ଆମ ଜିଲା ଖବର

‘ପଲିଥିନ୍‌ ତଳେ ଅସହାୟ ଜାନକୀ’

ହାଟଡ଼ିହୀ,୨୪ା୩(ପାର୍ଥ ସୌରଭ ସା):ତିନିବର୍ଷ ହେଲା ସ୍ବାମୀଙ୍କ ମୃତ୍ୟୁ ଘଟିଛି। ପୁଅ ରୋଜଗାର ପାଇଁ ବାହାରକୁ ଯାଇ ଆଉ ଘରକୁ ଆସୁନି। ମରାମତି ଅଭାବରୁ ଘର ଭାଙ୍ଗି ମାଟିରେ ମିଶିଯାଇଛି। ଚାଷଜମି କି ରୋଜଗାର ମାଧ୍ୟମ ନ ଥିବାରୁ ଦୟନୀୟ ଅବସ୍ଥାରେ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର ବିଭିନ୍ନ ସ୍ଥାନ ସମେତ ଭଦ୍ରକ ଓ ଯାଜପୁର ଜିଲା ଏବଂ ଗାନ୍ଧି ଛକରୁ...

ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ଖଣ୍ଡପଡ଼ା ଅଞ୍ଚଳବାସୀ

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତୃଣମୂଳସ୍ତରରେ ୧୦୮ ଆମ୍ବୁଲାନ୍ସ ସେବା କିପରି ବିପର୍ଯ୍ୟସ୍ତ ହୋଇ ପଡିଛି ତାହା ଖଣ୍ଡପଡ଼ା ଓ କଣ୍ଟିଲୋ ଅଞ୍ଚଳରେ ନିୟୋଜିତ ହୋଇଥିବା...

ଗୋକୁଳାନନ୍ଦ ପୀଠ ରାସ୍ତା ଅନ୍ଧକାର

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ସିଧାମୂଳାସ୍ଥ ଗୋକୁଳାନନ୍ଦ ପୀଠ ଏବଂ ତତ୍‌ସଂଲଗ୍ନ ମଧୁକର୍ଣ୍ଣିକା ପାହାଡ଼ରେ ଅବସ୍ଥିତ ଇକୋ ଟୁରିଜିମ ପରିବେଶ ପର୍ଯ୍ୟଟନସ୍ଥଳୀ କେନ୍ଦ୍ରକୁ ସଂଯୋଗ କରୁଥିବା ରାସ୍ତାରେ ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା ନାହିଁ ା ସନ୍ଧ୍ୟା ହେଲେ...

ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବାକୁ ଦାବି

କଟକ,୨୪ା୩(କାର୍ତ୍ତିକ ସାହୁ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୟୁଜି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ପାଇଁ ଦାବି କରି କୁଳପତିଙ୍କୁ ଶନିବାର ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଗତ ୧୪ ତାରିଖ ବିଜ୍ଞପ୍ତି ଅନୁଯାୟୀ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଆସନ୍ତା...

ଦୂଷିତ ଜଳ, ଚିନ୍ତାରେ ଜିଲାବାସୀ

କେନ୍ଦ୍ରାପଡ଼ା,୨୪ା୩ (ଜଗନ୍ନାଥ ଧଳ):ଖରାର ପ୍ରକୋପ ବଢ଼ୁଛି। ଅସହ୍ୟ ଖରାତାତି ସହ ପାନୀୟ ଜଳ ସମସ୍ୟା କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ଏହି ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନ ନିକଟରେ ପ୍ରତ୍ୟେହ ଅଭିଯୋଗର ସଂଖ୍ୟା ବଢ଼ୁଛି। ଅପରପକ୍ଷେ ଜିଲାରେ ଏବେ...

ଇଟାଭାଟି ଧୂଆଁ ଯୋଗୁ ପ୍ରଦୂଷଣ

ପଟ୍ଟାମୁଣ୍ଡାଇ,୨୪ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବଳ ଖରା ସାଙ୍ଗକୁ ଗରମ ଅନୁଭୂତ ହେଉଛି। ଶନିବାର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ...

ବଲାଙ୍ଗୀର ଭାଜପା ଉତ୍ସାହିତ, ତ୍ରିମୁଖୀ ଲଢ଼େଇ ସମ୍ଭାବନା

ବଲାଙ୍ଗୀର,୨୪ା୩ (ବୀରେନ୍ଦ୍ର କୁମାର ଝାଙ୍କର): ବିଜେଡି-ଭାଜପା ମେଣ୍ଟ କଳ୍ପନାଜଳ୍ପନାର ଅବସାନ ପରେ ବଲାଙ୍ଗୀର ଜିଲାରେ ଭାଜପା କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। କୁହାଯାଉଥିଲା ମେଣ୍ଟ ଚର୍ଚ୍ଚା ଯୋଗୁୁ ବିଶେଷକରି ଭାଜପା ଆଶାୟୀ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ...

ପୁଅ ପାଇଁ ଅଣ୍ଟା ଭିଡ଼ିଲେ ସୁର

ଖୋର୍ଦ୍ଧା,୨୪ା୩(ପ୍ରଭାତ ପାଣିଗ୍ରାହୀ): ନିର୍ବାଚନ ବିଗୁଲ ବାଜି ସାରିଛି। ଏବେ ଭୋଟରମୁହାଁ ହେଲେଣି ନେତା। ଜନତାଙ୍କ ନିକଟତର ହେବାଲାଗି ଅଙ୍କକଷା ଆରମ୍ଭ ହୋଇଗଲାଣି। ପ୍ରଚାର ମଇଦାନରେ ନେତା। ନିର୍ବାଚନ ଦୌଡ଼ରେ ପରିବାର ସଦସ୍ୟଙ୍କୁ ଥଇଥାନ ଲାଗି ଚାଲିଛି ଛକାପଞ୍ଝା। ରାଜନୀତିର ଜଣେ...

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ...

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ...

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri