ଆମ ଜିଲା ଖବର

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ...

ଟ୍ରକକୁ ପିଟିଲା ଟ୍ରକ: ଜୀବନ୍ତ ଜଳିଗଲେ ଡ୍ରାଇଭର

ନୂଆପଡ଼ା,୨୨।୩: ନୂଆପଡ଼ା ଜିଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା ଗାଁ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା ଏକ ଟ୍ରକଟି ହଠାତ୍‌ ବ୍ରେକ୍‌ ମାରିବାରୁ ପଛରେ ଥିବା ଅନ୍ୟ ଏକ ଟ୍ରକଟି ଭାରସାମ୍ୟ...

ସିସି କ୍ୟାମେରାରେ କାଦୁଅ ଲଗାଇ କରୁଥିଲେ ବ୍ୟାଙ୍କ ଚୋରି: ସାଇରନ ବାଜିବାରୁ…

ଉମରକୋଟ, ୨୨।୩(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହର ମାଁ ପେଣ୍ଡ୍ରାଣୀ ମନ୍ଦିର ନିକଟରେ ଥିବା ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କରେ କିଛି ଦୁର୍ବୁତ୍ତ ଲୁଟ୍‌ ଉଦ୍ୟମ କରିଛନ୍ତି। କିନ୍ତୁ ଏଥିରେ ସେମାନେ ବିଫଳ ହୋଇଛନ୍ତି। ସୂଚନାନୁଯାୟୀ, କେତେଜଣ ଦୁର୍ବୃତ୍ତ...

ଉଠା ପରିବା ବେପାରୀ ପାଇଲେ ନୂଆ ଠିକଣା

ଗଞ୍ଜାମ,୨୨ା୩(ବିଦ୍ୟାଧର ସାହୁ): ଦୀର୍ଘବର୍ଷ ପରେ ଉଠା ପନିପରିବା ବେପାରୀଙ୍କ ସମସ୍ୟା ସମାଧାନ ହୋଇଛି। ଶୁକ୍ରବାର ସେମାନେ ନୂଆ ଠିକଣା ପାଇଛନ୍ତି l ସ୍ଥାୟୀ ସମାଧାନ ଉଠା ଦୋକାନୀଙ୍କୁ ଥଇଥାନ ନିମନ୍ତେ ଦୀର୍ଘଦିନ ହେବ ସାନ ବଜାର ସଂଘ ସଭାପତି ସୁଧୀର...

ଅବଧି ସରିଲା, ପୋଲ ନିର୍ମାଣ ସରିଲାନି

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକର ଇନ୍ଦ୍ରାବତୀ ଜଳଭଣ୍ଡାର ଜଳବନ୍ଦୀ ଭାବେ ବାସ କରୁଥିବା ପୋଡାପଦର ଗ୍ରାମପଞ୍ଚାୟତର ୧୬ ଏବଂ ମାଳିଗାଁ ପଞ୍ଚାୟତର ଗୋଟିଏ ଏଭଳି ୧୭ଖଣ୍ଡ ଗ୍ରାମବାସୀଙ୍କ ଜୀବନ ଏବେ ଅଭିଶପ୍ତ...

ବସୁଧାରୁ ମିଳୁନି ପାଣି, ଖୋଲାକୂଅ ଭରସା

ନୂଆପଡ଼ା,୨୨।୩(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ପଞ୍ଚାୟତ ଗାତିବେଡା ଗାଁରେ ଜଳ ସଙ୍କଟ ଦେଖାଦେଇଥିବା ବେଳେ କୂଅ ପାଣି ଉପରେ ଲୋକେ ନିର୍ଭର କରି ଚଳୁଛନ୍ତି। ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଗାତିବେଡା ଗାଁରେ ୩ଟି...

ନିର୍ମାଣର ବର୍ଷେ ନ ପୂରୁଣୁ ରାସ୍ତା ଦବିଲା

ଖଇରା,୨୨ା୩(ଉତ୍କଳବନ୍ଧୁ ପଣ୍ଡା): ବିଦ୍ୟାଧରପୁର ଡିଭିଜନ ଅନ୍ତର୍ଗତ ଖଇରା ସବଡିଭିଜନର ଆମ୍ବହତା କେନାଲ ପାର୍ଶ୍ୱ ରାସ୍ତା ନିର୍ମାଣ ହେବାର ବର୍ଷେ ମଧ୍ୟରେ ପୁନଃନିର୍ମାଣ କରାଯିବା ନାମରେ ରାସ୍ତାକୁ ୬ମାସ ହେଲା ଖୋଳି ଛାଡ଼ି ଦିଆଯାଇଛି। ଫଳରେ ଯାତ୍ରୀମାନେ ବିପଦସଂକୁଳ ଅବସ୍ଥାରେ ଯାତାୟତ...

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ ନାହିଁ। ବିଭିନ୍ନ ଓ୍ବାର୍ଡରୁ ଏ ନେଇ ବିରୋଧ ଉଠିବା ପରେ ପୌରପାଳିକା ପୁଣି...

କପିଳାସ, ବଳରାମ ମନ୍ଦିର ପ୍ରସାଦ ପାଇଁ ଟେଣ୍ଡର ପଡ଼ିଲାନି

ଢେଙ୍କାନାଳ,୨୨ା୩(ରତନ ନାୟାର): ଢେଙ୍କାନାଳ ଜିଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ସହରସ୍ଥିତ ଶ୍ରୀ ସିଦ୍ଧ ବଳରାମଙ୍କ ମନ୍ଦିର ଅବଢ଼ା ତଥା ପ୍ରସାଦ ନିମନ୍ତେ ନିର୍ଦ୍ଧାରିତ ତାରିଖ ସୁଦ୍ଧା କେହି ଟେଣ୍ଡର ପକାଇ ନାହାନ୍ତି। ଗୁରୁବାର ଜିଲା...

ପିଇବା ପାଣି ପାଇଁ ପ୍ରକୃତି ସାହା

ତେନ୍ତୁଳିଖୁଣ୍ଟି,୨୨।୩(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ପାତ୍ରପୁଟ ପଞ୍ଚାୟତ କଳାହାଣ୍ଡି ସୀମାନ୍ତ ପାହାଡ଼ ତଳି ଗାଁ ଝରଣଗୁଡ଼ା। ଗ୍ରାମବାସୀଙ୍କ ପିଇବା ପାଣି ପାଇଁ ପ୍ରକୃତି ଭରସା। ଏଠାକାର ଲୋକମାନେ ନଳକୂପରୁ ଶୁଦ୍ଧ ପିଇବା ପାଣି ପାଉ ନ ଥିବାରୁ...

‘ଓଡ଼ିଆରେ କମେଣ୍ଟ୍ରି ଦାବି’

କଟକ,୨୨ା୩ (କାର୍ତ୍ତିକ ସାହୁ):ଆଇପିଏଲ୍‌ରେ ଓଡ଼ିଆ ଧାରା ବିବରଣୀବନ୍ଦ କରାଯାଇଥିବା ବେଳେ ଓଡ଼ିଆ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଗତବର୍ଷ ଆଇପିଏଲ୍‌ରେ ଓଡ଼ିଆ ସମେତ ବାରଟି ଭାଷାରେ ଧାରା ବିବରଣୀ ଶୁଣିବାକୁ ମିଳିଥିଲା। କିନ୍ତୁ ଚଳିତ ବର୍ଷ ଆଇପିଏଲ୍‌ରେ ଓଡିଆ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦେବଗଡ଼ ଜିଲା ରିଆମାଳ ସଦର ମହକୁମା ପ୍ରାଣୀଧନ ଚିକିତ୍ସାଳୟର ଚିକିତ୍ସାଧିକାରୀ ଡା....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri