ଆମ ଜିଲା ଖବର

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ।...

ସନାତନ ଭାଜପାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କେନ୍ଦୁଝର,୨୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ପ୍ରଥମେ କଂଗ୍ରେସ, ପରେ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡ଼ା ହୋଇ ଚମ୍ପୁଆ ବିଧାୟକ ହେଲେ। ଚଳିତ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଜେଡିରେ ମିଶିବା ନେଇ ଆଲୋଚନା ହେଉଥିବା ବେଳେ ଏବେ ଭାଜପାରେ ଯୋଗଦେବା...

ରାତିସାରା ଚାଲିଛି ମୋରମ ଲୁଟ୍‌

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି। ଏହି କ୍ରମରେ ରାଜ୍ୟ ସରକାର ଲଘୁ ଖଣି ନିର୍ଦ୍ଦେଶାଳୟ ବିଭାଗ ସ୍ଥାପନ କରିବା...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା ଓ କଂଗ୍ରେସ ପକ୍ଷରୁ ମଧ୍ୟ ଟିକେଟ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ ବୁଡ଼(୬୦) ଓ ତାଙ୍କ ପୁଅ ରାଜେଶ...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଦ ଶ୍ରୀ ମାତାଜୀ(୮୦)। ମିଳିଥିବା ସୂଚନା ଅନୁଯାୟୀ, ମାତାଜୀ ଜୈନ ଧର୍ମ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି)...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦଳର...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ କାର୍ଯ୍ୟାଳୟରେ ଭାଜପା ବ୍ରହ୍ମପୁର ଲୋକସଭା ପାର୍ଥୀ ଡ଼ ପ୍ରଦୀପ କୁମାର...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଅଭିଯୁକ୍ତ ଜଣକ ପୁରୀର ଏନଫୋର୍ସମେଣ୍ଟ ୟୁନିଟର ସିଟିଓ ଏବଂ ଜିଏସଟି ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri