ଆମ ଜିଲା ଖବର

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ...

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ...

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା...

ଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): ଆଳୁଚପ୍‌ରୁ ଲୁହା କଣ୍ଟା ବାହାରିବା କଥା ଶୁଣିଲେ ମନରେ ଭୟ ଜାତ ହେଉଛି। ମାତ୍ର ଏହା ସତ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିର ଏକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାର୍କେଟରୁ ନିଆଯାଇଥିବା ଜଳଖିଆ ଦିଆଯାଇଥିଲା। ସେଥିରୁ ଆଳୁଚପ୍‌ରେ...

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ...

୫ ଦିନ ହେବ ଅନ୍ଧାରରେ ୫୦ରୁ ଊର୍ଦ୍ଧ୍ୱ ପରିବାର

କୋରୁକୋଣ୍ଡା,୨୩ା୩(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦାଶିବପୁର ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ପରିବାର ଆଜକୁ ୫ ଦିନ ହେବ ଅନ୍ଧାରରେ ରାତ୍ରିଯାପନ କରୁଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, କିଛିଦିନ ତଳେ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ଆସିଥିବା ସମୟରେ...

ଶ୍ରମିକ ଛଟେଇକୁ ବିରୋଧ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣାସ୍ଥିତ ଏମ୍‌ଏସ୍‌ପି କାରଖାନାରେ କାମ କରୁଥିବା ଶ୍ରମିକମାନଙ୍କୁ ବିଭିନ୍ନ ସମୟରେ ମନମୁଖୀ ଭାବେ ମାଲିକ ଛଟେଇ କରିଥିବା ଅଭିଯୋଗ ହୋଇଛି। ଏନେଇ ସଦର ବ୍ଲକ ପୂର୍ବତନ ଅଧ୍ୟକ୍ଷା ତଥା ସମିତି...

ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ...

ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ଲାଞ୍ଚ ମାମଲାର ଶୁଣାଣି କରି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରଶ୍ମିତା ଦଳେଇ ତତ୍କାଳୀନ ରାଇସୁଆଁ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ ଏବଂ ୪ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଘଟଣାରୁ...

ସାଧାରଣ ନିର୍ବାଚନ ନେଇ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଥାନା ଅଧିକାରୀ ଚିରଞ୍ଜିବୀ ବେହେରାଙ୍କ ନେତୃତ୍ୱରେ ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ପ୍ରମୁଖ ସଦଳବଳ ଥାନାଠାରୁ ଫ୍ଲାଗ୍‌ମାର୍ଚ୍ଚରେ ବାହାରି ବଜାର ସମେତ ଓଡ଼ିଆ...

ସତ୍ୟବାଦୀରୁ ଲଢ଼ିବେ ସଞ୍ଜୟ, ବ୍ରହ୍ମଗିରିରୁ ଉମା ଉମାକାନ୍ତ ସାମନ୍ତରାୟ: ପୁରୀ ବିଜେଡି ସଭାପତି

ପୁରୀ,୨୩।୩: ଆସନ୍ତା ଲୋକସଭା ତଥା ବିଧାନସଭା ନିର୍ବାଚନରେ ଆଶାୟୀ ପ୍ରାର୍ଥୀ ଚୟନ କରିବାକୁ ବିଜୁ ଜନତା ଦଳ (ବିଜେଡି) ର ପକ୍ଷରୁ ପ୍ରାର୍ଥୀ ଚୟନ କରିବା ଆରମ୍ଭ ହୋଇଯାଇଛି। ଏହି ପ୍ରକ୍ରିୟାରେ ପୁରୀ ଜିଲା ସଭାପତି ଦିବାକର ପାତ୍ର ଶନିବାର...

ପୁଣି ସୁରକ୍ଷା ବ୍ୟବସ୍ଥା ଢିଲା: ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ

ପୁରୀ,୨୩ା୩(ଅଜିତ ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri