ଆମ ଜିଲା ଖବର

ଟ୍ରକ୍‌କୁ ପଟିଲା ବାଇକ୍‌: ଚାଲିଗଲା ୩ ଯୁବକଙ୍କ ଜୀବନ

ଯାଜପୁର,୨୩।୩: ଯାଜପୁର ଜିଲା କଳିଙ୍ଗନଗର ଥାନା ଅଧୀନ ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରକ ପଛରେ ଏକ ବାଇକ୍‌ ପିଟି ହୋଇ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ...

ରାସ୍ତାରେ କୁଢ଼ କୁଢ଼ ମଇଳା, ଭାସୁଛି କାଦୁଅ ପାଣି: ପ୍ରତିବାଦରେ ଟାୟାର ଜାଲି ରାସ୍ତାରୋକୋ

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଦୀର୍ଘଦିନ ଧରି ମୁଖ୍ୟ ରାସ୍ତା ପୁରୁଣା କୋର୍ଟଛକଠାରୁ ଫାୟାର ଷ୍ଟେସନ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ଏହାକୁ ନେଇ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ...

ଜେଲରେ ଜୀବନ ହାରିଲେ କଏଦୀ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାରାଗାରରେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି।କେନ୍ଦୁଝର ଜିଲା କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ...

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଷଣ୍ଢ

ଛତ୍ରପୁର,୨୩।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଡମାଧପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ମାରଣା ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ବି.ପୁରସ୍ତମଙ୍କ ସ୍ତ୍ରୀ ବି.କାମିଲି ପାତ୍ର, । କାମିଲି ସକାଳୁ...

ବ୍ରିଜ ତଳକୁ ଖସିଲା ଗାଡ଼ି, ଗାଡ଼ିର ଆଗରେ ରହିଛି ଛତିଶଗଡ଼ ପଛରେ ଓଡ଼ିଶା ନମ୍ବର

କୁନ୍ଦୁରା,୨୩।୩(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସାଙ୍ଗଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଖଟଲାପଦର ନିକଟସ୍ଥ କୋଲାବ ନଦୀ ବ୍ରିଜ୍‌ ଉପରୁ ଏକ ଇନୋଭା ଗାଡ଼ି ତଳକୁ ଖସିଛି। ଉକ୍ତ ଗାଡ଼ିରେ ଛତିଶଗଡ଼ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ ସନ୍ଦେହ...

ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ଟ୍ରକ୍‌

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ରିମୁଳି ନିକଟରେ  ଯାତୀୟ ରାଜପଥ ୫୨୦ରେ ଶନିବାର ଏକ ଟ୍ରକ୍‌ ହୁତୁହୁତୁ ହୋଇ ଜଳଯାଇଛି। (ଓଡି ୦୯ପି / ୧୦୫୦) ନଂ ଟ୍ରକଟି ଲୁହାପଥର ଲୋଡକରି ଯୋଡ଼ାରୁ ରିମୁଳି ଅଭିମୁଖେ...

ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪

ଭୁବନେଶ୍ୱର,୨୩।୩(ଅଭୟ ଦାଶ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହୋଇଛି ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪। ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇଏଏସ୍‌ ମନୋଜ କୁମାର ମିଶ୍ର (ପ୍ରିନ୍ସିପାଲ ସେକ୍ରେଟାରି...

ସାନଖେମୁଣ୍ଡି ବିଧାୟକଙ୍କ ଶକ୍ତି ପ୍ରଦର୍ଶନ, କହିଲେ ମୋଦି ସରକାର…

ଛତ୍ରପୁର, ୨୩ା୩ (ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଛତ୍ରପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ପାର୍ଟି ପକ୍ଷରୁ ଶୁକ୍ରବାର ଭିକାରୀପଲ୍ଲୀ ଗ୍ରାମ ପଞ୍ଚାୟତର ଗୋଲାପଲ୍ଲୀ ଗ୍ରାମର ଭଗବତୀ ମନ୍ଦିର ନିକଟରେ...

‘ବାଘୁଣୀ ଇଚ୍ଛାରେ ବଢ଼େ ବାଘ ବଂଶ’

ବାରିପଦା,୨୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏନ୍‌ଟିସିଏ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ ହେଉଛି। ଏଥିନିମନ୍ତେ ଭାଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଟ୍ରଷ୍ଟ ବୋର୍ଡ଼,...

ଶୁଟ୍‌ ଆଉଟରେ ଜିତିଲା ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୩ା୩(ବିଜୟ ରଣା): ବିଶ୍ୱ ଜଳ ଦିବସ ପାଳନ ଅବସରରେ ୟୁନିସେଫ ଓ ୟୁଥ୍‌ ଫୋର ଓ୍ବାଟର ପ୍ଲସ୍‌ର ମଳିତ ସହଯୋଗରେ ଏକ ପ୍ରଦର୍ଶନୀ ମ୍ୟାଚ ଶୁକ୍ରବାର ସ୍ଥାନୀୟ ୟୁନିଟ୍‌-୧ ସ୍ଥିତ ଭୁବନେଶ୍ୱର ଫୁଟ୍‌ବଲ ଏକାଡେମୀ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି।...

କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି

କଟକ,୨୩ା୩ (କାର୍ତ୍ତିକ ସାହୁ): ଐତିହାସିକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି ପରେ ଏବେ ଉଠିଛି ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି। ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପ୍ରସଙ୍ଗରେ କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri