ଆମ ଜିଲା ଖବର

ସମ୍ବଲପୁରରେ ବିଗ୍‌ ଫାଇଟ୍‌

ସମ୍ବଲପୁର,୨୮ା୩ (ଭବାନୀ ଶଙ୍କର ଭୋଇ)ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ଏହା ପୂର୍ବରୁ ଗତ ରବିବାର ଭାଜପା ଓଡିଶାର ୧୮ ଏମ୍‌ପି ପ୍ରାର୍ଥୀଙ୍କ...

ସୁନୀଲ, ଅରୂପଙ୍କୁ ନେଇ ବିଜେଡି ଶିବିରରେ ଉତ୍ସାହ

ପୁରୀ,୨୮ା୩(ଅଜିତ୍‌ ମହାନ୍ତି)ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସ୍ବର୍ଗତ ମହେଶ୍ୱର ମହାନ୍ତିଙ୍କ ପୁଅ ସୁନିଲ ମହାନ୍ତିଙ୍କୁ ବିଜେଡି...

ବାରବାଟୀ-କଟକ ଉପରେ ନଜର

କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ବିଜେଡି ପକ୍ଷରୁ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରାଯାଇଛି। ବିଧାନସଭା ଆସନ ପାଇଁ ଚୌଦ୍ୱାର-କଟକରୁ ପ୍ରାର୍ଥୀ ଭାବେ ସୌଭିକ୍‌ ବିଶ୍ୱାଳ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା, ନିଆଳିରୁ ପ୍ରମୋଦ ମଲ୍ଲିକ, ବାଙ୍କୀରୁ ଦେବୀରଞ୍ଜନ...

ରଙ୍ଗଖେଳରୁ ଯୁବକଙ୍କୁ ହତ୍ୟା: ୨ ବିଜେଡି ନେତା ଗିରଫ

କୁଚିଣ୍ଡା,୨୮ା୩(ବିରଞ୍ଚତ୍ ଦର୍କା)ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଉଚ୍ଚକାପାଟ ପଞ୍ଚାୟତ କେଛୁପାଣି(ହରିଜନପଡ଼ା)ଠାରେ ମଙ୍ଗଳବାର ହୋଲି ଅବସରରେ ରଙ୍ଗଖେଳରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ସେ ହେଲେ କେଛୁପାଣିର ଚିନ୍ମୟ ହାତୀ (୨୮)। ପୋଲିସ ହତ୍ୟା ଅଭିଯୋଗରେ ବାଉଁଶଲଗା ପଞ୍ଚାୟତ ବାଦପଡ଼ାର ବିଜେଡି...

ଆନ୍ଧ୍ର-ଓଡ଼ିଶା ପ୍ରଶାସନଙ୍କ ଆଲୋଚନା ଭିଡିଓ ଭାଇରାଲ

ପଟ୍ଟାଙ୍ଗି,୨୮ା୩(ଶରତ ଧଳ)ଆନ୍ଧ୍ର ସୀମାକୁ ଲାଗିଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ର- ଓଡ଼ିଶା ମଧ୍ୟରେ କିପରି ଶାନ୍ତି ଶୃଙ୍ଖଳାର ସହ ମତଦାନ ହେବ ସେ ନେଇ ଉଭୟ ପ୍ରଶାସନ ମଧ୍ୟରେ ଆଲୋଚନାର ଏକ ଭିଡିଓ ଗଣମାଧ୍ୟମରେ ଭାଇରାଲ...

ଗାଁରେ ନୋଟ୍‌ଛପା କେନ୍ଦ୍ର

ବଲାଙ୍ଗୀର ଜିଲା ଦେଓଗାଁ ଥାନା ବୁଢ଼ାବାହାଲ ଗାଁରେ ଠାବ ହୋଇଛି ଜାଲ୍‌ନୋଟ ଛପା କେନ୍ଦ୍ର। ୫୦୦ଟଙ୍କିଆ ଜାଲ୍‌ନୋଟ ଛପାଯାଇ ବଜାରକୁ ଛଡ଼ାଯାଉଥିବା ଘଟଣା ଏବେ ଧରାପଡ଼ିଛି। ଏକ ୨୪ ପ୍ରହର ନାମଯଜ୍ଞରେ ଗାୟକ ଏବଂ ବାୟକଙ୍କୁ ଜାଲ ନୋଟ ଉପହାର...

ଟ୍ରେଲର ଧକ୍କାରେ ପିକ୍‌ଅପ୍‌ ଚାଳକ, ହେଲପର ମୃତ

ନିରାକାରପୁର,୨୭ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଟ୍ରେଲର ଚାଳକଙ୍କ ବେପରୁଆ ଗାଡ଼ିଚାଳନା ଯୋଗୁ ପିକ୍‌ଅପ୍‌ ଚାଳକ ଓ ହେଲପର ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଚାଳକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ମେଦିନୀପୁର ଅଞ୍ଚଳର ଶାନ୍ତନୁ ସୌ (୨୭) ଏବଂ ହେଲପର...

ସାହିତ୍ୟ ହେଉଛି ଲେଖକଙ୍କ ବୈଭବ

ଯାଜପୁରରୋଡ୍‌,୨୭ା୩: ଯାଜପୁରରୋଡ୍‌ ସ୍ଥିତ ଉତ୍ସବ ପ୍ୟାଲେସ୍‌ରେ ‘ଅଭିମାନ’ ପ୍ରକାଶନର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ କବି ପ୍ରଭାକର ଶତପଥୀ,ରାଜକିଶୋର ପାଢ଼ୀ,ବିଦ୍ୟୁତ୍‌ ଲତା ଦାସ, ଭବାନୀ ଭୂୟାଁ ଓ ପ୍ରଦୀପ କୁମାର ରାୟ ଅତିଥି...

ହୀରାକୁଦରେ ହଇଜା ବ୍ୟାପିବା ଘଟଣା: ଓଏଚ୍‌ଆର୍‌ସିରେ ମାମଲା ରୁଜୁ

କଟକ,୨୭ା୩(କାର୍ତ୍ତିକ ସାହୁ): ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିବା ଘଟଣାରେ ଓଡ଼ିଶା ମାନବିକ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ମାମଲା ବୁଧବାର ରୁଜୁ ହୋଇଛି। ମାମଲାର ପକ୍ଷମାନଙ୍କୁ ଆୟୋଗଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ପାଇଁ ଆବେଦନକାରୀ ହାଇକୋର୍ଟର...

ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): ବିଧାୟକ ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ପୁନର୍ବାର ବିଜେଡିର ପ୍ରାର୍ଥୀପତ୍ର ଘୋଷଣା କରିବା ପରେ ଦାରିଙ୍ଗବାଡ଼ିଠାରେ ବିଜୁ ଜନତା ଦଳ ସମେତ ବିଭିନ୍ନ ପୂଜା କମିଟି ସମେତ ହୋଟେଲ ସଙ୍ଘ, ବଣିକ ସଙ୍ଘ ଓ ଦଳୀୟ କର୍ମୀମାନେ...

ମୁହାଣରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ଗୋପାଳପୁର,୨୭ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ହରିପୁର ମୁହାଣରେ ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ ନୂଆ ଗୋଳାବନ୍ଦ ଗ୍ରାମର ୟୁ ଧନୁଶ (୧୩) ବୋଲି ଜଣାପଡ଼ିଛି। ସୂଚନାନୁସାରେ ରଙ୍ଗେଇଲୁଣ୍ଡା ବ୍ଲକ ଅଧିନସ୍ଥ ନୂଆ...

ଟ୍ରେନ୍‌ରେ କଟି ବୃଦ୍ଧଙ୍କ ଜୀବନ ଗଲା

କେସିଙ୍ଗା,୨୭ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମର ପାଳେଶ୍ୱର କୁମାର(୬୫)ଙ୍କ ଟ୍ରେନ୍‌ ଧକ୍କାରେ ବୁଧବାର ମୃତ୍ୟୁ ଘଟିଛି। ପାଳେଶ୍ୱର କୁମାରଙ୍କ ଝିଅ ନାତିର ମୁଣ୍ଡନ କରିବାକୁ ରାୟଗଡ଼ାର ମାଝି ଗୌରୀ ମନ୍ଦିରକୁ ଯାଇଥିଲେ। ବିଶାଖାପାଟଣା -ରାୟପୁର ଟ୍ରେନ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri