ଆମ ଜିଲା ଖବର

ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା

ପୁରୀ,୨୫ା୩(ଅଜିତ୍‌ ମହାନ୍ତି): ଅନ୍‌ଲାଇନ୍‌ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍‌ଲାଇନ୍‌ ଆପ୍‌ ଆମାଜନ୍‌ ନାଁରେ ପୁରୀ ବାସେଳିସାହିର ଭଗବାନ ମହାପାତ୍ର ଅଭିଯୋଗ ଆଣିଛନ୍ତି। ଏ...

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ...

ଭଦ୍ରକ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ିବେ ଅଭିମନ୍ୟୁ

ଭଦ୍ରକ,୨୫।୩(ସନାତନ ରାଉତ):  ଭାଜପା ୫ମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାରେ ୨୧ ଲୋକ ସଭା ଆସନରୁ ୧୮ ଲୋକ ସଭାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ସଂରକ୍ଷିତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅପରିବର୍ତ୍ତିତ ରହିଛି।...

ୟୁଟ୍ୟୁବର ମୋନାଲିସାଙ୍କ ଘରେ ଚଢ଼ାଉ: ମାଙ୍କଡ଼ ସହ ଭିଡିଓ ଶେୟାର କରି ହୋଇଥିଲେ ପ୍ରସିଦ୍ଧ

ଯାଜପୁର ସଦର,୨୫ା୩(ସମର ବିଜୟ ଶରଣ): ବେଆଇନ ଭାବେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିବା ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ରଙ୍କ ପାଇଁ ମହଙ୍ଗା...

ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରେଇ,୨୫ା୩(ଚନ୍ଦ୍ରକାନ୍ତ ପତି): ବାସହୀନଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କରୁଛନ୍ତି। ଅଥଚ ଏହିସବୁ ଯୋଜନା ଯୋଗ୍ୟ ବ୍ୟକ୍ତିଙ୍କ ପାଖରେ ପହଞ୍ଚିବା ସମ୍ଭବ ହେଉନାହିଁ। ତଳସ୍ତର ନେତାଙ୍କ ରାଜନୈତିକ ଫାଇଦା ଏବଂ ବିରୋଧୀ ଶାସକ ଟଣାଓଟରା ଯୋଗୁ...

ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍‌ ଲାଇଟ୍‌

କାଏମା,୨୫ା୩(ଶିବପ୍ରସାଦ ମହାନ୍ତି): ଅନ୍ଧକାରରୁ ମୁକ୍ତି ପାଇଁ ଗାଁଗାଁରେ ଲାଗିଥିଲା ଷ୍ଟ୍ରିଟ ଲାଇଟ୍‌। ମାତ୍ର କିଛି ଦିନ ଜଳିବା ପରେ ତାହା ବନ୍ଦ ହୋଇଯାଇଛି। ଅନେକ ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍‌ ଲାଇଟ। ଧର୍ମଶାଳା ବ୍ଲକର ଅନେକ ପଞ୍ଚାୟତରେ ଏହି ଘଟଣା...

ପୁଣି ଖଣିିରୁ ଚୋରି ବଢୁଛି

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ୍‌ ମହାନ୍ତ),୨୫ା୩: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ପୁଣି କ୍ରୋମାଇଟ ମାଫିଆମାନଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ରବିବାର ଓଡ଼ିଶା ଖଣି ନିଗମର ଦକ୍ଷିଣ କାଳିଆପାଣି ଖଣିରୁ ପଶ୍ଚିମବଙ୍ଗ ପୋଲିସ ଖଣିଜ ପଦାର୍ଥ ଚୋରି କରୁଥିବା ଜଣେ ଅଭିଯୁକ୍ତଙ୍କୁ...

ଭୋଟ୍‌ ଫର୍‌ ମୋଦି ବାର୍ତ୍ତା ନେଇ ତାମିଲନାଡ଼ୁରୁ ଦିଲ୍ଲୀ ଅଭିମୁଖେ ରାଜଲକ୍ଷ୍ମୀ

କଟକ,୨୫।୩(ଶିଳ୍ପା ପ୍ରିୟଦର୍ଶିନୀ): ଭୋଟ ଫର୍‌ ନେଶନ ବାର୍ତ୍ତା ନେଇ ତାମିଲନାଡୁ ମଦୁରାଇରୁ ବାଇକ୍‌ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ରାଜଲକ୍ଷ୍ମୀ ମାଣ୍ଡା। ଇତିମଧ୍ୟରେ ସେ ୮ଟି ରାଜ୍ୟ ବୁଲି ସାରିଥିବାବେଳେ ୯ମ ରାଜ୍ୟ ଭାବେ ଓଡ଼ିଶା ଆସିଛନ୍ତି।...

ପାଟଣାରେ ଭାଜପା ଖୋଜୁଛି ଦକ୍ଷ ପ୍ରାର୍ଥୀ

କେନ୍ଦୁଝର,୨୫।୩((ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ପାଟଣା ବିଜେଡି ହାତରେ ରହିଥିବା ବେଳେ ଯୁବ ବିଧାୟକ ଜଗନ୍ନାଥ ନାୟକଙ୍କୁ ଆଉ ଥରେ ଦଳ ପ୍ରାର୍ଥୀ କରିବା ସମ୍ଭାବନା ରହିଛି। ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ୬...

ଭାଜପାରେ ୫ ଆଶାୟୀ: ଚର୍ଚ୍ଚାରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀ

ଭଦ୍ରକ,୨୫।୩(ସନାତନ ରାଉତ): ଆସନ୍ତା ସାଧାରଣ ନିର୍ବାଚନରେ ମେଣ୍ଟ ଆଲୋଚନାରେ ପୂର୍ଣ୍ଣଛେଦ ପଡ଼ିଥିବା ବେଳେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବା ଏକପ୍ରକାର ନିଶ୍ଚିତ ହୋଇଛି। ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀ ସଂଖ୍ୟା ବଢ଼ି ଚାଲିଛି। ଶହୀଦ ଭଗତ...

୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର,...

କୋରାପୁଟ ଲୋକସଭା ଆସନ: ୩ ଆଶାୟୀଙ୍କ ମଧ୍ୟରୁ କାଳୀରାମଙ୍କ ଉପରେ ଆସ୍ଥା ପ୍ରକଟ କଲା ଭାଜପା

ରାୟଗଡ଼ା,୨୪।୩(ଆଶିଷ ରଞ୍ଜନ ପଣ୍ଡା)-ପଞ୍ଚମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। କୋରାପୁଟରୁ ଜଣେ ମହିଳାଙ୍କ ସମେତ ୩ ପ୍ରମୁଖ ଆଶାୟୀ ରହିଥିବା ବେଳେ ଭାଜପା ଜାତୀୟ ଆଦିବାସୀ ମୋର୍ଚ୍ଚା ସମ୍ପାଦକ କାଳୀରାମ ମାଝୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri