ଆମ ଜିଲା ଖବର

ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବଡସାହି ଥାନା ଅଧିନ ବଡସାହି-ମାଣତ୍ରୀ ରାସ୍ତାର ଅଙ୍ଗାରୀ ଛକରେ ଜନୈକା ଯୁବତୀଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକର ପରିଚୟ ମିଳିପାରି ନ ଥିବାବେଳେ ହତ୍ୟା ହୋଇଥିବା ନେଇ ପାରିପାର୍ଶ୍ୱିକ ସ୍ଥିତିରୁ ପୋଲିସ ତଦନ୍ତ...

ସାବାଡ଼ ହେବେ ଶିକାରୀ: ଡେବ୍ରିଗଡ଼ରେ ଲାଗିବ ସ୍ପାଏ କ୍ୟାମେରା

ଭୁବନେଶ୍ୱର,୧୭।୧୨: ସାବାଡ଼ ହେବେ ଶିକାରୀ। ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲାଗିବ ସ୍ପାଏ କ୍ୟାମେରା। ଏନେଇ ବନ ବିଭାଗ ଗୁରୁତ୍ୱ ଦେଉଥିବା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଏବଂ ରାଉରକେଲାରେ...

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ମନେପକାଇଲେ ରାଜ ପରିବାର

ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ତତ୍କାଳୀନ ମୟୂରଭଞ୍ଜ ରାଜ୍ୟର ପ୍ରଜାବତ୍ସଳ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୪ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଆଧୁନିକ ଓ ଅନ୍ୟତମ ବିନ୍ଧାଣୀ ତଥା ଉତ୍କଳ ସମ୍ମିଳନୀର ଅଧ୍ୟକ୍ଷ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କ ଏହି ଜନ୍ମ...

ବଡ଼ଦିନରେ ମଦ ବିକ୍ରି ବନ୍ଦ କରାଯାଉ

ଜୟପୁର,୧୭ା୧୨(ପବନ ପାଣିଗ୍ରାହୀ): ଜୟପୁର ପୌରାଞ୍ଚଳର ୫ ନମ୍ବର ଓ୍ବାର୍ଡର କାଉନ୍‌ସିଲର ବିଭିନ୍ନ ଦାବି ନେଇ କୋରାପୁଟ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଆକାବରମ୍‌ ଶସ୍ୟା ରେଡ୍ଡୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ କାଉନସିଲର ପ୍ରଣବ କିଶୋର ନାୟକଙ୍କ ସହ ସମର୍ଥକମାନେ ଉପସ୍ଥିତ...

ସାପ୍ତାହିକ ହାଟରୁ ଅର୍ଦ୍ଧଦଗ୍ଧ ମୃତଦେହ ଜବତ: ହତ୍ୟା ସନ୍ଦେହ

ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ଜଣେ ଅଜଣା ବ୍ୟକ୍ତିକୁ କେହି ଦୁର୍ବୃତ୍ତ ହତ୍ୟା ପରେ ନିଆଁରେ ପୋଡି ଦେଇଥିବା ନେଇ ପୋଲିସ ସନ୍ଦେହ କରିଛି। ମୃତ ବ୍ୟକ୍ତିଙ୍କ ଦରପୋଡ଼ା ଶରୀର...

ଠିଆ ହୋଇ ଚା’ ପିଉଥିଲେ ଲୋକେ, ଦୋକାନ ଉପରକୁ ମାଡ଼ିଗଲା ଟ୍ରାକ୍ଟର

କଟକ,୧୭।୧୨: କଟକ ସେଲଟର ଛକରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଏକ ଚା’ ଦୋକାନରେ ଟ୍ରାକ୍ଟର ପଶିଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, କଟକ ସେଲଟର ଛକରେ ଥିବା ଏକ ଚା’ ଦୋକାନରେ ସକାଳୁ ସକାଳୁ ଲୋକ...

ମୁଣ୍ଡରେ ବ୍ୟାଣ୍ଡେଜ୍‌, ହାତରେ ଭେନ୍‌ଫ୍ଳୋନ୍‌: ହସ୍ପିଟାଲ ଦେବଦାରୁ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗୀର, ୧୭।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସିଟି ସ୍କାନ ୱାର୍ଡ ପଛପଟେ ଥିବା ଏକ ଦେବଦାରୁ ଗଛରେ ଯୁବକ ଝୁଲିପଡ଼ିଥିବା ଦେଖିବାକୁ ମିଳିଛି। ମଙ୍ଗଳବାର...

ଆଉ ମାତ୍ର ୨୦ ମିଟର ପରେ ଘରେ ପହଞ୍ଚିଥାନ୍ତେ ହୋମଗାର୍ଡ, ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ ହୋମଗାର୍ଡଙ୍କ ରାସ୍ତା ଦୁର୍ଘଟଣାରେ ଜୀବନ ଯାଇଛି। ସେହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମୁଣ୍ଡନାଜୁ ଗ୍ରାମର ପୀତବାସ ପ୍ରଧାନ। ପ୍ରକାଶ ଯେ, ସେ କୌଣସି କାର୍ଯ୍ୟରେ ପରିବାର ସହ ବାହାରକୁ ଯାଇଥିଲେ।...

ହାବିଲଦାର, କନଷ୍ଟେବଲ୍‌ଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୭ା୧୨(କାର୍ତ୍ତିକ ସାହୁ):ଓଡ଼ିଶା ପୋଲିସ ହାବିଲଦାର, କନଷ୍ଟେବଲ୍‌ ଓ ସିପାହୀ ସଂଘର ୪୫ତମ ବାର୍ଷିକ ଉତ୍ସବ କଟକ ଓଏସ୍‌ଏପି ଷଷ୍ଠ ବାଟାଲିୟନ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି,...

ପାରଦ ୧ ଡିଗ୍ରୀକୁ ଖସିଲା

ବାରିପଦା,୧୭ା୧୨ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଉତ୍ତର-ପଶ୍ଚିମା ପବନ ପ୍ରବାହିତ ହେବାରୁ ଭୀଷଣ ଥଣ୍ଡା ଅନୁଭୂତ ହେଉଛି। ଶୀତର ଲହର ବୃଦ୍ଧି ପାଉଥିବାରୁ ହାଡ଼ଭଙ୍ଗା ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୀତକଷ୍ଟ ଦୂର କରିବା ପାଇଁ ଲୋକେ...

ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା

ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍‌...

ନୂଆଗାଁ ବିଜୁ ଯୁବ ଭବନକୁ ନେଇ ବିବାଦ

ନୂଆଗାଁ,୧୭।୧୨(ଧନେଶ୍ୱର ସାହୁ):ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସଦର ମହକୁମାଠାରେ ନିର୍ମାଣ ହୋଇଥିବା ବିଜୁ ଯୁବ ଭବନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବିବାଦ ଲାଗି ରହିଛି । ବିଜେଡି ଏହି ଭବନକୁ ନିଜ ଅକ୍ତିଆରରେ ରଖିଥିବା ବେଳେ କ୍ଷମତାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri