଧାରୀଙ୍କୁ ନିର୍ବାଚନ ପ୍ରକ୍ରିୟା ଶେଷହେବା ପର୍ଯ୍ୟନ୍ତ ପୋଲିସ ନିକଟରେ...

ବାଇକ୍‌ ଶୋଭାଯାତ୍ରାରେ ଗାଁକୁ ଗାଁ ବୁଲି ବିଷ୍ଣୁବ୍ରତଙ୍କ ନିର୍ବାଚନ ପ୍ରଚାର

ତିହିଡ଼ି,୩୧ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନମଣ୍ଡଳୀ ବିଜେଡି ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତ ରାଉତରାୟଙ୍କୁ ରବିବାର ତିହିଡ଼ି ବ୍ଲକ ବିଜେଡି ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଷ୍ଣୁବ୍ରତ ଦଳୀୟ ନେତା ଓ କର୍ମୀଙ୍କ ସହ ବାଇକ୍‌ ଶୋଭାଯାତ୍ରାରେ ବିଭିନ୍ନ ପଞ୍ଚାୟତ ପରିକ୍ରମା...

ଚୋରି ପରେ ପଶୁନି ଚେତା, ମନ୍ଦିରବେଢ଼ା ଖୋଲା          

କେନ୍ଦୁଝର, ୩୧।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରରୁ ଚୋରି ଘଟଣାରେ ପୋଲିସ କାହାରିକୁ ଗିରଫ କରିନାହିଁ। ତେବେ ଚୋରିର ତିନି ଦିନ ପରେ ମଧ୍ୟ ଏହାର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇନାହିଁ ା...

ମହିଳାଙ୍କୁ ହତ୍ୟା ଧମକ ଦେଇ ଫସିଲେ କନିଷ୍ଠ ଯନ୍ତ୍ରୀ

କେନ୍ଦୁଝର, ୩୧ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ପୁରୁଣା ବଜାର ହାଉସିଂ ବୋର୍ଡ କଲୋନୀରେ ଗାୟତ୍ରୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟାଙ୍କୁ ଦୁର୍ବ୍ୟବହାର ଓ ହତ୍ୟା ଧମକ ଦେବା ଅଭିଯୋଗରେ ଟାଉନ ଥାନାରେ ପୌରପାଳରିକା...

ଜନସାଧାରଣ, ସମର୍ଥକ ଚାହିଁଲେ ପୁଣି ସ୍ୱାଧୀନରେ ଲଢ଼ିବେ ମକରନ୍ଦ

ରାୟଗଡ଼ା,୩୧/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ନିର୍ବାଚନମଣ୍ଡଳୀରେ ରାଜ୍ୟର ଏକମାତ୍ର ସ୍ୱାଧୀନ ବିଧାୟକ ଭାବେ ୨୦୧୯ରେ ବିଜୟୀ ହୋଇଥିଲେ ମକରନ୍ଦ ମୁଦୁଲି । ବିଜେଡ଼ିର ପ୍ରାର୍ଥି ତଥା ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, କଂଗ୍ରେସର ବରିଷ୍ଠ ନେତା ଆପଲସ୍ୱାମୀ କାଡ୍ରାକା ଓ...

ନିର୍ବାଚନ ପ୍ରଚାର କଲେ ମା’-ପୁଅ

ଭୁବନେଶ୍ୱର,୩୧।୩: ୨୦୨୪ ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସେତିକି ନିର୍ବାଚନୀ ପ୍ରଚାର ମଧ୍ୟ ସରଗରମ ହେବାରେ ଲାଗିଛି। ଟିକେଟ ପାଇଥିବା ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଚିକିଟି ନିର୍ବାଚନ ମଣ୍ଡଳି ବିଜେଡି...

ଝାରସୁଗୁଡ଼ାରୁ ବିମାନ ଚଳାଚଳ ବନ୍ଦ କଲା ସ୍ପାଇସ୍‌‌ଜେଟ୍‌‌

ଭୁବନେଶ୍ୱର,୩୧।୩: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍‌‌ଜେଟ୍‌‌ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା ବିମାନବନ୍ଦରରରୁ ସ୍ପାଇସ୍ ଜେଟ୍ତା ’ର ବିମାନ ସେବା ବିଭିନ୍ନ ସେକ୍ଟରରୁ ବନ୍ଦ କରିବାରେ...

ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର, ଲୋକେ ଆତଙ୍କିତ

ଖଲ୍ଲିକୋଟ,୩୧ା୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାଠାରୁ ମାତ୍ର ଦୁଇ ଶହ ମିଟର ଦୂରରେ ଓଲଟି ପଡ଼ିଛି ଏକ ଗ୍ୟାସ ଟ୍ୟାଙ୍କର। ବ୍ରହ୍ମପୁରଠାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଭାରତ ଗ୍ୟାସ୍‌ ଟ୍ୟାଙ୍କର ରବିବାର ପୂର୍ବାହ୍ନରେ ଖଲ୍ଲିକୋଟ ବଡ଼ ଘାଟି...

ଦୁର୍ନୀତି ଲୁଚାଇବାକୁ ମାର୍ଚ୍ଚରେ ବନୀକରଣ

ଲୋଇସିଂହା,୩୧ା୩(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ସାଲେଭଟା ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲ ଗ୍ରାମରେ କାମ୍ପା ଯୋଜନାରେ ହୋଇଥିବା ବନୀକରଣରେ ଦୁର୍ନୀତି ହୋଇଛି। ବଲାଙ୍ଗୀର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଶନିିବାର ଏହିଭଳି ଅଭିଯୋଗ କରିଛି ବଙ୍ଗାବାହାଲ ବନ ସୁରକ୍ଷା ସମିତି।...

ଲହୁଣୀପଡ଼ା ଅଞ୍ଚଳରେ ବୁଲୁଛି ବାଘ

ଲହୁଣୀପଡା,୩୧।୩(ଦାଶରଥି ପଣ୍ଡା)ସୁନ୍ଦରଗଡ଼ ଜିଲା ଲହୁଣୀପଡା ଅଞ୍ଚଳର ବିଭିନ୍ନ ଗ୍ରାମରେ ବାଘ ବୁଲୁଥିବା ଚର୍ଚ୍ଚା ଜୋର ଧରିଛି। ବାଘ ବୁଲୁଥିବା ନେଇ ଆଲୋଚନା ଶୁଣିବାକୁ ମିଳୁଛି। ଯେଉଁ ଯେଉଁ ଅଞ୍ଚଳରେ ବାଘ ବୁଲୁଛି ବୋଲି ଚର୍ଚ୍ଚା ଜୋର ଧରିଛି ସେ ଅଞ୍ଚଳର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri